ରାଇବିଧାର ବଜାରରେ ଚଢ଼ାଉ କରି ବ୍ରାଉନସୁଗାର ଜବତ
ପୁରୀ: ବ୍ରହ୍ମଗିରି ଥାନା ଅଞ୍ଚଳର ରାଇବିଧାର ବଜାର ଉପରେ ଚଢ଼ାଉ କରି ବ୍ରାଉନସୁଗାର ଜବତ ହୋଇଛି। ଅଭିଯୁକ୍ତ ଜଣକ ହେଉଛନ୍ତି ଅଭିରାମ ଦାସ। ବୟସ ୩୬। ଚଢ଼ାଉ କରି ତାଙ୍କଠାରୁ ୧୧୨ଗ୍ରାମ ବ୍ରାଉନସୁଗାର ଏବଂ ଗୋଟିଏ କଳା ରଙ୍ଗର ପଲସର ବାଇକ ଓଡ଼ି ୧୩ଏମ୍ ୧୭୦୧ ଜବତ କରିଛି ପୋଲିସ୍। ବ୍ରାଉନସୁଗାରର…