Latest Odisha News

BREAKING NEWS

ରାଜ୍ୟରେ ଖସିଲା ପାରଦ, ଅଧିକାଂଶ ଜିଲ୍ଲାରେ ୪୦ ଡିଗ୍ରୀ ତଳେ ତାତି

ଭୁବନେଶ୍ବର : କାଳବୈଶାଖୀ ଜନିତ ବର୍ଷା ଯୋଗୁଁ ରାଜ୍ୟରେ ଖସିଲା ପାରଦ । ଅନ୍ୟ ଦିନ ଅପେକ୍ଷା ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ କମ ରହିଛି ତାପମାତ୍ରା । ଆଜି କେବଳ ସୁନ୍ଦରଗଡ଼ରେ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ, ଅନ୍ୟ ସହରରେ ୪୦ ଡିଗ୍ରୀ ତଳେ ରହିଛି ତାପମାତ୍ରା । ଅନ୍ୟ…

କମେଡି କିଙ୍ଗ କପିଲ ଶର୍ମାଙ୍କ ବିଷୟରେ ପଢିବେ ସ୍କୁଲ ପିଲା, ଜାଣିବେ ତାଙ୍କ ପିଲାଦିନର କାହାଣୀ

ମୁମ୍ବାଇ: ଏଣିକି କପିଲ ଶର୍ମାଙ୍କ ବିଷୟରେ ପାଠ ପଢିବେ ଚତୁର୍ଥ ଶ୍ରେଣୀ ପିଲା । ପିଲାଙ୍କ ପାଇଁ ପ୍ରସ୍ତୁତ ହୋଇଥିବା ପାଠ୍ୟପୁସ୍ତକରେ କପିଲଙ୍କ ବିଷୟରେ ଉଲ୍ଲେଖ କରାଯାଇଛି । କପିଲଙ୍କ ପିଲାଦିନର କାହାଣୀ ସହ ତାଙ୍କ ସଂଘର୍ଷମୟ ଯାତ୍ରା ବାବଦରେ ପଢି ଜାଣିବେ ପିଲାମାନେ । ଏନେଇ କପିଲ ନିଜ…

ଆରମ୍ଭ ହେଲା ଆଇପିଏଲ, ପ୍ରଥମେ ବ୍ୟାଟିଂ କରୁଛି ମୁମ୍ବାଇ

ଚେନ୍ନାଇ: ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦର୍ଶକଙ୍କ ଅନୁପସ୍ଥିତିରେ ଆରମ୍ଭ ହୋଇଛି ଆଇପିଏଲର ୧୪ତମ ସଂସ୍କରଣ । ଟସ୍ ଜିତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଛି । ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମେ ବ୍ୟାଟିଂ କରି ଖବର ହସ୍ତଗତ ହେଲା ବେଳକୁ ୪ ଓଭରରେ…

କଙ୍ଗନାଙ୍କ ଥାଲାଇଭି ଫିଲ୍ମର ରିଲିଜ ଡେଟ ଘୁଂଚିଲା

ମୁମ୍ବାଇ: କରୋନା ମହାମାରୀ ବଢ଼ିବା ଯୋଗୁ କଙ୍ଗନା ରାନାୱତ ଅଭିନୀତ ଥାଲାଇଭି ଫିଲ୍ମର ରିଲିଜ ଡେଟକୁ ଘୁଂଚାଇ ଦିଆଯାଇଛି । ଏହି ଫିଲ୍ମ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ଜୀବନୀ ଉପରେ ଆଧାରିତ । ଫିଲ୍ମ ପ୍ରତି ଦର୍ଶକଙ୍କ ଉତ୍କଣ୍ଠା ଥିବା ବେଳେ ରିଲିଜ ତାରିଖ ଘୁଂଚିବା…

ପରଲୋକରେ ବ୍ରିଟେନ ରାଣୀ ଏଲିଯାବେଥ-୨ୟଙ୍କ ସ୍ବାମୀ ପ୍ରିନ୍ସ ଫିଲିପ

ଇଂଲଣ୍ଡ: ବ୍ରିଟେନର ପ୍ରିନ୍ସ ଫିଲିପଙ୍କ ଦେହାନ୍ତ ହୋଇଛି । ବ୍ରିଟେନର ରାଣୀ ଏଲିଜାବେଥ-୨ୟଙ୍କ ସ୍ବାମୀ ତଥା ଡ୍ୟୁକ୍ ଅଫ ଏଡିନବରୋ ପ୍ରିନ୍ସ ଫିଲିପଙ୍କର ଆଜି ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୯ ବର୍ଷ ବୟସ ହୋଇଥିଲା । ପ୍ରିନ୍ସ ଫିଲିପଙ୍କର ମୃତ୍ୟୁ ନେଇ ବକିଙ୍ଗହମ ପ୍ୟାଲେସ ତରଫରୁ…

