Latest Odisha News

BREAKING NEWS

ରାଜ ଓ ଶିଳ୍ପାଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ଶର୍ଲିନ୍‌

ମୁମ୍ବାଇ: ଶର୍ଲିନ୍‌ ଚୋପ୍ରା କ୍ରମାଗତ ଭାବରେ ରାଜ କୁନ୍ଦ୍ରା ଏବଂ ଶିଳ୍ପା ଶେଟ୍ଟୀଙ୍କୁ ଟାର୍ଗେଟ କରି ଆସୁଛନ୍ତି। ଅଶ୍ଳୀଳ ଭିଡିଓ ଓ ଚଳଚ୍ଚିତ୍ର ନିର୍ମାଣ ଓ ପ୍ରସାରଣ ମାମଲାରେ ରାଜ କୁନ୍ଦ୍ରାଙ୍କୁ ଗିରଫ କରାଯିବା ପରେ ଶର୍ଲିନ୍‌ ସୋସିଆଲ ମିଡିଆରେ ଅନେକ ପୋଷ୍ଟ ସେୟାର କରି ତାଙ୍କୁ ଏହି…

ମନିଷ ଅନୁରାଗ ମୃତ୍ୟୁ ମାମଲା: ୩ ଜଣଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ନୀବନ ଦାସଙ୍କ ପୁଅ ମନିଷ ଅନୁରାଗ ମୃତ୍ୟୁ ମାମଲାରେ ୩ ଜଣ ଗିରଫ । ସେମାନଙ୍କୁ କମିଶନରେଟ ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ଆଜି ଏସମ୍ପର୍କରେ ପ୍ରେସମିଟରେ ସୂଚନା ଦେଇପାରନ୍ତି ଭୁବନେଶ୍ୱର ଡିସିପି । ଚାରି ଦିନ ହେବ ମନିଷ ମୃତ୍ୟୁ ଘଟଣାରେ ୪ ଜଣ…

୭୬ ବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜନନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା

ଭୁବନେଶ୍ୱର: ଆଜି ୭୬ ବର୍ଷରେ ପଦାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବର୍ଷ ଜନ୍ମଦିନ ପାଳନ କରୁ ନାହାନ୍ତି ମୁଖ୍ୟମନ୍ତ୍ରୀ । ଆଜି ନବୀନ ନିବାସ ନଆସି କୋଭିଡରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଓ ରକ୍ତଦାନ ଭଳି…

ଭାଗ୍ୟଶ୍ରୀଙ୍କ ଯୋଗୁଁ ସଲ୍‌ମାନଙ୍କୁ ମିଳି ନଥିଲା ଫିଲ୍ମ

ମୁମ୍ବାଇ: ବଲିଉଡ୍‌ ସୁପର୍‌ହିଟ୍‌ ଫିଲ୍ମ 'ମୈନେ ପ୍ୟାର୍ କିୟା' ସଲମାନ ଖାନଙ୍କ କ୍ୟାରିୟରରେ ଏକ ମାଇଲଖୁଣ୍ଟ ବୋଲି କୁହାଯାଏ। 'ମୈନେ ପ୍ୟାର୍ କିୟା' ଏକ ବକ୍ସ ଅଫିସରେ ହିଟ୍ ହୋଇଥିଲା। କିନ୍ତୁ ଆଶ୍ଚର୍ଯ୍ୟର ବିଷୟ ଯେ ଏହା ରିଲିଜ ହେବା ପରେ ସଲମାନଙ୍କୁ ବେଶି ଫିଲ୍ମ ମିଳିନଥିଲା।…

ପୁଣି ମହଙ୍ଗା ହେଲା ତୈଳ ଦର

ନୂଆଦିଲ୍ଲୀ: ଇନ୍ଧନ ମୂଲ୍ୟ ଲିଟର ପିଛା ୩୫ ପଇସା ବୃଦ୍ଧି ହୋଇଥିବାରୁ ଶନିବାର ଦିନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଦେଶର ସର୍ବୋଚ୍ଚ ସ୍ତରକୁ ବୃଦ୍ଧି ପାଇଛି। ବିଜ୍ଞପ୍ତି ଅନୁଯାୟୀ ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୫.୪୯ ଟଙ୍କା ଏବଂ ମୁମ୍ବାଇରେ ଲିଟର ପିଛା ୧୧୧.୪୩ ଟଙ୍କା ରହିଛି।…

