Latest Odisha News

ବୈଷ୍ଣବୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ୱରୀ

ସମ୍ୱଲପୁର: ନବରାତ୍ରୀ ନେଇ ବିିଭନ୍ନ ଦେବୀ ପୀଠ ସବୁ ଚଳଚଞ୍ଚଳ ହୋଇଉଠିଛି । ଅନ୍ୟ ସ୍ଥାନ ଭଲି ମାଆ ସମଲେଶ୍ବରୀଙ୍କ ପୀଠରେ ଚାଲିଛି ଷୋହଳ ପୂଜା । ଅନ୍ୟଶକ୍ତି ପୀଠ ପରି ଏଠାରେ ମାଆଙ୍କ ନବ ଦିନରେ ନବଦୁର୍ଗା ବେଶ ନଥାଏ । ଷୋହଳ ଦିନରେ ଷୋହଳ ଜ୍ୟୋତିରୂପା ରୂପେ ଦର୍ଶନ ଦିଅନ୍ତି ମାଆ । ଆଜି…

ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳଙ୍କ ଘରୁ ଲୁଟ୍

କଟକ: ବିଧାୟକ ସୌଭିକ ବିଶ୍ୱାଳଙ୍କ ଘରେ କଳାକନା ବୁଲାଇଲେ ଲୁଟେରା । ଚୌଦ୍ୱାର-କଟକ ବିଧାୟକଙ୍କ ଘରୁ ଚୋରି ଅଭିଯୋଗ । ଗତକାଲି ରାତିରେ ଲୁଟ୍ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ଖୋଳତାଡ କରୁଛି ଚାଉଳିଆଗଞ୍ଜ ଥାନା ପୋଲିସ । ବିଧାୟକଙ୍କ ଘରୁ ଲୁଟ୍ ଘଟଣା ଜଣା ପଡ଼ିବା ପରେ…

ସଂପୂର୍ଣ୍ଣ ଡିଜିଟାଲ୍ ହେବ ଭାରତରେ ହଜ୍ ୨୦୨୨ ପ୍ରକ୍ରିୟା

ନୂଆଦିଲ୍ଲୀ: ୟୁନି୍ଅନ୍‌ ମାଇନରିଟି ଆଫାୟାର୍ସ ମନ୍ତ୍ରୀ କହିଛନ୍ତି ଯେ ଭାରତରେ ସମଗ୍ର ହଜ୍ ୨୦୨୨ ପ୍ରକ୍ରିୟା ୧୦୦ ପ୍ରତିଶତ ଡିଜିଟାଲ୍ ହେବ। ସେ ଶନିବାର ମୁମ୍ବାଇର ହଜ୍ ହାଉସରେ ଏକ ଅନଲାଇନ୍ ବୁକିଂ ସୁବିଧା ଉଦ୍‌ଘାଟନ କରିଥିଲେ ଏବଂ ପରେ ଏକ ବିବୃତ୍ତିରେ କହିଛନ୍ତି ଯେ ଇଣ୍ଡୋନେସିଆ ପରେ…

ଭିଜିଲାନ୍ସ ରେଡ୍: ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଅଧିକାରୀଙ୍କ ଘରୁ ୯ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର: ପୂଜା ପୂର୍ବରୁ ଭିଜିଲାନ୍ସ ସ୍କାନରରେ ସରକାରୀ ଅଧିକାରୀ । ବିପୁଳ ପରିମାଣର ଟଙ୍କା ଧରି ଘରକୁ ଫେରିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । ବାଲେଶ୍ୱର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଆଞ୍ଚଳିକ ଅଧିକାରୀଙ୍କ ଘରୁ ୯ ଲକ୍ଷ ୨୫ ହଜାର ଟଙ୍କା ଜବତ ହୋଇଛି । ତାଙ୍କ ନାଁ ନରୋତ୍ତମ ବେହେରା ।…

ଆର୍ୟନ୍‌ଙ୍କ ଗିରଫଦାରୀକୁ ନେଇ ଶେଖର ଭାବପୂର୍ଣ୍ଣ ପ୍ରତିକ୍ରିୟା

ମୁମ୍ବାଇ: ଅକ୍ଟୋବର ୨ ତାରିଖ ରାତିରେ କ୍ରୁଜ୍ ଜାହାଜରେ ଡ୍ରଗ୍ସ ପାର୍ଟିରେ ବଲିଉଡ୍‌ ଷ୍ଟାର ଶାହାରୁଖ୍‌ଙ୍କ ପୁଅ ଆର୍ୟନ୍‌ ଖାନଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଗିରଫ କରିବା ପରେ ଅଭିନେତା ଶେଖର ସୁମନ ଶାହରୁଖଙ୍କ ସପକ୍ଷରେ ବାହାରିଛନ୍ତି। ଶେଖର ଟ୍ୱିଟର ହ୍ୟାଣ୍ଡେଲକୁ…

