Latest Odisha News

BREAKING NEWS

[ଭିଡିଓ] କଲଭର୍ଟ ତଳେ ମା ସହ ଦୁଇ ଛୁଆ ଭାଲୁ , ଲୋକେ ଭୟଭୀତ

ନବରଙ୍ଗପୁର : କଲଭର୍ଟ ତଳେ ଛୁଆ ଜନ୍ମ କଲା ଭାଲୁ । ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି । ଏଭଳି ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଖୁଣ୍ଟିଆ ଗାଁରେ । କିଛି ଦିନ ପୂର୍ବରୁ ନବରଙ୍ଗପୁର ଜିଲ୍ଲା ପାପଡା ହାଣ୍ଡି ରେ ମଧ୍ୟରେ ଭାଲୁ ଆତଙ୍କ ଖେଳିଥିଲା । ହେଲେ ଏବେ…

ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ଜଣେ ଯବାନ ଗୁରୁତର

ମାଲକାନଗିରି: ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଏଥିରେ ଜଣେ ଯବାନ ଗୁରୁତର ହୋଇଥିବା ସୂଚନା ମିଳିଛି । ଜିଲ୍ଲାର ମଦେଡ଼ ଥାନା ଜଙ୍ଗଲରେ ମାଓ କ୍ୟାମ୍ପ ଚାଲିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ଡ଼ିଆରଜି ବାହିନୀ ପକ୍ଷରୁ…

ଏଠି ଖଟରେ ଶୋଇବା ମନା, ବିଶ୍ୱାସ ନା ଅନ୍ଧବିଶ୍ୱାସ ?

ନୂଆପଡ଼ା: ଧନୀ ହେଉ କି ଗରିବ ମଣିଷକୁ ନିଦ ଲାଗିଲେ ଶୋଇବାକୁ ଖଟ କିମ୍ବା ପଲଙ୍କ ଖୋଜେ । ହେଲେ ଏବେବି ଏମିତି ଏକ ଗାଁ ଅଛି ଯେଉଁଠି କାହିଁ କେଉଁ କାଳରୁ ଖଟ ବ୍ୟବହାର ହୁଏନାହିଁ । ଯାହାକୁ ଦେଖିଲେ ଆଶ୍ଚର୍ଯ୍ୟ ଲାଗେ । ନୂଆପଡ଼ା ଜିଲ୍ଲାର କୋଟଗାଁ । ଜିଲ୍ଲା ସଦର ମହକୁମାଠାରୁ ଶହେ ପାଞ୍ଚ କି.ମି…

୬୪ ବର୍ଷ ପରେ ଜଣେ ପେସ ବୋଲର ଭାବେ ଅଷ୍ଟ୍ରେଲିଆ ଅଧିନାୟକ ହେଲେ କୁମିନ୍ସ

ମେଲବୋର୍ଣ୍ଣ: ଡିସେମ୍ବରରୁ ଆରମ୍ଭ ହେବାକୁ ଯାଉଥିବା ଆଶେସ ସିରିଜ ପାଇଁ ପେସ ବୋଲର ପ୍ୟାଟ କୁମିନ୍ସଙ୍କୁ ଅଷ୍ଟ୍ରେଲିଆ କ୍ରିକେଟ ଦଳର ଅଧିନାୟକ ଭାବେ ନିୟୋଜିତ କରାଯାଇଛି । ୬୪ ବର୍ଷ ପରେ ଜଣେ ପେସ ବୋଲର ଭାବେ ସେ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ସମ୍ଭାଳିବାକୁ ଯାଉଛନ୍ତି । ୧୯୫୬ରେ ରେ…

ବଦଳିଲା ଆଗ୍ରାର ମୋଗଲ ରୋଡ୍‌ର ନାଁ

ଆଗ୍ରା: ଆଗ୍ରାର ମୋଗଲ ରୋଡ୍ ଗୁରୁବାର ଦିନ ମହାରାଜା ଅଗ୍ରସେନ୍ ମାର୍ଗ ଭାବରେ ପୁନଃନାମିତ ହୋଇଛି। ରାସ୍ତାର ନାମ ପରିବର୍ତ୍ତନ ନିଷ୍ପତ୍ତି ନେଇ ଆଗ୍ରା ମେୟର କହିଛନ୍ତି ଯେ ଆଗାମୀ ପିଢି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କ ଦ୍ୱାରା ଅନୁପ୍ରାଣିତ ହେବା ଉଚିତ। ସେ ଏହା ମଧ୍ୟ କହିଛନ୍ତି, "ଆଗ୍ରାର…

