Latest Odisha News

BREAKING NEWS

ଅଲିଭ ରିଡ଼ଲେ କଁଇଛ ଶାବକ ମୃତ

କାକଟପୁର:ବନ ବିଭାଗର ଅବହେଳା, ଅସ୍ତରଙ୍ଗ ଜାହାନିଆ ହାଚେରୀ ରେ ବହୁ ସଂଖ୍ୟକ ଅଲିଭ ରିଡ଼ଲେ କଁଇଛ ଶାବକ ମୃତ । କାକଟପୁର ଅସ୍ତରଙ୍ଗ ବନାଞ୍ଚଳ ଅଧୀନ ପୀର ଜାହାନିଆ ଠାରେ ଥିବା ହାଚେରୀରେ ଶତାଧିକ ଅଲିଭ ରିଡ଼ଲେ କଁଇଛ ଶାବକଙ୍କ ମୃତ୍ୟୁ ହୋଇଛି । କେମିତି ଏବଂ କେଉଁ କାରଣରୁ ଏତେ ସଂଖ୍ୟକ ଶାବକ…

ଟସ୍ ଜିତି ବୋଲିଂ ନିଷ୍ପତି ନେଲା ହାଇଦ୍ରାବାଦ

ଚେନ୍ନାଇ: ଚଳିତ ଆଇପିଏଲରେ ରବିବାର ଆରମ୍ଭ ହେବାକୁ ଯାଉଛି ହାଇ ଭୋଲଟେଜ ମ୍ୟାଚ । ଏଥିରେ କୋଲକାତା ନାଇଟ ରାଇଡର୍ସ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ । ହାଇଦ୍ରାବାଦ ଅଧିନାୟକ ଡେଭିଡ ୱାର୍ଣ୍ଣର ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଛନ୍ତି । ପିଚ୍…

ନିଖୋଜ ବିମାନରେ କଙ୍କାଳ

ବିଜ୍ଞାନ ଯୁଗରେ ନୁଆ ନୂଆ ଆବିଷ୍କାର ଆମକୁ ବିସ୍ମୟ କରିଆସୁଛି । ବୈଜ୍ଞାନିକଙ୍କ ପ।ଖରେ ସବୁ ସମ୍ଭବକୁ ଅସମ୍ଭବ କରିବାର ରହିଛି କ୍ଷମତା । ହେଲେ ପ୍ରକୃତି ଭିିତରେ ଏମିତି କିଛି ଘଟଣା ଘଟୁଛି ଯାହାକି ଭେଦ କରିବାକୁ ବୈଜ୍ଞାନିକ ବି ସଫଳ ହୋଇନାହାନ୍ତି । ଆମ ଚାରିଟେ ଏମିତି ବହୁ ରହସ୍ୟ ରହିଛି ।…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୫୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ, ଆଜି ସୁସ୍ଥ ହୋଇଛନ୍ତି ୪୫୯ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଖୋର୍ଦ୍ଧାରୁ ସର୍ବାଧିକ ୬୯ ଜଣ ସୁସ୍ଥ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୬୨, କଳାହାଣ୍ଡିରୁ ୪୩ ଓ…

ଛତିଶଗଡ଼ ପୋଲିସକୁ ସଫଳତା

କିଛି ଦିନର ନିରବତା ପରେ ପୁଣି ଛତିଶଗଡ଼ ପୋଲିସକୁ ମିଳିଲା ସଫଳତା । ଦାନ୍ତେୱାଡା ଜିଲ୍ଲା ଅନ୍ତର୍ଗତ ଗାଦାମ ଓ ଜଙ୍ଗମପାଲ ଜଙ୍ଗଲରେ କାଟ କଲ୍ୟାଣ ଏରିଆ କମିଟିର ମାଓବାଦୀଙ୍କ ସହ ପୋଲିସର ମୁହାଁ ମୁହିଁ । ଜଣେ ମାଓବାଦୀ ମୃତ ହୋଇଥିବା ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି ।…