ଆର୍ୟନଙ୍କୁ ବେଲ୍ ନା ଜେଲରେ ରହିବେ? କାଲି ଶୁଣାଣି

ମୁମ୍ବାଇ: ବଲିଉଡ୍ କିଙ୍ଗ ଖାନ୍ ଶାହାରୁଖଙ୍କ ପୁଅ ଆର୍ୟନଙ୍କର କଣ ହେବ ? ତାଙ୍କୁ ବେଲ୍ ମିଳିବ ନା ଜେଲରେ ରହିବେ ? ଦଶହରାରେ କଣ ଜୁନିଅର କିଙ୍ଗ ଖାନ୍ ଜେଲ ଚାରିକାନ୍ଥ ଭିତରେ ରହିବେ ? ଆସନ୍ତାକାଲି ଆର୍ୟନଙ୍କ ଜାମିନ ଆବେଦନର ଶୁଣାଣି ଅଛି । ମୁମ୍ୱାଇ ସ୍ୱତନ୍ତ୍ର ଘଊଚଝ କୋର୍ଟ ବେଲ୍ ପିଟିସନର…

ଭିଜିଲାନ୍ସ ଜାଲରେ ପଡ଼ିଥିବା ୩ ସରକାରୀ ବାବୁ ଗିରଫ, ସାଢ଼େ ୨୨ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ । ଗତକାଲି ବିପୁଳ ପରିମାଣର ଟଙ୍କା ସହ ଭିଜିଲାନ୍ସ ପଞ୍ଝାରେ ପଡ଼ିଥିବା ୩ ପ୍ରଥମ ଶ୍ରେଣୀ ଅଧିକାରୀ ଗିରଫ ହୋଇଛନ୍ତି । କେନ୍ଦୁଝର ଜିଲ୍ଲା ବୈତରଣୀ ଜଳ ସମ୍ପଦ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ବିଧାନ ସାହୁ, ବାଲେଶ୍ୱର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ଲଭ୍-ସେକ୍ସ-ଧୋକା: ପ୍ରତାରକ ପ୍ରେମିକ ଗିରଫ

ସମ୍ୱଲପୁର: ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କ ସହ ପ୍ରତାରଣା । ଯୁବତୀଙ୍କୁ ଗର୍ଭବତୀ କରାଇବା ସହ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ୍ କରାଇବାକୁ ଧମକ ଦେବା ଅଭିଯୋଗରେ ବନ୍ଧା ହେଲେ ପ୍ରେମିକ । ସମ୍ୱଲପୁର ଜିଲ୍ଲା ହୀରାକୁଦ ଅଞ୍ଚଳରୁ ଏମିତି ଘଟଣା ସାମନାକୁ ଆସିଛି । ପୀଡ଼ିତଙ୍କ ଅଭିଯୋଗ…

ଆଜି ରାଜ୍ୟରୁ ୬୫୨ କରୋନା ପଜିଟିଭ୍

ଭୁବନେଶ୍ୱର: ଗତକାଲି ଅପେକ୍ଷା ଆଜି ରାଜ୍ୟରେ ବଢିଛି କରୋନା ସଂକ୍ରମଣ । ପାଖାପାଖି ଶହେ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ରାଜ୍ୟରୁ ୬୫୨ ପଜିଟିଭ୍ ବାହାରିଛନ୍ତି । ଗତକାଲି ଏହି ସଂଖ୍ୟା ଥିଲା ୫୨୬ । ଆଜି ୨୪ ଜିଲ୍ଲାରୁ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ…

ପୁଣି ବଢିଲା ତୈଳ ଦର

ନୂଆଦିଲ୍ଲୀ:କ୍ରମାଗତ ଭାବେ ଷଷ୍ଠ ଦିନ ପାଇଁ ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର। ରାଷ୍ଟ୍ରାୟତ୍ତ ଇନ୍ଧନ ଡିଲରଙ୍କ ମୂଲ୍ୟ ବିଜ୍ଞପ୍ତି ଅନୁଯାୟୀ ପେଟ୍ରୋଲ ମୂଲ୍ୟ ଲିଟର ପିଛା ୩୦ ପଇସା ଏବଂ ଡିଜେଲ ମୂଲ୍ୟ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଛି। ଦିଲ୍ଲୀରେ ପେଟ୍ରୋଲ ମୂଲ୍ୟ ଲିଟର ପିଛା…