ଓଡ଼ିଶାକୁ ଆସୁଥିବା ରେଳଯାତ୍ରୀଙ୍କ ପାଇଁ ଆରଟିପିସିଆର ନେଗେଟିଭ୍ ରିପୋର୍ଟ ଦେଖାଇବା ବାଧ୍ୟତାମୂଳକ

ଭୁବନେଶ୍ବର : ଡରାଇଲାଣି କରୋନା ଭୂତାଣୁ । ସଂକ୍ରମଣ ବଢୁଥିବାରୁ ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କ ପାଇଁ ଲାଗୁ ହୋଇଛି କଟକଣା । ଏଣିକି ରାଜ୍ୟ ବାହାରୁ ଆସୁଥିବା ରେଳଯାତ୍ରୀଙ୍କୁ ଆରଟିପିସିଆର ନେଗେଟିଭ୍ ଟେଷ୍ଟ ରିପୋର୍ଟ ବା କୋଭିଡ ଟିକାର ଦ୍ଵିତୀୟ ଡୋଜ ସାର୍ଟିଫିକେଟ୍ ଆଣିବା…

ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ୩୧୦ ସଂକ୍ରମିତ 

ଭୁବନେଶ୍ବର: ରାଜ୍ୟରେ କରୋନା ଲମ୍ବ ଡିଆଁ ମାରିଚାଲିଛି । ଦିନକୁ ଦିନ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଇତିମଧ୍ୟରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୩୧୦ ଜଣ ସଂକ୍ରମିତ । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ ୩…

ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୫୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : ସାରା ରାଜ୍ୟରେ ଏବେ ଚିନ୍ତା ବଢ଼ାଇଲାଣି କରୋନା ଭୂତାଣୁ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ସଜାଗ ହେଲାଣି ପ୍ରଶାସନ । ରାଜ୍ୟରେ ୧୩ଶହ ମୁହାଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୧୫୦ ସଂକ୍ରମିତ । ସେମାନଙ୍କ ମଧ୍ୟରୁ ୩୩ ଜଣ…

ସାହାରାର ସୁବ୍ରତ ରାୟଙ୍କୁ କରୋନା

ନୂଆଦିଲ୍ଲୀ: ସାହାରା ସମୂହର ମୂଖ୍ୟ ସୁବ୍ରତ ରାୟ କରୋନା ସଂକ୍ରମିତ ହୋଇଛନ୍ତି । ସେ ଅସୁସ୍ଥ ଅନୁଭବ କରିବାରୁ ଡାକ୍ତରଙ୍କ ନିକଟକୁ ଯାଇଥିଲେ । ସେଠାରେ ପରୀକ୍ଷଣ ପରେ ସେ କରୋନା ପଜିଟିଭ ଥିବା ଜଣା ପଡିଥିଲା । ଏଥିନେଇ ସେ ଏକ ବିଜ୍ଞପ୍ତି ଜାରୀ କରିଛନ୍ତି । ବିଜ୍ଞପ୍ତିରେ ସେ କରୋନା ସଂକ୍ରମିତ…

ମାଆ ହାଟକୋଟି ମନ୍ଦିରରେ ରହସ୍ୟ କଳସ

ବିଜ୍ଞାନ ଯୁଗରେ ନୁଆ ନୂଆ ଆବିଷ୍କାର ଆମକୁ ବିସ୍ମୟ କରିଆସୁଛି । ବୈଜ୍ଞାନିକଙ୍କ ପାଖରେ ସବୁ ସମ୍ଭବକୁ ଅସମ୍ଭବ କରିବାର ରହିଛି କ୍ଷମତା । ହେଲେ ପ୍ରକୃତି ଭିିତରେ ଏମିତି କିଛି ଘଟଣା ଘଟୁଛି ଯାହାକି ଭେଦ କରିବାକୁ ବୈଜ୍ଞାନିକ ବି ସଫଳ ହୋଇନାହାନ୍ତି । ଆମ ଚାରିଟେ ଏମିତି ବହୁ ରହସ୍ୟ ରହିଛି ।…