Latest Odisha News

‘ଆକ୍ସନ୍ ହିରୋ’ର ନାୟକ ହେବେ ଆୟୁଷ୍ମାନ

ନୂଆଦିଲ୍ଲୀ: ବଲିଉଡ ଅଭିନେତା ଆୟୁଷ୍ମାନ ଖୁରାନା ତାଙ୍କ ଆଗାମୀ ଫିଲ୍ମକୁ ନେଇ ଘୋଷଣା କରିଛନ୍ତି। ଶନିବାର ଆୟୁଷ୍ମାନ ତାଙ୍କ ଆଗାମୀ ଫିଲ୍ମ 'ଆକ୍ସନ୍ ହିରୋ'ରେ ଅଭିନୟ ଅଭିନୟ କରିବେ ବୋଲି ଘୋଷଣା କରିଛନ୍ତି। ଏହି ଚଳଚ୍ଚିତ୍ରର ନିର୍ମାତା ହେଉଛନ୍ତି ଆନନ୍ଦ ଏଲ୍ ରୟ। ତୃତୀୟ ଥର ପାଇଁ…

ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରିଲେ ଡିପ୍ଲୋମା ଛାତ୍ରଛାତ୍ରୀ

ଭୁବନେଶ୍ୱର: ବୈଷୟିକ ମନ୍ତ୍ରୀ ପ୍ରେମାନନ୍ଦ ନାୟକଙ୍କ ବାସଭବନ ଘେରିଲେ ଡିପ୍ଲୋମା ଛାତ୍ରଛାତ୍ରୀ । ଶତାଧିକ ଡିପ୍ଲୋମା ଛାତ୍ରଛାତ୍ରୀ ଆଜି ମନ୍ତ୍ରୀଙ୍କ ବାସଭବନ ଘେରାଉ କରିଛନ୍ତି । ବ୍ୟାକ୍ ପେପର୍ ପରୀକ୍ଷା ଓ  ଅଡ୍ ଇଭିନ୍ ସେମିଷ୍ଟର ଉଚ୍ଛେଦ ଦାବିରେ ସେମାନେ ବିକ୍ଷୋଭ ପ୍ରଦର୍ଶନ ସହ…

ଚନ୍ଦ୍ରଘଣ୍ଟା ବେଶରେ ମା’ତାରିଣୀ

ଘଟଗାଁ: ଘଟଗାଁ ତାରିଣୀ ପୀଠରେ ନବରାତ୍ରୀ ପୂଜା, ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଉଛନ୍ତି ମା’ତାରିଣୀ | ପାର୍ବଣର ଆଗମନରେ ଧରାପୃଷ୍ଠକୁ ଓହ୍ଲାଇ ଆସିଛନ୍ତି ମହିଷାମର୍ଦ୍ଦିନୀ ମା’ ଦୁର୍ଗା | ଗତ ଦୁଇଦିନ ପୂର୍ବେ ଆରମ୍ଭ ହୋଇ ସାରିଛି ମାଆଙ୍କ ନବରାତ୍ରୀ ପୂଜା | ଏନେଇ ସମସ୍ତ ଶକ୍ତିପୀଠ ଗୁଡିକରେ…

ମନ୍ତ୍ରୀଙ୍କ ପୁଅ ପୋଲିସ ଆଗରେ ହାଜ‌ର ହେବା ପରେ ଅନଶନ ଭାଙ୍ଗିଲେ ସିଦ୍ଧୁ

ନୂଆଦିଲ୍ଲୀ: ଲଖିମପୁର ଖେରୀ ହିଂସାକାଣ୍ଡ ମାମଲାରେ ଗୃହମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ର ହାଜର ହେବା ପରେ ନବଜୋତ ସିଂ ସିଦ୍ଧୁ ଶନିବାର ଦିନ ଅନଶନ ଭାଙ୍ଗିଛନ୍ତି। ଗତକାଲି ନୋଟିସ ଜାରି କରାଯିବା ପରେ ଆଶିଷ ହାଜର ହୋଇନଥିଲେ। ସିଦ୍ଧୁ ଶୁକ୍ରବାର ଦିନ ଆଶିଷ ମିଶ୍ରଙ୍କ ଗିରଫଦାରୀ…

