ନୟାଗଡ଼ ଜଗନ୍ନାଥପ୍ରସାଦ ନିକଟରେ ଓଲଟିଲା ବସ୍, ୧୫ ଆହତ
ନୟାଗଡ଼ : ନୟାଗଡ଼ ଜଗନ୍ନାଥପ୍ରସାଦ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଯାତ୍ରୀବାହୀ ବସ ଓଲଟି ପଡ଼ିରୁ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ସେହିପରି ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି । ୧୫ ଜଣ ଆହତଙ୍କ ମଧ୍ୟରୁ ୯ ଜଣଙ୍କର ଅବସ୍ଥା ଗୁରୁତର ରହିଛି । ସମସ୍ତଙ୍କୁ ନୟାଗଡ଼ ଡାକ୍ତରଖାନାରେ…