Latest Odisha News

BREAKING NEWS

ଦଣ୍ଡ ନାଚରେ ଲାଗିଲା କଟକଣା

ଗଞ୍ଜାମ : ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ, ଦଣ୍ଡନାଚ ଉପରେ କଟକଣା ଲଗାଇଛନ୍ତି ଗଞ୍ଜାମ ଜିଲ୍ଲାପାଳ । ଦଣ୍ଡନାଚରେ କେବଳ ୨୫ ଜଣ ଲୋକ ଯୋଗ ଦେଇପାରିବେ ବୋଲି ଟ୍ବିଟ୍ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ । ଏହାସହ ଜିଲ୍ଲାରେ କୌଣସି ପ୍ରକାର…

ଆଦିତ୍ୟ ନାରାୟଣ, ଶ୍ୱେତାଙ୍କୁ କରୋନା

ମୁମ୍ବାଇ: ମନୋରଞ୍ଜନ ଦୁନିଆରେ କରୋନା ପୁନର୍ବାର ତାର କାୟା ବିସ୍ତାର କରିବା ଆରମ୍ଭ କରିଛି । ମହାନ ଗାୟକ ଉଦିତ ନାରାୟଣଙ୍କ ପୁତ୍ର ଆଦିତ୍ୟ ନାରାୟଣଙ୍କ କରୋନା ଟେଷ୍ଟ ପଜିଟିଭ ଆସିଛି । ଇଣ୍ଡିଆନ ଆଇଡଲ ୧୨ର ହୋଷ୍ଟ ଆଦିତ୍ୟ ଏବଂ ତାଙ୍କ ପତ୍ନୀ ଉଭୟଙ୍କୁ କରୋନା ହୋଇଛି । ସୋସିଆଲ ସାଇଟରେ…

ଶ୍ରୀମନ୍ଦିର ପାଇଁ ନୂଆ ଗାଇଡଲାଇନ୍, ରବିବାର ଜଗା ଦର୍ଶନ ବନ୍ଦ

ପୁରୀ : ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ଶ୍ରୀମନ୍ଦିର ପାଇଁ ନୂଆ ଗାଇଡଲାଇନ୍ ଜାରି କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ । ଆସନ୍ତାକାଲିଠାରୁ ସବୁ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର । କୌଣସି ଭକ୍ତ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିବେ ନାହିଁ । ସାନିଟାଇଜ୍‌ ପାଇଁ ଶ୍ରୀମନ୍ଦିରକୁ ପ୍ରତି…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ମହାମାରୀ ମୁଣ୍ଡ ଟେକିଥିବା ବେଳେ, ଆଜି ସୁସ୍ଥ ହୋଇଛନ୍ତି ଆଉ ୨୦୫ ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଖୋର୍ଦ୍ଧାରୁ ସର୍ବାଧିକ ୩୨ ଜଣ ସୁସ୍ଥ ହୋଇଥିବା ବେଳେ,…

ଦିଲ୍ଲୀ କ୍ୟାପିଟାଲ୍ସକୁ ଝଟକା, ଅକ୍ଷରଙ୍କୁ କରୋନା

ନୂଆଦିଲ୍ଲୀ:ଆଇପିଏଲ ୨୦୨୧ ଆଉ ମାତ୍ର ୬ ଦିନ ପରେ ଆରମ୍ଭ ହେବ । ଏହା ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ଅଲରାଉଣ୍ଡର ଅକ୍ଷର ପଟେଲ କରୋନା ପଜିଟିଭ ଥିବା ଜଣାପଡିଛି । ଆଇପିଏଲ ପ୍ରୋଟୋକଲ ପାଳନ କରାଯାଇ ଅକ୍ଷରଙ୍କୁ ଆଇସୋଲେଟ କରାଯାଇଛି । ସେହିପରି ଚେନ୍ନାଇ ସୁପର କିଙ୍ଗ୍‌ସ କଂଟେଟ ଟିମର ଜଣେ…

ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗିବା ଘଟଣା, ବିଜେପିର ୩ ବିଧାୟକ ସସପେଣ୍ଡ