ଦେବଗଡ଼ ଜିଲ୍ଲାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଦେବଗଡ଼: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଦେବଗଡ଼ ଜିଲ୍ଲାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ଜିଲ୍ଲାର ୨ ଲକ୍ଷ ୭୦ ହଜାର ପରିବାର ଉପକୃତ ହେବେ । ଆଜି ଭିଡିଓ କନଫରେନସିଂ ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ…

ମାତିଛନ୍ତି ଜଙ୍ଗଲି ହାତୀ ,ଲୋକେ ଛାନିଆ

କଳାହାଣ୍ଡି : ଗାଁ ମୁହାଁ ଜଙ୍ଗଲି ହାତୀ । କଳାହାଣ୍ଡି ଲାଞ୍ଜିଗଡ଼ ବ୍ଲକର ଦୁର୍ଗମ ଅଞ୍ଚଳରେ ଜଙ୍ଗଲି ହାତୀ ମାନଙ୍କ ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି । ଗତକାଲି ରାତିରେ ଗୁଟୁରୁଗୁଡା ଗାଁ ର ଉମରା  ମାଝୀଙ୍କ ଘରେ ହାତୀ ପଶି ଘର ଭାଙ୍ଗିଦେବା ସହ ଘରେ ଥିବା ଖାଦ୍ୟ ସାମଗ୍ରୀ ନଷ୍ଠ କରିଛନ୍ତି।…

କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଲେ ଚିଲିକା ବିଧାୟକ

ଚିଲିକା : ଅସୁସ୍ଥତା କାରଣରୁ ବିଚାର ଜେଲ ବଦଳରେ ମେଡିକାଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଗତକାଲି ଜଗଦେବଙ୍କୁ ଖୋର୍ଦ୍ଧା ସବଜେଲରୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଛି । ତାଙ୍କର ହୃଦରୋଗ ସମସ୍ୟା ଥିବାରୁ ଏଡିଜେ-୧ କୋର୍ଟଙ୍କ ଅନୁମତି କ୍ରମେ ଜଗଦେବଙ୍କୁ ଭୁବନେଶ୍ୱର କ୍ୟାପିଟାଲ…

ଗୁଡ଼େଶିରା ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ କାର୍ଯ୍ୟକ୍ରମ

ବରଗଡ଼: ବରଗଡ଼ ଜିଲ୍ଲା ଗୁଡ଼େଶିରା ପଞ୍ଚାୟତ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କୋମଳମତି ଶିଶୁମାନଙ୍କ ମନରେ ଆନନ୍ଦର ଲହରୀ ଖେଳିଯାଇଥିଲା। ପିଲାଙ୍କୁ ଉତ୍ସାହିତ କରିବା ପାଇଁ ସରପଞ୍ଚ ରୂପଧର ଥପା ଓ ଯୁବ ନେତା ଉମେଶ ପଣ୍ଡା କହିଥିଲେ, ଆମକୁ ଆଗକୁ…

ପାରଳା ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଭାରତୀଙ୍କ ନାଁରେ ଚାର୍ଜସିଟ୍

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ନାଁରେ ପାରଳାଖେମୁଣ୍ଡି କୋର୍ଟରେ ଚାର୍ଜସିଟ୍ ଦାଖଲ ହୋଇଛି । ସୌମ୍ୟଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ବିଦ୍ୟାଭାରତୀ ଅଭିଯୁକ୍ତ ।…

ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ: ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର : ଆଣ୍ଡାମାନ ସାଗର ଓ ତାର ପାର୍ଶ୍ୱବର୍ତ୍ତୀ ଅଂଚଳରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ  ରହିଛି । ଗୋଟିଏ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ରପତ୍ତନ ଠାରୁ ୩.୧ ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଥିବାର ସୂଚନା ମିଳିଛି ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ…