Latest Odisha News

ପୋଖରୀ ଭିତରୁ ନିଖୋଜ ଯୁବତୀଙ୍କ ମୃତଦେହ ଠାବ

ଖୋର୍ଦ୍ଧା: ଦୁଇ ଦିନ ତଳେ ନିଖୋଜ ଯୁବତୀଙ୍କ ମୃତଦେ ଉଦ୍ଧାର । ଖୋର୍ଦ୍ଧା ଜିଲ୍ଲା ଅଟ୍ରି-ଶରଧାପୁର ରାସ୍ତା କଡ଼ ଏକ ପୋଖରୀ ଭିତରୁ ମୃତଦେହ ଠାବ ହୋଇଛି । ୨ ଦିନ ତଳେ ଅଟ୍ରି ଗାଁର ଯୁବତୀ ନିଖୋଜ ହୋଇଯାଇଥିଲେ । ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି । ଏନେଇ ବାଘମାରୀ ଥାନାରେ ଅଭିଯୋଗ ପରେ…

୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଡାକ୍ତର ଗିରଫ

ବାରିପଦା: ଲାଞ୍ଚ ନେବା ବେଳେ ଡାକ୍ତର ବାବୁ ଗିରଫ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାରିପଦା ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲର ଡାକ୍ତର ଦେବୀଦତ୍ତ ପାତ୍ରଙ୍କୁ ଧରିଥିଲା ଭିଜିଲାନ୍ସ । ମୃତ ବ୍ୟକ୍ତିଙ୍କ ପୋଷ୍ଟମର୍ଟମ ରିପୋର୍ଟ ଦେବାକୁ ସେ ୨୦ ହଜାର ଟଙ୍କା ଲାଞ୍ଚ…

ହାତୀ ସୁରକ୍ଷା ପାଇଁ ହେବ ସୋଲାର ଫ୍ୟାନ୍ସିଂ

ଭୁବନେଶ୍ୱର: ଦିନକୁ ଦିନ ବଢୁଛି ହାତୀ ମୃତ୍ୟୁ ସଂଖ୍ୟା । ଗାଁରେ ପଶି ହାତୀ ଆକ୍ରମଣ କରି ଲୋକଙ୍କୁ ମାରିବା ସହ ବହୁ ହାତୀମାନଙ୍କର ମୃତ୍ୟୁ ମଧ୍ୟ ହେଉଛି । ହାତୀ ସୁରକ୍ଷାକୁ ନେଇ PCCF ଶଶୀ ପଲଙ୍କ ସୂଚନା । କେନ୍ଦ୍ରମନ୍ତ୍ରୀଙ୍କ ଆସାମ ଢାଞ୍ଚାରେ ହାତୀ ରକ୍ଷଣ ଯୋଜନା ଉପରେ ପତିକ୍ରିୟା…

ଜାମିନ ଆବେଦନ ଖାରଜ ପରେ କୋର୍ଟ ପରିସରରେ ଅସୁସ୍ଥ ହେଲେ ବିଧାୟକ ପ୍ରଶାନ୍ତ ଜଗଦେବ

ଖୋର୍ଦ୍ଧା : ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଜାମିନି ଆବେଦନ ଖାରଜ ପରେ ଖୋର୍ଦ୍ଧା କୋର୍ଟ ପରିସରରେ ସେ  ଅସୁସ୍ଥ ହୋଇପଡ଼ିଛନ୍ତି  । ତାଙ୍କୁ ଖୋର୍ଦ୍ଧା ହସ୍ପିଟାଲରେ ଭର୍ତି କରାଯାଇଛି । ଆଜି ଖୋର୍ଦ୍ଧା କୋର୍ଟରେ ଆତ୍ମସମର୍ପଣ କରିଥିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ । ତାଙ୍କୁ ବେଲ…

ଚାଷ ପାଇଁ ଶ୍ରଦ୍ଧା ଆବଶ୍ୟକ , କୁଣ୍ଠା ନୁହେଁ

କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’ ସାମ୍ପ୍ରତିକ ସମୟର ବାସ୍ତବ ଚିତ୍ରକୁ ଯଦି ଲକ୍ଷ୍ୟ କରାଯାଏ ଚାଷୀର ମନ କଥା ବୁଝିବାକୁ ଆଜି ଯାଏଁ ବି କେହି ସମର୍ଥ ନୁହନ୍ତି । ଏକ ନିରୀହ ଚାର୍ହାଣିରେ ସେ ଅସୁମାରୀ ଲୋକଙ୍କ ମନରେ ଫୁଟାଇ ପାରେ ଅଫୁରନ୍ତ ହସ । ସେଇଥି ପାଇଁ ତ ସେ…

ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ବିଦ୍ୟାଭାରତୀଙ୍କ ଉପରେ ଲାଗିଲା ଦଫା

ଗଜପତି: ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା ଉପରୁ ହଟିଲା ପରଦା, ବିଦ୍ୟାଭାରତୀଙ୍କ ଉପରେ ଲାଗିଲା ଦଫା  । ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା ଉପରୁ ପରଦା ହଟିଛି । ଏହି ମାମଲାରେ ଶେଷ ହୋଇଛି କ୍ରାଇମବ୍ରାଞ୍ଚ ତଦନ୍ତ । ଆଉ ତଦନ୍ତ ଶେଷ ହେବା ପରେ ଏନେଇ ପ୍ରେସମିଟ୍ କରି…

[ ଭିଡ଼ିଓ] ଶିକାରୀ ପଞ୍ଝାରେ ନିରୀହ ପକ୍ଷୀ

ବାଙ୍କି: ଅବାଧରେ ଚାଲିଛି ପକ୍ଷୀ ଶିକାର । ଦିନକୁ ଦିନ ବିଭିନ୍ନ ପ୍ରଜାତିର ପକ୍ଷୀ ମାନଙ୍କ ସଂଖ୍ୟା ଲୋପ ପାଇଯାଉଥିବା ବେଳେ ଶିକାର କିନ୍ତୁ ବଢି ଚାଲିଛି । ତେବେ ଶିକାରୀ ମାନେ କିନ୍ତୁ ବେଶ୍ ସତର୍କତାର ସହ ବିଭିନ୍ନ ଉପାୟ ବାହାର କରି ପକ୍ଷୀ ଶିକାର କରିଚାଲିଛନ୍ତି । ବାଙ୍କିରେ ମଧ୍ୟ ଅବାଧରେ…

ଦେଶୀ ବନ୍ଧୁକ ତିଆରି କାରଖାନା ଠାବ,ମାଲିକ ଗିରଫ

କାମାକ୍ଷାନଗର: ଦେଶୀ ବନ୍ଧୁକ ତିଆରି କାରଖାନା ଠାବ। ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅନ୍ତର୍ଗତ ବାମ୍ ଗାଁ ଭୁଟୁଭୁଟି ସାହିରୁ ଏକ ଦେଶୀ ବନ୍ଧୁକ କାରଖାନା ଠାବ କରିଛି ପରଜଙ୍ଗ ପୋଲିସ । କାରଖାନାର ମାଲିକ ମଙ୍ଗୁଳୁ ମହାରଣାକୁ ଗିରଫ କରିବା ସହ ବନ୍ଧୁକ ତିଆରି ସାମଗ୍ରୀ…

ମାଲକାନଗିରି ଛତିଶଗଡ ସୀମାନ୍ତରେ ଯବାନ ମାଓବାଦୀ ମୁହାଁମୁହିଁ

ମାଲକାନଗିରି: ଯବାନଙ୍କୁ ଟାର୍ଗେଟ୍ କଲେ ସଶସ୍ତ୍ର ମାଓବାଦୀ । ଏ ନେଇ ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ହଟଚମଟ ସୃଷ୍ଟି ହୋଇଛି । କୋହକାମେଟା ଅଂଚଳରେ ଏକ ପୋଲ ନିର୍ମାଣ କାମରେ ଯବାନମାନେ ସୁରକ୍ଷା ଦାୟିତ୍ୱରେ ଥିଲେ । ସେହି ସମୟରେ ମାଓବାଦୀମାନେ ତାଙ୍କ ଉପରକୁ ଗୁଳିମାଡ…

ବସ୍ତି ସମସ୍ୟାକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ

ପୁରୀ: ବସ୍ତିର ସମସ୍ୟା ନେଇ ପୁରୀ ମାର୍କଣ୍ଡେଶ୍ୱର ସାହି ଜଗନ୍ନାଥ ବସ୍ତିବାସିନ୍ଦା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିଛନ୍ତି। ଏହାସହ ଦାବିପତ୍ର ପ୍ରଦାନ କରାଯାଇଛି। ଲଘୁଚାପଜନିତ କିମ୍ବା ସାଧାରଣ ବର୍ଷା ହେଲେ ବସ୍ତିଟି ଜଳମଗ୍ନ ହୋଇଥାଏ। ଫଳରେ ବସ୍ତି ବାସିନ୍ଦା…