ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ହକି କୋଚଙ୍କୁ ଉଠାଇ ନେଲା ପୋଲିସ
ଯାଜପୁର: ଏବେ ଅଶାନ୍ତ ହୋଇପଡିଛି ଓଡିଶା । ଲଗାତାର କିଛି ଦିନ ହେବ ଚାରିଆଡୁ ଖାଲି ଦୁଷ୍କର୍ମ ଓ ହତ୍ୟା ଘଟଣା ସାମ୍ନାକୁ ଆସୁଛି । ନିକଟରେ ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ଘଟଣା ହେଉ କି ସେ ପୁରୀ ଜିଲ୍ଲା ନିମାପଡା ବ୍ଲକ ଅଧୀନ ବଳଙ୍ଗାର ଯୁକ୍ତ ଦୁଇ ଛାତ୍ରୀଙ୍କୁ ପୋଡିବା ଘଟଣା । ଏହି…