ଫିକା ପଡିଲା ମା’ ବୁଢ଼ୀ ଠାକୁରାଣୀ ଯାତ୍ରା, ପୀଠ ଠାରୁ ରାଜବାଟୀ ଯାଏଁ ୧୪୪ ଧାରା ଲାଗୁ

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଗୋଟିଏ ବର୍ଷ ଅନ୍ତରରେ ପାଳନ ହୁଏ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା । ଯାତ୍ରା ଦେଖିବାକୁ ଲକ୍ଷ ଲକ୍ଷ ଭକ୍ତ ଓ ବ୍ୟବସାୟୀଙ୍କର ଭିଡ଼ ଜମେ । ଚଳିତ ବର୍ଷ କରୋନା କଟକଣା ଯୋଗୁଁ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଫିକା ପଡ଼ିଛି । ମା’ ବୁଢ଼ୀ ଠାକୁରାଣୀଙ୍କ ପୀଠରେ ୧୪୪…

କେନ୍ଦ୍ରାପଡାରେ ଜନ୍ମ ନେଲା ଦୁଇ ମୁଣ୍ଡ ଓ ୩ ହାତ ଥିବା ବିରଳ ଶିଶୁ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାରେ ରବିବାର ଦିନ ଜଣେ ମହିଳା ଏକ ବିରଳ ଯାଆଁଳା ସନ୍ତାନ ଜନ୍ମ ଦେଇଛନ୍ତି। ଶିଶୁଟିର ଦୁଇଟି ମୁଣ୍ଡ, ତିନି ହାତ ଏବଂ ଗୋଟିଏ ଶରୀର ଦେଖିବାକୁ ମିଳିଛି। ସୂତ୍ରରୁ ପ୍ରକାଶ ଯେ, ରାଜନଗର ବ୍ଲକ ଅନ୍ତର୍ଗତ କାନି ଗାଁର ଅମ୍ବିକା ପରିଡାଙ୍କୁ ଶନିବାର ରାତିରେ…

କୋଭିଡ ନିୟମ ଉଲ୍ଲଙ୍ଘନ ଅଭିଯୋଗ, କ୍ଲବକୁ ଫାଇନ୍

ଭୁବନେଶ୍ୱର: କୋଭିଡ ନିର୍ଦ୍ଦେଶାବଳୀ ଉଲ୍ଲଂଘନ କରିବା ଅଭିଯୋଗରେ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି)ର ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ ରାଜଧାନୀର ଏକ ଲୋକପ୍ରିୟ କ୍ଲବକୁ ଫାଇନ୍ କରିଛନ୍ତି। ବିଏମସିର ସୂଚନା ଅନୁଯାୟୀ, ଚନ୍ଦ୍ରଶେଖରପୁରରେ ଥିବା ଏମ୍ବାସୀ କ୍ଲବ ଆଣ୍ଡ ସ୍କାଏ…

ଟିକାର ଅଭାବ; ରାଜ୍ୟର ୯୦୦ କେନ୍ଦ୍ରରେ ଟିକାକରଣ ବନ୍ଦ

ଭୁବନେଶ୍ୱର: କରୋନା ଟିକା ଅଭାବରୁ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗକୁ ରବିବାର ଦିନ ଓଡିଶାରେ ୯୦୦ ଟିକାକରଣ କେନ୍ଦ୍ର ବନ୍ଦ କରିବାକୁ ପଡିବ ବୋଲି ସୂଚନା ମିଳିଛି। ଏ ନେଇ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣର ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି ଯେ ୫୭୯ ଟିକାକରଣ…

ରାଜ୍ୟରେ ଝଡ଼ବର୍ଷା ସହ ବଜ୍ରପାତ ଆଶଙ୍କା, ଆଜିଠୁ ଆଗାମୀ ୫ ଦିନ ଯାଏଁ ସତର୍କ ସୂଚନା 

ଭୁବନେଶ୍ବର: ରାଜ୍ୟରେ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଆଜି ଅପରାହ୍ନରୁ ଆଗାମୀ ୫ ଦିନ ଯାଏ ଅର୍ଥାତ ୧୬ ତାରିଖ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଝଡ-ବର୍ଷା ସହ ବଜ୍ରପାତ ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି । ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । କାଲି ସକାଳ…