Latest Odisha News

BREAKING NEWS

ସମ୍ୱଲପୁର ହୋମିଓପାଥି କଲେଜରେ ଛାତ୍ରୀଙ୍କୁ ରାଗିଂ ଅଭିଯୋଗ

ସମ୍ୱଲପୁର: ପୁଣି ସମ୍ୱଲପୁରରୁ ଆସିଛି ରାଗିଂ ଅଭିଯୋଗ । ଭାମସାର, ଭିସୁଟ୍ ପରେ ସମ୍ୱଲପୁରରେ ହୋମିଓପାଥି କଲେଜରେ ରାଗିଂ ନେଇ ଅଭିଯୋଗ ଏବେ ସାମନାକୁ ଆସିଛି । ଚାରି ଜଣ ଛାତ୍ରୀ ଓ ଜଣେ ଛାତ୍ରଙ୍କ ନାଁରେ ଅଭିଯୋଗ ଆଣିଛନ୍ତି ଦ୍ୱିତୀୟ ବର୍ଷର ଛାତ୍ରୀ । ଛାତ୍ରଙ୍କ ଉପସ୍ଥିତିରେ ୪ ଜଣ ଛାତ୍ରୀ…

ଆଜିଠାରୁ ପୁଣେରେ ୧୨ ଘଣ୍ଟିଆ ନାଇଟ୍‌ କର୍ଫ୍ୟୁ

ନୂଆଦିଲ୍ଲୀ: ଆଜିଠାରୁ ପୁଣେରେ ୧୨ ଘଣ୍ଟିଆ ନାଇଟ୍‌ କର୍ଫ୍ୟୁ। କରୋନାଭାଇରସ୍ ମହାମାରୀ ବୃଦ୍ଧିକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରର ପୁଣେର ଅଧିକାରୀମାନେ ଶନିବାର ଠାରୁ ୧୨ ଘଣ୍ଟିଆ ରାତ୍ରି କର୍ଫ୍ୟୁ ଲାଗୁ କରିଛନ୍ତି। ଏହାସହିତ ଜିଲ୍ଲାରେ ବାର, ହୋଟେଲ, ରେଷ୍ଟୁରାଣ୍ଟ ଏବଂ ମଲ୍‌ ବନ୍ଦ…

ଦନ୍ତା ହାତୀ ଆକ୍ରମଣରେ ମହିଳା ମୃତ, ୩ ଗୁରୁତର

ଖୋର୍ଦ୍ଧା: ଦନ୍ତା ହାତୀର ଉତ୍ପାତ । ଖୋର୍ଦ୍ଧା ବନଖଣ୍ଡ ଅନ୍ତର୍ଗତ ମଳିପଡ଼ାର ରାମଚଣ୍ଡି ଗାଁରେ ଆଜି ସକାଳୁ ସକାଳୁ ହାତୀ ଆକ୍ରମଣରେ ଜଣେ ମହିଳା ପ୍ରାଣ ହରାଇଛନ୍ତି । ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ସେମାନଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…

ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଆଜି ଯୋଗଦେବେ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନ । ସେ ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେବେ । ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦୀକ୍ଷାନ୍ତ ଭାଷଣ ଦେବେ ଉପରାଷ୍ଟ୍ରପତି । ସକାଳ ସାଢ଼େ ୧୦ଟାରେ ଆରମ୍ଭ…

ଆମେରିକା ସଂସଦ ବିଲ୍ଡିଂ ଉପରେ ଆକ୍ରମଣ, ଜଣେ ପୋଲିସ ଅଫିସର ମୃତ

ୱାଶିଂଟନ୍: ୱାଶିଂଟନରେ ୟୁଏସ୍ କ୍ୟାପିଟଲ ବିଲ୍ଡିଂ (ଆମେରିକା ସଂସଦ ଭବନ) କମ୍ପ୍ଲେକ୍ସ ଉପରେ ଆକ୍ରମଣ ହୋଇଛି । ଏଥିରେ ଜଣେ ପୋଲିସ ଅଧିକାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଅଧିକାରୀ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଅନୁସାରେ, ଏକ କାର…

