Latest Odisha News

BREAKING NEWS

ହୋଲି ପାଇଁ ସୋମବାର ଅପରାହ୍ଣ ୩ଟା ଯାଏ ଚାଲିବନି ‘ମୋ ବସ୍’

ଭୁବନେଶ୍ୱର: ଆସନ୍ତାକାଲି ସୋମବାର ରଙ୍ଗର ପର୍ବ ହୋଲି । କୋଭିଡ୍ କଟକଣା ମଧ୍ୟରେ ଘରେ ହୋଲି ପାଳନ ନେଇ ସରକାର ନିର୍ଦ୍ଦେଶ ଦେଇଛନ୍ତି । ହୋଲିକୁ ଦୃଷ୍ଟିରେ ରଖି ଆସନ୍ତାକାଲି ପୂର୍ବାହ୍ନରେ ମୋ ବସ୍ ଗଡ଼ିବ ନାହିଁ । ଏନେଇ କ୍ରୁଟ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।…

ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ନିକଟରେ ଥିବା ଉଗ୍ର ନୃସିଂହ ମନ୍ଦିରରୁ ମୂର୍ତ୍ତି ଖସି ସେବାୟତ ଆହତ

ପୁରୀ: ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ନିକଟରେ ଅଘଟଣ । ଉଗ୍ର ନୃସିଂହ ମନ୍ଦିରରୁ ହିରଣ୍ୟକଶ୍ୟପଙ୍କ ମୂର୍ତ୍ତି ଖସି ପଡ଼ଥିବା ବେଳେ ଏଥିରେ ଜଣେ ସେବାୟତ ଆହତ ହୋଇଛନ୍ତି । କୁନୁ ମହାପାତ୍ର ନାମକ ଜଣେ ସେବାୟତଙ୍କ ଗୋଡ଼ରେ ଆଘାତ ଲାଗିଛି । ସକାଳେ ମନ୍ଦିରରେ ସେବାୟତ ଜଣଙ୍କ ଉଗ୍ର ନୃସିଂହ ଲୁଗା…

ଟ୍ରାନ୍ସଫର୍ମରକୁ ଧକ୍କା ଦେଲା ମାଛ ବୋଝେଇ ଟ୍ରକ, ୨ ମୃତ

ବ୍ରହ୍ମପୁର: ଟ୍ରାନ୍ସଫର୍ମରରେ ପିଟି ହେଲା ମାଛ ବୋଝେଇ ଟ୍ରକ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଗାଡ଼ି ଡ୍ରାଇଭର ଓ ସୁପରଭାଇଜର ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି । ଗୁରୁତର ହୋଇଛନ୍ତି ହେଲପର । ଗଞ୍ଜାମ ଜିଲ୍ଲା ସୁନାପୁର ମେରାଇନ ଥାନା ଅନନ୍ତରାୟପୁରରେ ଗତକାଲି ରାତିରେ ଏହି…

ରାତିରେ ବୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୫ ବଖରା ଘର ଓ ୧୧ ଗୋରୁ ଜୀବନ୍ତ ଦଗ୍ଧ

ଭଦ୍ରକ: ରାତିରେ ଲାଗିଲା ନିଆଁ । ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୧୫ ବଖରା ଘର । ୧୧ ଗୋରୁ ଜୀବନ୍ତ ଦଗ୍ଧ ହୋଇଛନ୍ତି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅନ୍ତର୍ଗତ ହେଙ୍ଗୁପତି ଗାଁରେ ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ହୋଇଛି । ଘଟପୁର ମହାଳିକ ସାହିରେ ହଠାତ୍ ନିଆଁ ଲାଗିଥିଲା । ଧୀରେ…

ଆଜି ଦୋଳ ପୂର୍ଣ୍ଣିମା: ଶ୍ରୀମନ୍ଦିରରେ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଏଥିପାଇଁ ପୁରୀ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଏହି ଅବସରରେ ରତ୍ନ ସିଂହାସନରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ସୁନାବେଶ ବା ରାଜରାଜେଶ୍ୱର ବେଶ । ସକାଳ ଧୂପ ପରେ ମହାପ୍ରଭୁଙ୍କ ଠାରେ ପାଟବସ୍ତ୍ର ଲାଗି ହୋଇ ପ୍ରାୟ…

