Latest Odisha News

BREAKING NEWS

ଗୁଜୁରାଟରୁ ଜଣେ ଓମିକ୍ରନ ପଜିଟିଭ୍ ଚିହ୍ନଟ , ଜିମ୍ବାୱେରୁ ଫେରିଥିଲେ ସଂକ୍ରମିତ

ଗୁଜୁରାଟ :ଭାରତରେ ଓମିକ୍ରନ ଭାରିଆଣ୍ଟ  ତାର କାୟା ବିସ୍ତାର କରିବାରେ ଲାଗିଛି । କର୍ଣ୍ଣାଟକ ବେଙ୍ଗାଲୁର ପରେ ଏବେ ଗୁଜୁରାଟ ଜାମନଗରରୁ ଜଣେ ଓମିକ୍ରନ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବ୍ୟକ୍ତି ଜଣକ ଜିମ୍ବାୱରୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ  ପକ୍ଷରୁ ସୂଚନା ମିଳିଛି।ସଂକ୍ରମିତ…

ସିସୋର କମ୍ପାନୀର ଆଉ ୬ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ଭୁବନେଶ୍ୱର: ସିସୋର କଂପାନୀର ଆଉ ୬ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ । ସିସୋର ଠାରୁ ୬ କୋଟି ନେଇଥିବା ୨ ବ୍ୟବସାୟୀଙ୍କ ସମ୍ପତ୍ତି ବାଜ୍ୟାପ୍ତି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ସିସୋର ପାଇଁ ଅହମ୍ମଦାବାଦରେ ଜମି କିଣାଇ ଦେବାକୁ ଜଣେ ବ୍ୟବସାୟୀ ୫ କୋଟି ଟଙ୍କା ନେଇଥିଲେ  ।…

କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେ ସାଉଥ ସୁପରଷ୍ଟାର କମଲ ହାସନ

ଚେନ୍ନାଇ :  କରୋନା ମହାମାରରେ ଆକ୍ରାନ୍ତ ଥିବା ସାଉଥ ସୁପରଷ୍ଟାର କମଲ ହାସନ ଏବେ ସୁସ୍ଥ ହୋଇ ନିଜ ଘରକୁ ଫେରିଛନ୍ତି । ଚିକିତ୍ସା ସମୟରେ ତାଙ୍କର ଆସୁ ଆରୋଗ୍ୟ କାମନା କରିଥିବା ଫ୍ୟାନ ମାନଙ୍କୁ କମଲ ହାସନ ଧନ୍ୟବାଦ ଜଣାଇଛନ୍ତି। ସେ ହସ୍ପିଟାଲରେ ଦୁଇ ସପ୍ତାହ ଚିକିତ୍ସା ପରେ ଆଜି ଡିସଚାର୍ଜ…

ରାଜସ୍ଥାନରୁ ବ୍ରାଉନ୍‌ସୁଗର ମାଫିଆ ଅଜବହର ଗିରଫ

ଭୁବନେଶ୍ୱର : କ୍ରାଇମ୍‌ବ୍ରାଞ୍ଚ ଏସଟିଏଫ୍‌କୁ ବଡ଼ ସଫଳତା । ରାଜସ୍ଥାନରୁ ବ୍ରାଉନ୍‌ସୁଗାର ମାଫିଆ ଅଜବହରକୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ । ଗିରଫ ପରେ ରାଜସ୍ଥାନ ଯୋଧପୁରରୁ ଅଜବହରକୁ ଓଡିଶା ଆଣୁଛି ଏସ୍‌ଟିଏଫ୍‌ର ସ୍ୱତନ୍ତ୍ର ଟିମ୍‌ । ଆନ୍ତଃରାଜ୍ୟ ବ୍ରାଉନସୁଗାର ବେପାରୀଙ୍କ …

ବିଦେଶୀ ଯାତ୍ରୀଙ୍କ ହୋମ୍ କ୍ୱାରେଣ୍ଟାଇନ ପାଇଁ ବିଏମସିର ସ୍ୱତନ୍ତ୍ର ଗାଇଡ଼ଲାଇନ୍

ମୁମ୍ବାଇ: ଓମିକ୍ରନ ଭାରିଏଣ୍ଟ କାୟା ବିସ୍ତାର କରିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ବ୍ରିହାନମୁମ୍ବାଇ ମ୍ୟୁନିସିପାଲ କର୍ପୋରେସନ(ବିଏମସି) ବିଦେଶରୁ ଆସୁଥିବା ଲୋକମାନଙ୍କ ହୋମ କ୍ୱାରେଣ୍ଟାଇନ ପାଇଁ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛି । ଗ୍ରେଟର ମୁମ୍ବାଇ ମ୍ୟୁନିସିପାଲ…

