Latest Odisha News

BREAKING NEWS

ହାଜତ ମୃତ୍ୟୁ ମାମଲା: ୪ ଜଣ ପୁଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ

ଭୁବନେଶ୍ୱର: ଏକ ହାଜତ ମୃତ୍ୟୁ ମାମଲାରେ ପୁଲିସ ବିରୋଧରେ ହତ୍ୟା ମାମଲା ରୁଜୁ ହୋଇଛି | ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ ହୋଇଛି । ପୋଲିସ୍ ହେପାଜତ ମୃତ୍ୟୁ ଘଟଣାରେ ଏହି ୪ ପୋଲିସ୍‌ ଅଧିକାରୀଙ୍କ ବିରୋଧରେ କ୍ରାଇମ୍‌ବ୍ରାଞ୍ଚ ହତ୍ୟା ମାମଲା ରୁଜୁ କରିଛି । ୨୦୧୭ ମସିହାରେ…

ଆଜିଠୁ ବିଧାନସଭା ଶୀତକାଳୀନ ଅଧିବେଶନ: ଆଗତ ହେବ ପ୍ରଥମ ଅତିରିକ୍ତ ବଜେଟ୍

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଆଜି ଅପରାହ୍ଣରେ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଗୃହରେ ଉପସ୍ଥାପନ କରାଯିବ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହାକୁ ଆଗତ କରିବେ । ୧୦ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ ହୋଇ ଅତିରିକ୍ତ ବଜେଟ୍ ଗୃହୀତ…

ଭୀଷଣ ରୂପ ନେଇ ଆସୁଛି ବାତ୍ୟା, ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଦୁଇ ମାସର ବ୍ୟବଧାନରେ ପୁଣି ଓଡ଼ିଶାକୁ ବାତ୍ୟା ବିପଦ । ଚଳିତ ବର୍ଷର ଦ୍ବିତୀୟ ବାତ୍ୟା ‘ଜୱାଦ’ ଆସନ୍ତା ୪ ତାରିଖ ସକାଳେ ଉତ୍ତର ଆନ୍ଧ୍ରପ୍ରଦେଶ- ଓଡ଼ିଶା ଉପକୂଳ ଛୁଇଁବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇଛି । ଯଦି ଏହା ଓଡ଼ିଶା ଉପକୂଳ ସ୍ପର୍ଶ…

ଭଦ୍ରକରେ ଏନକାଉଣ୍ଟର: ଦୁଇ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ଭଦ୍ରକ: ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ପୋଲିସ ଗୁଳିରେ ଦୁଇ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି । ବରପଦା ନିକଟରେ ସେମାନଙ୍କ ଉପରେ ଏନକାଉଣ୍ଟର କରିଥିଲା ଭଦ୍ରକ ପୋଲିସ । ଆହତ ଦୁଇ ଅପରାଧୀ ହେଲେ ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳରେ ପ୍ରହଲ୍ଲାଦ ଦାସ ଓ ନୀଳଗିରି ଅଞ୍ଚଳର ସୁଶାନ୍ତ…

ମୁକ୍ତିଲାଭ କଲା ‘ଜିତିବୁ ଆମେ’

ଭୁବନେଶ୍ୱର : ପିଙ୍କଉଡ଼ କ୍ରିଏସନ ଓ ଟିମ ମିଡ଼ିଆ ପକ୍ଷରୁ , ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ, ସ୍ଥାନୀୟ ପ୍ରେସ କ୍ଳବ ପରିସରରେ , "ହମ ହୋଙ୍ଗେ କାମୟାବ" ଗୀତର ଓଡ଼ିଆ ରୂପାନ୍ତର "ଜିତିବୁ ଆମେ" ମୁକ୍ତିଲାଭ କରିଛି । ପ୍ରତ୍ୟେକ ଓଡ଼ିଆଙ୍କ ମନରେ ଦେଶଭକ୍ତିକୁ ଜାଗ୍ରତ କରିବା ପାଇଁ…