ପ୍ରଫେସର ନିଶାମଣି ମିଶ୍ରଙ୍କ ୮୮ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ବିଶିଷ୍ଟ ପାରିବାରିକ ପତ୍ରିକା ସୁଧନ୍ୟା ଆନୁକୂଲ୍ୟରେ ପ୍ରାବନ୍ଧିକ ପ୍ରଫେସର ନିଶାମଣି ମିଶ୍ରଙ୍କ ୮୮ତମ ଜୟନ୍ତୀ ଏବଂ ପ୍ରଥମ ସ୍ମାରକୀ ବକୃତା ପ୍ରଦାନ ଉତ୍ସବ ସ୍ଥାନୀୟ ବୁଦ୍ଧ ମନ୍ଦିର ପ୍ରେକ୍ଷାଳୟରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଇଂରାଜୀରେ ଅନୂଦିତ ପୁସ୍ତକ 'ଇନସାଇଟ…

ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ସମ୍ମାନଜନକ ‘କଳିଙ୍ଗ ରତ୍ନ’ ସମ୍ମାନ ପ୍ରଦାନ

ଭୁବନେଶ୍ୱର : ସାରଳା ସାହିତ୍ୟ ସଂସଦ ଆନୁକୂଲ୍ୟରେ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜନ୍ମ ବାର୍ଷିକୀ ପାଳିତ ହୋଇଯାଇଛି । ଏହି ଅବସରରେ ପୂର୍ବତନ ବିଧାୟକ ତଥା ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ସମ୍ମାନ ଜନକ 'କଳିଙ୍ଗ ରତ୍ନ' ସମ୍ମାନ ପ୍ରଦାନ କରାଯାଇଛି। ଏହି ଅବସରରେ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

 ଆଜିର ରାଶିଫଳ ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ଅପ୍ରେଲ ୩ ତାରିଖ ଶନିବାର ମୀନ ୨୧ ଦିନ ଚୈତ୍ର ମାସ କୃଷ୍ଣପକ୍ଷ ସପ୍ତମୀ ତିଥି ମୂଳା ନକ୍ଷତ୍ର ଧନୁ ଚନ୍ଦ୍ର ଆଜିର ଘାତ ବାର- ବୃଷ ସିଂହ ଓ କନ୍ୟା ରାଶିର ଆଜିର ଘାତ ଚନ୍ଦ୍ର- ତୁଳା କୁମ୍ଭ ରାଶି ପୁରୁଷ ଓ ବୃଷ, ମିଥୁନ ରାଶି…

ଭାଇରାଲ୍ ପୋଷ୍ଟମୋର୍ଟମ୍‌: ସୁଏଜ୍ କେନାଲ, ଏଭର ଗିଭେନ୍ ଓ ଧୁମ୍ ମ୍ୟୁଜିକ୍

ଭୁବନେଶ୍ୱର: ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି ସୁଏଜ କେନାଲ ଭିଡିଓ । ଭିଡିଓରେ ଶୁଭିଛି ଫିଲ୍ମ ଧୁମର ମ୍ୟୁଜିକ । ଅନେକ ଲୋକ ଏହି ଘଟଣାକୁ ସତ ବୋଲି ଦାବି କରିଛନ୍ତି । ହେଲେ ଅନେକ ନ୍ୟୁଜ ଏଜେନ୍ସି ଏହି ଘଟଣାର ସତ୍ୟତାକୁ ନେଇ ଅଙ୍ଗୁଳି ଉଠାଇବା ପରେ ସାମ୍ନାକୁ ଆସିଥିଲା ଅସଲ କାହାଣୀ ।

ବିଜେପି କରୁଛି ଶସ୍ତା ରାଜନୀତି, ଓଡ଼ିଶାରେ ବିଜୁଳି ଦର ବୃଦ୍ଧି କଥା ବିଜେପି କହିବା ହାସ୍ୟାସ୍ପଦ: ବିଜେଡି

ଭୁବନେଶ୍ୱର: ବିଜୁଳି ଦର ବୃଦ୍ଧି ନେଇ ବିଜେଡି ଓ ବିଜେପି ମୁହାଁମୁହିଁ ହୋଇଛନ୍ତି । ବିଜୁଳି ଦର ବୃଦ୍ଧି ନେଇ ବିଜେପି ନେତାମାନେ କହିବା ଅତ୍ୟନ୍ତ ହାସ୍ୟାସ୍ପଦ । କାରଣ ବିଜେପି ଶାସିତ ରାଜ୍ୟଗୁଡିକରେ ବିଦ୍ୟୁତ ଦରବୃଦ୍ଧି ଓଡିଶା ଠାରୁ ଢେର ଅଧିକ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍‍…