ମହଙ୍ଗା ହେଲା ମୋବାଇଲ ସେବା
ଭୁବନେଶ୍ୱର: ମହଙ୍ଗା ହେଲା ମୋବାଇଲ ସେବା । ଦେବାକୁ ପଡିବ ଅଧିକ ଟଙ୍କା । ଭୋଡାଫୋନ୍, ଏୟାରଟେଲ ପରେ ଜିଓ କମ୍ପାନୀ ବଢାଇଛି ରିଚାର୍ଜ ପ୍ୟାକର ଦାମ । କରୋନା ପାଇଁ ସରକାରୀ, ବେସରକାରୀ କାମ ପାଖରୁ ଆରମ୍ଭ କରି ସ୍କୁଲ ଅନଲାଇନରେ ଚାଲିଛି । ଏପରି ସ୍ଥିତିରେ ଫୋନ୍ କଲ୍ ଏବଂ ଡାଟା ପ୍ୟାକ…