ଭାରତ ପାଇଁ ଅଧିକ ଘାତକ ସାବ୍ୟସ୍ତ ହୋଇପାରେ କରୋନାର ଦ୍ୱିତୀୟ ଲହର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ: ଦେଶକୁ କରୋନାର ଦ୍ୱିତୀୟ ଲହର ଆସି ସାରିଛି । ଶୁକ୍ରବାର ଗୋଟିଏ ଦିନରେ ୬୨ ହଜାରରୁ ଅଧିକ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ବିଶେଷକରି ମହାରାଷ୍ଟ୍ରରେ କରୋନାର ଦ୍ୱିତୀୟ ଲହରର ସର୍ବାଧିକ ପ୍ରଭାବ ପ୍ରତୀୟ ହେଉଛି । ଏମିତି ନୁହେଁ ଭାରତରେ ପ୍ରଥମ ଥର ଏତେ ସଂକ୍ରମଣ ମାମଲା…

କ୍ରିକେଟର ୟୁସୁଫ୍ ପଠାଣ କରୋନା ସଂକ୍ରମିତ

ଅହମଦାବାଦ: ସଚିନ୍ ତେନ୍ଦୁଲକରଙ୍କ ପରେ ଆଉ ଜଣେ କ୍ରିକେଟରଙ୍କୁ କରୋନା । ଭାରତୀୟ ଦଳର ପୂର୍ବତନ ଖେଳାଳି ୟୁସୁଫ୍ ପଠାଣ କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ୟୁସୁଫ୍ ନିଜ ଟ୍ୱିଟର ଆକାଉଣ୍ଟରେ ସୂଚନା ଦେଇଛନ୍ତି । କୋଭିଡ୍ ପଜିଟିଭ୍ ଜଣାପଡ଼ିବା ପରେ ସେ ହୋମ୍ କ୍ୱାରେଣ୍ଟାଇନରେ ଥିବା ସୂଚନା…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ( ତା୨୮-୩-୨୦୨୧ ରବିବାର) ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ମାର୍ଚ୍ଚ ୨୮ ତାରିଖ ରବିବାର ମୀନ ୧୫ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତିଥି ଉତ୍ତରାଫାଲଗୁନୀ ନକ୍ଷତ୍ର କନ୍ୟା ଚନ୍ଦ୍ର ଆଜିର ଘାତ ବାର- ମେଷ ରାଶିର ଆଜିର ଘାତ ଚନ୍ଦ୍ର- ବୃଷ ରାଶି ପୁରୁଷ ଓ…

କବିତା : ଫଗୁଣ ଆସିଛି

ସୁପ୍ରିୟା ପଣ୍ଡା  ଫଗୁଣ ଆସିଛି ଫଗୁର ରଙ୍ଗରେ ରଙ୍ଗାଇବ ଚଉଦିଗ ମହକରେ ମନ ମୋହିନେଇ କୁସୁମେ ଭରିବ ରାଗ। କୃଷ୍ଣଚୂଡ଼ାର କମନୀୟ କାନ୍ତି କୋମଳ ପରଷ ବେଶ ଗନ୍ଧ ବାସ ବିନା ମୁଗ୍ଧ କରିବ ରକ୍ତିମ ରଙ୍ଗେ ପଳାଶ। ସୁଗମ ସଙ୍ଗୀତ ସୁଗମିତ କଣ୍ଠେ ଗାଇବ ପ୍ରକୃତି ରାଣୀ ନବ ପଲ୍ଲବ ପ୍ଲାବିତ…

ଆମେ ଜିଉଁଥିବା ଜୀବନ ସବୁଠୁ ବଡ ଗଳ୍ପ : ରୋହିତ କୁମାର ଦାଶ

ଓଡ଼ିଆ ସାହିତ୍ୟ ଆକାଶର ଜଣେ ଉଜ୍ଜ୍ୱଳ ନକ୍ଷତ୍ର ରୋହିତ କୁମାର ଦାଶ । ତାଙ୍କ ସୃଷ୍ଟିର ଦିଗନ୍ତ ମାପି ହୁଏ ନାହିଁ । ତାଙ୍କ ରଚିତ ଗଳ୍ପର ନିଆରା ବିଷୟବସ୍ତୁ ତଥା ଆକର୍ଷଣୀୟ କଥନଶୈଳୀ ଶେଷ ପର୍ଯ୍ୟନ୍ତ ବାନ୍ଧି ରଖେ ପାଠକଙ୍କୁ । ତାଙ୍କ ରଚିତ ଗଳ୍ପ ଗୁଡ଼ିକ ଆଙ୍ଗିକ ଦୃଷ୍ଟିରୁ  କ୍ଷୁଦ୍ର ଥିଲେ…