ଆଜି ୪୦୦ ତଳକୁ ଖସିଲା ରାଜ୍ୟରେ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଆଜି ୪୦୦ ତଳକୁ ଖସିଲା କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୫୮ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୨୦୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୪୯ । ୧୮ ବର୍ଷ ଭିତରେ ଆଉ ୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ୨୩ ଜିଲ୍ଲାରୁ ବାହାରିଛନ୍ତି…

ରାୟପୁର ରେଲଓ୍ୱେ ଷ୍ଟେସନରେ ଟ୍ରେନରେ ବିସ୍ଫୋରଣ

ରାୟପୁର: ଛତିଶଗଡ଼ର ରାୟପୁର ରେଲଓ୍ୱେ ଷ୍ଟେସନରେ ବିସ୍ଫୋରଣ । ଟ୍ରେନରେ ବିସ୍ଫୋରଣ ହୋଇଛି । ଏଥିରେ ସିଆରପିଏଫର ୬ ଜଣ ଯବାନ ଆହତ ହୋଇଛନ୍ତି । ସକାଳ ପ୍ରାୟ ୬ଟା ବେଳେ ଏହି ବିସ୍ଫୋରଣ ହୋଇଥିବା କୁହାଯାଉଛି । ସିଆରପିଏଫ ୨୧୧ ବାଟାଲିଅନର ଯବାନମାନେ ସ୍ପେଶାଲ୍ ଟ୍ରେନ୍ ଯୋଗେ ଜମ୍ମୁ ଯାଉଥିଲେ ।…

କଟକରେ ଏନକାଉଣ୍ଟର: ଗୁଳି ଖାଇଲା ଦୁର୍ଦ୍ଦାନ୍ତ ଅପରାଧୀ ରାକା

କଟକ: ଦଶହରା ସରିବା ପରେ କଟକରେ ପୋଲିସର ଏନକାଉଣ୍ଟର । ଆଜି ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳି କରିଛି କମିଶନରେଟ ପୋଲିସ । ଏଥିରେ ବାଲିକୁଦା ଅଞ୍ଚଳର ହାର୍ଡକୋର୍ କ୍ରିମିନାଲ୍ ରାକା ଓରଫ ରାକେଶ ଦାସ ଆହତ ହୋଇଛି । ରାକାର ଗୋଡ଼ରେ ବାଜିଛି ଗୁଳି । ତାକୁ ଗୁରୁତର ଅବସ୍ଥାରେ କଟକ ବଡ଼…

ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା

ଭୁବନେଶ୍ୱର: ୭୬ ବର୍ଷରେ ପାଦ ଥାପିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚାରିଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ ନବୀନଙ୍କ ଦୀର୍ଘ ଜୀବନ କାମନା କରିବା ସହ ଓଡ଼ିଶାବାସୀଙ୍କ ସେବା…

ଚେନ୍ନାଇ ସୁପକିଙ୍ଗସ୍ ଆଇପିଏଲ୍ ଚାମ୍ପିଅନ୍

ସ୍ପୋର୍ଟସ ବ୍ୟୁରୋ (ଓଡ଼ିଶା ସମ୍ବାଦ): ମହେନ୍ଦ୍ର ସିଂହ ଧୋନିଙ୍କ ନେତୃତ୍ୱରେ ପୁଣି ଥରେ ଆଇପିଏଲ୍ ଚାମ୍ପିଅନ୍ ହୋଇଛି ଚେନ୍ନାଇ ସୁପରକିଙ୍ଗସ । କୋଲକାତା ନାଇଟ ରାଇଡର୍ସକୁ ୨୭ ରନରେ ପରାସ୍ତ କରି ଚତୁର୍ଥ ଥର ଆଇପିଏଲ୍ ଟ୍ରଫି ହାତେଇଛି । ଚଳିତ ଆଇପିଏଲ୍ ଫାଇନାଲରେ ଚେନ୍ନାଇ ଓ କୋଲକାତା ଭିତରେ…