Heavy Rain: କାଲି ଏହି ଜିଲ୍ଲାର ସମସ୍ତ ଅଙ୍ଗନବାଡି ,ସ୍କୁଲ୍ ଛୁଟି
ଭବାନୀପାଟଣା:ଶୁକ୍ରବାର କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତାକୁ ଧ୍ୟାନରେ ରଖି ସ୍କୁଲ୍ ଛୁଟି ଘୋଷଣା କରାଯାଇଛି । କଳାହାଣ୍ଡି ଜିଲାର ସମସ୍ତ ସରକାରୀ,ବେସରକାରୀ ଶିକ୍ଷାନୁଷ୍ଠାନ ଏବଂ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରହିବ ବୋଲି…