ଡେବ୍ୟୁ ଟେଷ୍ଟରେ ସେଞ୍ଚୁରୀ ମାରିଲେ ଶ୍ରେୟସ

କାନପୁର: ନ୍ୟୁଜିଲାଣ୍ଡ ଆଗରେ ପାଚେରୀ ହୋଇ ଠିଆ ହେଲେ ଶ୍ରେୟସ ଆୟାର । ପ୍ରଥମ ଟେଷ୍ଟରେ ମାରିଲେ ଶତକ । ଡେବ୍ୟୁ ମ୍ୟାଚରେ ସେଞ୍ଚୁରୀ ମାରିଛନ୍ତି ଶ୍ରେୟସ ଆୟାର୍ । ମାତ୍ର ୧୫୭ ବଲ୍ ଖେଳି ଟେଷ୍ଟ କ୍ୟାରିୟରରେ ପ୍ରଥମ ଶତକ ନିଜ ନାଁରେ କରିଛନ୍ତି । ଗତକାଲି ୭୫ ରନ୍ କି ନଟଆଉଟ୍ ଥିଲେ ଶ୍ରେୟସ ।…

ବାରିପଦା ITDA ସହକାରୀ ଯନ୍ତ୍ରୀଙ୍କ ଘରୁ ୪୧ ଲକ୍ଷ ଟଙ୍କା, ୬୫୯ ଗ୍ରାମ୍ ସୁନା ଜବତ

ବାରିପଦା: ଭିଜିଲାନ୍ସ ଜାଲରେ ପଡ଼ିଥିବା ବାରିପଦା ଆଇଟିଡିଏ ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାସଙ୍କ ଆୟ ବର୍ହିଭୂତ ସମ୍ପତ୍ତିର ହିସାବ ଚାଲିଛି । ରେଡ୍ ବେଳେ ତାଙ୍କ ଘରୁ ଜବତ ହୋଇଛି ନଗଦ ୪୧ଲକ୍ଷ ୭୭ହଜାର ଟଙ୍କା । ଗତକାଲି ୧୩ ଲକ୍ଷ ୬୦ହଜାର ଟଙ୍କା ମିଳିଥିଲା । ୬୫୯ଗ୍ରାମ ସୁନା ଜବତ ହୋଇଛି…

ସକାଳୁ ଭୂକମ୍ପର ଝଟକା

ଦିଲ୍ଲୀ: ସକାଳୁ ଭୂକମ୍ପର ଝଟକା । ଭାରତର କିଛି ଅଞ୍ଚଳରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ମିଆଁମାର ଓ ଭାରତ ସୀମାରେ ଆଜି ସକାଳୁ ଅନୁଭୂବ ହୋଇଥିଲା ଭୂକମ୍ପ ଝଟକା । ଏହି ଭୂକମ୍ପ ଝଟକା ପଶ୍ଚିମବଙ୍ଗର ରାଜଧାନୀ କୋଲକାତା ଓ ମିଜୋରାମର ଥେନଜୋଲରେ ଅନୁଭୂତ କରାଯାଇଛି । ଏଠାରେ ଭୂକମ୍ପର ରିକ୍ଟର…

ପର୍ଣ୍ଣୋଗ୍ରାଫି ମାମଲାରେ ରାଜ୍‌ଙ୍କୁ ଝଟ୍‌କା; ଜାମିନ ଆବେଦନ ଖାରଜ କଲେ କୋର୍ଟ

ମୁମ୍ବାଇ: ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ୱାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ଅଡୁଆ ବଢିବାରେ ଲାଗିଛି। ଅଶ୍ଳୀଳ ଭିଡିଓ ନିର୍ମାଣ ଓ ପ୍ରସାରଣ ମାମଲାରେ ସମ୍ପୃକ୍ତ ଥିବ‌ା ରାଜଙ୍କ ଜାମିନ ଆବେଦନକୁ ଗୁରୁବାର ଦିନ ବମ୍ବେ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ରାଜଙ୍କ ସହ ଅନ୍ୟ ୬…

ଏହି ୩ ଦେଶରୁ ଭାରତ ଫେରିଲେ ଏଣିକି ଯାଞ୍ଚ କଡ଼ାକଡ଼ି

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାରୁ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ପରେ ହାଇ ଆଲର୍ଟରେ ସାରା ବିଶ୍ୱ । ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଆଡଭାଇଜରୀ ଜାରି କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଚିଠି ଲେଖି ସତର୍କ କରାଇଛନ୍ତି । ଦକ୍ଷିଣ ଆଫ୍ରିକା,…