ଭୁବନେଶ୍ବର : ବିଧାନସଭାରେ ବାଚସ୍ପତିଙ୍କୁ ଚପଲ ଫିଙ୍ଗିବା ଘଟଣାରେ କାର୍ଯ୍ୟାନୁଷ୍ଠାନ । ବିଜେପିର ୩ ଜଣ ବିଧାୟକଙ୍କୁ ନିଲମ୍ବିତ କରିଛନ୍ତି ବାଚସ୍ପତି । ଚଳିତ ବିଧାନସଭା ଅଧିବେଶନ ପାଇଁ ବିଜେପି ବିଧାୟକ ବିଷ୍ଣୁ ସେଠୀ, ଜୟ ନାରାୟଣ ମିଶ୍ର ଓ ମୋହନ ମାଝୀଙ୍କୁ ନିଲମ୍ବିତ କରାଯାଇଛି ।…

ପିପିଲି ମଇଦାନରେ ୧୦ ପ୍ରାର୍ଥୀ, ଭୋଟ ଦେବେ ୨ ଲକ୍ଷ ୨୯ ହଜାର ୯୯୮ ଭୋଟର

ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ଏବେ ମଇଦାନରେ ୧୦ ଜଣ ପ୍ରାର୍ଥୀ । ଆଜି ପାର୍ଥିପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ଥିଲା । ମୋଟ ୧୫ ଜଣ ନାମାଙ୍କନ ଭରିଥିବା ବେଳେ, ତିନି ଜଣଙ୍କର ନାକଚ ହୋଇଛି । ସେହିପରି ଦୁଇ ଜଣ ପାର୍ଥିପତ୍ର ପ୍ରତ୍ୟାହାର କରିଛନ୍ତି । ଉପନିର୍ବାଚନ ପାଇଁ ଏବେ…

ଯବାନ ଓ ମାଓବାଦୀ ଗୁଳି ବିନିମୟ, ୫ ଯବାନ ସହିଦ

ଛତିଶଗଡ଼ : ଛତିଶଗଡ ବିଜାପୁର ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ମାଓବାଦୀଙ୍କ ଗୁଳିରେ ୫ ଜଣ ଯବାନ ସହିଦ ହୋଇଛନ୍ତି । ସୂଚନା ଅନୁସାରେ, ଛତିଶଗଡ ବିଜାପୁର ଜିଲ୍ଲା ସିଲେଗୁର ଜଙ୍ଗଲରେ ମାଓବାଦୀମାନେ କ୍ୟାମ୍ପ୍ କରି ରହିଥିବା ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା…

କରୋନା ପାଇଁ ସିଏମସିର ଗାଇଡଲାଇନ୍

କଟକ : ରାଜ୍ୟରେ ମୁଣ୍ଡ ଟେକିଲାଣି କରୋନା ସଂକ୍ରମଣ । କିଛି ଦିନ ପର୍ଯ୍ୟନ୍ତ ୨୦୦ ଉପରେ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ୪୦୦ ଟପିଛି ପଜିଟିଭ୍ ସଂଖ୍ୟା । କରୋନାକୁ ନେଇ ରାଜ୍ୟ ସରକାର ଗାଇଡଲାଇନ ଜାରି କରିଥିବା ବେଳେ, ଏବେ କଟକରେ ସଜାଗ ହୋଇଛି ପ୍ରଶାସନ । ସଂକ୍ରମଣକୁ ଦୃଷ୍ଟିରେ ରଖି…

ଆସନ୍ତା ୫ ତାରିଖରୁ ଓଡ଼ିଶାର ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ

ଭୁବନେଶ୍ବର : ଓଡ଼ିଶାର ୧୦ଟି ଜିଲ୍ଲାରେ ଲାଗୁ ହୋଇଛି ନାଇଟ୍ କର୍ଫ୍ୟୁ । କରୋନା ସଂକ୍ରମଣ ଦିନକୁ ଦିନ ପୁଣି ବଢୁଥିବା ବେଳେ ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର,…