କବିତା : ତୁମ ଚିତ୍ର ନେଇଛି

ଚନ୍ଦ୍ରା ମିଶ୍ର ମୋ ଅତୀତକୁ ଚୋରାଇ ଏବେ ତୁମ ଚିତ୍ର ନେଇଛି ମୋ ସକାଳ ନିଦକୁ ଚୋରାଇ ସ୍ମୃତିର ପାହାଡ଼ ପରେ ଦେଇଛି ମତେ ବସାଇ ପିଲାଦିନ ଗଛଚଢ଼ା ସାଙ୍ଗ ମାନଙ୍କର ଥଟା ଆମ ବାଡ଼ି ଫୁଲମାନ ନରେନ୍ଦ୍ର ପୋଖରୀ କୂଳ ବାପାଙ୍କ ପାଟିର ସ୍ୱର ଛାତିରେ ହୋଇବା ଡର ଭାବୁଥିଲି…

ବ୍ୟଙ୍ଗ: ପ୍ରଥମା

ଏବେ ଏବେ ଗଲା ପ୍ରଥମାଷ୍ଟମୀ । ସବୁ 'ପ୍ରଥମ' ମାନେ ନୂଆ ଜାମା ପିନ୍ଧି ଏଣ୍ଡୁରୀ ପିଠା ଖାଇ ମଉଜ଼ କଲେ । ଆମେ ପିଠା ପ୍ରିୟ ବୋଲି କ'ଣ ଟିକେ ମାଗି ଦେଇଥିଲୁ । ଖାଇ ଖାଇ ଦୁଇ ତିନିଟା ଖଣ୍ଡେ ଖାଇଥାନ୍ତୁ, କୋଉ ସବୁ ସାରିଦେଉଥିଲୁ ଯେ ଏତେ ସଙ୍କୋଚ ! ଜଣେ ଭାଇ କହିଲେ ପିଠା ଖାଇବ ନା ପିଠିରେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଭାଗ : ୧୩  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ଦାରୁରୂପ ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଉପାସନା ବିନା ଶାସ୍ତ୍ର ନିର୍ଦ୍ଦେଶିତ ପରଂବ୍ରହ୍ମଙ୍କୁ ସର୍ବୋତ୍ତ ଭାବେ ଜାଣିବା କଷ୍ଟକର । ଆପଣ ଯେତେ ପାପ ବା ପୁଣ୍ୟ କରନ୍ତୁ ଶ୍ରୀଜଗନ୍ନାଥଙ୍କ…

ପୋଲିସ କର୍ମଚାରୀଙ୍କ ପାଇଁ ୫୦୪ ସରକାରୀ ଗୃହର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପୋଲିସ କର୍ମଚାରୀଙ୍କ ପାଇଁ ସରକାରୀ ଗୃହର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ରିଜର୍ଭ ପୋଲିସ ଲାଇନ୍ ପଡ଼ିଆରେ ଆଦର୍ଶ ଆରକ୍ଷୀ ପରିବାର ଆବାସ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିର୍ମାଣ ହେବାକୁ ଥିବା ବାସଗୃହର ତିନି…

ଆଇଏସଏଲ: ଆରିଡାଇ, ରୋଡାସଙ୍କ ଡବଲ ଗୋଲ ବଳରେ ଇଷ୍ଟବେଙ୍ଗଲକୁ ହରାଇଲା ଓଡିଶା

ଭୁବନେଶ୍ୱର: ଗୋଆର ତିଳକ ମୈଦାନ ଷ୍ଟାଡିୟମରେ ମଙ୍ଗଳବାର ଆଇଏସଏଲର ଏକ ରୋମାଂଚକ ମୁକାବିଲାରେ ଓଡିଶା ଏଫସି ୬-୪ ଗୋଲରେ ଇଷ୍ଟବେଙ୍ଗଲକୁ ପରାସ୍ତ କରିଛି । ଏହା ଓଡିଶାର କ୍ରମାଗତ ଦ୍ୱିତୀୟ ବିଜୟ । ଆରିଡାଇ କାବ୍ରେରା ଓ ହେକ୍ଟର ରୋଡାସଙ୍କ ଡବଲ ଗୋଲ ବଳରେ ଓଡିଶା ଏହି ବିଜୟ ହାସଲ କରିଛି । ରୋଡାସ…