ପିପିଲିରୁ ୫୦ ଲକ୍ଷ ଟଙ୍କା ଜବତ ଘଟଣା, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି
ଭୁବନେଶ୍ୱର: ପିପିଲିରୁ ୫୦ ଲକ୍ଷ ଟଙ୍କା ଜବତ ଘଟଣାକୁ ନେଇ ବିଜେପିକୁ ଘେରିଲା ବିଜେଡି । ବିଜେପି ପିପିଲି ଉପନିର୍ବାଚନରେ ହାରିଯିବାର ଭୟ ଥିବାରୁ ଭୋଟ୍ ପାଇଁ ଟଙ୍କା ବାଣ୍ଟୁଥିବା ବିଜେଡି ଅଭିଯୋଗ କରିଛି । ଏନେଇ ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛି ।…