ମହିଳାଙ୍କ ବିବାହକୁ ନେଇ ତାଲିବାନର ନୂଆ ନିଷ୍ପତ୍ତି

କାବୁଲ : ଆଫଗାନିସ୍ତାନକୁ ଦଖଲ କରିଥିବା ତାଲିବାନ ମହିଳାଙ୍କ ବିବାହକୁ ନେଇ ସ୍ୱତନ୍ତ୍ର ନିଷ୍ପତି ନେଇଛନ୍ତି। ପୂର୍ବରୁ ତାଲିବାନି ମହିଳାଙ୍କ ବଳପୂର୍ବକ ବିବାହ କରାଯାଉଥିବା ଅଭିଯୋଗ ହେଉଥିଲା। ହେଲେ ଶୁକ୍ରବାର ସଙ୍ଗଠନ ଏହି ବଳ ପୂର୍ବକ ବିବାହ ଉପରେ ରୋକ ଲଗାଇଛନ୍ତି। ତାଲିବାନର ସର୍ବୋଚ୍ଚ…

କୁଳାଙ୍ଗାର ଉବାଚ : କିଏ ହେବେ କୋଟିପତି ?

ଡାକିଲେ- ଆସ କିଏ ହେବ କୋଟିପତି! କହିଲି- ଗୋଟିଏର ପତି ହୋଇ ମୁଁ ତ ନାନା ଦହଗଞ୍ଜ ନିତି! କହିଲେ- ନାଇଁ କ୍ୟାମେରା ସାମ୍ନାରେ ଯଦି ଆମ ପ୍ରଶ୍ନର ଉତ୍ତର ଠିକ୍ ଠିକ୍ ଦେବ, ତାହେଲେ କୋଟିଏ ଗାନ୍ଧିମୁଣ୍ଡ ଛପା ନୋଟ୍ ନେବ! କହିଲି- ଓଃ ଏଇକଥା.... ପଚାରୁନ; ମୁଁ ତ ସିଦ୍ଧହସ୍ତ ଘରେ…

ଜୁନିଅର ବିଶ୍ୱକପ୍ ହକିରେ ପଶିଲା କରୋନା

ଭୁବନେଶ୍ୱର: ଜୁନିଅର ବିଶ୍ୱକପ୍ ହକିରେ ପଶିଲା କରୋନା। ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଖେଳା ଯାଉଥିବା ଜୁନିଅର ପରୁଷ ବିଶ୍ୱକପ୍ ହକିରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। । ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣକ କଳିଙ୍ଗ ଷ୍ଟାଡିୟମର ମିଡିଆ ସେଣ୍ଟର ବ୍ୟବହାର କରିଥିଲେ ।…

ଭାରତୀୟ ଇନିଂସର ସମସ୍ତ ୧୦ ଉଇକେଟ ଅକ୍ତିଆର କଲେ ପଟେଲ, କୁମ୍ବଲେଙ୍କ ରେକର୍ଡ ସହ ସମକକ୍ଷ

ମୁମ୍ବାଇ: ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଇତିହାସ ରଚିଛନ୍ତି ଭାରତୀୟ ବଂଶୋଦ୍ଭବ ଏଜାଜ ପଟେଲ । ଭାରତର ପ୍ରଥମ ଇନିଂସର ସମସ୍ତ ୧୦ ଉଇକେଟ ସେ ଏକାକୀ ଅକ୍ତିଆର କରି ଅନୀଲ କୁମ୍ବଲେଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି । ଏହା ବ୍ୟତୀତ ସେ ଭାରତରେ ଗୋଟିଏ ଇନିଂସରେ ସର୍ବାଧିକ…

ରାଜ୍ୟ ପୋଲିସର ୧୪ ଜଣ ଡିଏସ୍‌ପିଙ୍କର ଅତିରିକ୍ତ ଏଏସ୍‌ପି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର : ରାଜ୍ୟ ପୋଲିସର ୧୪ ଜଣ ଡିଏସପିଙ୍କର ଅତିରିକ୍ତ ଏଏସପି ପାହ୍ୟାକୁ ପଦୋନ୍ନତି। ଏହା ସହ ବିଭିନ୍ନ ସ୍ଥାନରେ ନିଯୁକ୍ତି ଦିଆଯାଇଛି ।ଏନେଇ ରାଜ୍ୟ ପୋଲିସ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରୁ ସୂଚନା ମିଳିଛି।ରାଉରକେଲା ପିସିଆର୍ ସେଲ୍ରେ ଡିଏସ୍ପି ଥିବା ଅସିମ କୁମାର ପଣ୍ଡାଙ୍କର…