Latest Odisha News

ତୃଣମୂଳ କଂଗ୍ରେସ ବିରୋଧରେ ବିଜେପିର ସଙ୍ଗୀନ ଅଭିଯୋଗ !

ଭୁବନେଶ୍ୱର: ଭୋଟରଙ୍କୁ ଖୋଲା ଧମକ ଦେଉଛନ୍ତି କି ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ମହିଳା ପ୍ରାର୍ଥୀ କୌସନି ମୁଖାର୍ଜୀ ? କେତେ ସତ ବିଜେପିର ଏଭଳି ସଙ୍ଗୀନ ଅଭିଯୋଗ ? ଏକ ଭିଡିଓକୁ ନେଇ ଘଟଣା ଘନେଇଥିଲାବେଳେ ଯାଂଚ ଆରମ୍ଭ କରିଥିଲା ଟିମ୍ ଭାଇରାଲ୍ ପୋଷ୍ଟମୋର୍ଟମ୍ । ଶେଷରେ ସାମ୍ନାକୁ ଆସିଥିଲା…

ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୨୧୫ ଜଣ, ସଂକ୍ରମଣ ଭଳି ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୫୭୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଅନ୍ୟପଟେ ଆଜି କରୋନାରୁ ୨୧୫ ଜଣ ସୁସ୍ଥ ଲାଭ କରିଛନ୍ତି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।…

୧୯ରେ ସୁପ୍ରିମକୋର୍ଟରେ ପରୀ ମାମଲାର ଶୁଣାଣି

ଭୁବନେଶ୍ୱର: ଏପ୍ରିଲ୍ ୧୯ରେ ସୁପ୍ରିମ୍‌କୋର୍ଟରେ ବହୁଚର୍ଚ୍ଚିତ ନୟାଗଡ଼ “ପରୀ” ମାମଲାର ଶୁଣାଣୀ ହେବ । ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶରେ ରାଜ୍ୟ ସରକାର ପ୍ରତିଜବାବ ଦାଖଲ କରି ସାରିଥିବା ବେଳେ ସୁପ୍ରିମ୍‌କୋର୍ଟରେ ଏହାର ତଦନ୍ତ ହୋଇ ଏପ୍ରିଲ୍ ୧୯ରେ ଶୁଣାଣି ହେବ । ପ୍ରତି ଜବାବ ଦାଖଲ ପରେ ଆଜି…

ବିଦ୍ୟୁତ୍ ଦର ବୃଦ୍ଧିକୁ ବିରୋଧ କରି ପୁରୀ କଂଗ୍ରେସର ପ୍ରତିବାଦ

ପୁରୀ: ବର୍ଦ୍ଧିତ ବିଦ୍ୟୁଦ୍ ଦରକୁ ବିରୋଧ । ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି ନିଷ୍ପତ୍ତି କ୍ରମେ ପୁରୀ ଜିଲ୍ଲା କଂଗ୍ରେସ ପକ୍ଷରୁ ବର୍ଦ୍ଧିତ ବିଦ୍ୟୁତ୍ ଦରକୁ ବିରୋଧ କରାଯାଇଛି । ଦଳ ପକ୍ଷରୁ ସ୍ଥାନୀୟ ରେଡକ୍ରସ୍ ରୋଡ୍ ସ୍ଥିତ ଟାଟା ପାୱାର କର୍ପୋରେସନ ଲିମିଟେଡ୍ କାର୍ଯ୍ୟାଳୟ ସମ୍ମୁଖରେ…

ସୁଧାକର ନନ୍ଦଙ୍କ ଆତ୍ମଜୀବନୀ ପୁସ୍ତକ ଉନ୍ମୋଚିତ

ଭଦ୍ରକ : ବିଶିଷ୍ଟ ରାଜନେତା ତଥା ସାହିତ୍ୟିକ ସୁଧାକର ନନ୍ଦଙ୍କ ଆତ୍ମଜୀବନୀ ପୁସ୍ତକ 'ସମୟ କଷଟିରେ ମୋ ଜୀବନ ' ସ୍ଥାନୀୟ ସହୀଦ ସ୍ମୃତି ଭବନରେ ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସଂସ୍କୃତି ମନ୍ତ୍ରୀ…

ବିଏମସି ଅଞ୍ଚଳରେ ବଢ଼ୁଛି ସ୍ଥାନୀୟ ସଂକ୍ରମଣ, ଆଜି ଚଳିତବର୍ଷର ସର୍ବାଧିକ ଦୈନିକ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରେ କାୟା ମେଲାଉଛି କରୋନା । ବିଏମସି ଅଞ୍ଚଳରୁ ଗତ ୨୪ ଘଣ୍ଟାରେ ୭୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚଳିତବର୍ଷ ବିଏମସି ଅଞ୍ଚଳରୁ ଚିହ୍ନଟ ସଂକ୍ରମିତ ସଂଖ୍ୟାରେ ଏହା ସର୍ବାଧିକ । ନଭେମ୍ବର ୨୮ରେ ବିଏମସି ଅଞ୍ଚଳରୁ ସର୍ବାଧିକ ୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ…

କରୋନା ମୁକାବିଲା: ଆସନ୍ତା ୮ରେ ସମସ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ ୮ରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବୈଠକ କରିବେ। ଦେଶରେ କୋଭିଡ-୧୯ ମହାମାରୀର ସ୍ଥିତି ସମ୍ପର୍କରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଟିକାକରଣ ସହ ଜଡିତ ପ୍ରସଙ୍ଗ ଉପରେ ଆଲୋଚନା କରିବେ ବୋଲି ବିଶେଷ…

ରୋଗୀଙ୍କ ଜୀବନ ସହିତ ଖେଳ, କଟକ ଅନ୍ନପୂର୍ଣ୍ଣା ନର୍ସିଂହୋମ୍ ସିଲ୍, ରୋଗୀ ଚାଲାଣ ଅଭିଯୋଗ

କଟକ: ଦଲାଲଙ୍କ ରୋଗୀ ଚାଲାଣ ଅଭିଯୋଗରେ କଟକ ମଙ୍ଗଳାବାଗ ଥାନା ପୋଲିସର କଡା କାର୍ଯ୍ୟାନୁଷ୍ଠାନ । ରୋଗୀଙ୍କ ଜୀବନ ସହିତ ଖେଳ ଖେଳି ଦଲାଲଙ୍କ ଏଭଳି ଅମାନବୀୟ କାରନାମାର ପର୍ଦ୍ଦାଫାସ କରିଛି ପୋଲିସ । କଟକ ବଡ ମେଡିକାଲରୁ ରୋଗୀଙ୍କୁ ଦଲାଲ ମାଧ୍ୟମରେ କଟକ ଅନ୍ନପୂର୍ଣ୍ଣା ନର୍ସିଂହୋମ୍କୁ…

କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ଜାରି କଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହ ମଧ୍ୟରେ ବର୍ଷା । ୬ ତାରିଖ ସକାଳ ୮ଟା ୩୦ ଯାଏ ୬ ଜିଲ୍ଲାରେ କାଳବୈଶାଖୀ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା ଜାରି…

ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍କଳ ଦିବସ ପାଳିତ

ବାଙ୍ଗାଲୋର : ସର୍ବପୁରାତନ ଓଡ଼ିଆ ଅନୁଷ୍ଠାନ ଓଡ଼ିଶା ସାଂସ୍କୃତିକ ସଂଘ ( ଓସିଏ) ତରଫରୁ ଅନଲାଇନ ମାଧ୍ୟମରେ ହୋଇଯାଇଛି। ଏହି ଅବସରରେ ଭିଡ଼ିଓ କନଫରେନସିଂ ଜରିଆରେ ଓସିଏର ସଭାପତି ଡ. ସୌଦାମିନୀ ମହାପାତ୍ର ଙ୍କ ପୌରହିତ୍ୟରେ ଆୟୋଜିତ ଏହି ସଭାରେବାଙ୍ଗାଲୋରର ସାଂସଦ ପି. ସି. ମୋହନ ଓଡ଼ିଶାର…