Latest Odisha News

BREAKING NEWS

କାର୍ଯ୍ୟନିର୍ବାହୀ ସଦସ୍ୟ ଭାବେ ୨ ଜଣଙ୍କୁ ନିଯୁକ୍ତି ଦେଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦରେ ଉଚ୍ଚଶିକ୍ଷା ବିଭାଗ ୨ ଜଣଙ୍କୁ କାର୍ଯ୍ୟନିର୍ବାହୀ ସଦସ୍ୟ ଭାବେ ନିଯୁକ୍ତି ପ୍ରଦାନ କରିଛି । ଏମାନେ ନିଯୁକ୍ତି ତାରିଖ ଠାରୁ ୬ ବର୍ଷ ଯାଏ ଅଥବା ୭୦ ବର୍ଷ ବୟସ ହେବା ଯାଏ କାର୍ଯ୍ୟ କରିବେ । ପଣ୍ଡିତ ରବି ଶଙ୍କର ଶୁକ୍ଲା ବିଶ୍ୱ ବିଦ୍ୟାଳୟ…

ପଶ୍ଚିମବଙ୍ଗ ଓ ଆସାମରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଆରମ୍ଭ

କୋଲକାତା: ପଶ୍ଚିମବଙ୍ଗ ଓ ଆସାମରେ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇଛି । ପଶ୍ଚିମବଙ୍ଗର ବାଙ୍କୁରା, ପୁରୁଲିଆ, ଝାରାଗ୍ରାମ ଓ ପୂର୍ବ ମେଦିନୀପୁର ଜିଲ୍ଲାର ୩୦ଟି ଆସନ ଓ ଆସାମର ୪୭ଟି ଆସନରେ ମତଦାନ ଆରମ୍ଭ ହୋଇଛି । ପଶ୍ଚିମବଙ୍ଗରେ ସକାଳ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ମାର୍ଚ୍ଚ ୨୭ ତାରିଖ ଶନିବାର ମୀନ ୧୪ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ଚତୁର୍ଦ୍ଦଶୀ ତିଥି ପୂର୍ବ ଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର ଆଜିର ଘାତ ବାର- ବୃଷ ସିଂହ ଓ କନ୍ୟା ରାଶିର ଆଜିର ଘାତ ଚନ୍ଦ୍ର- କର୍କଟ ଓ ମକର ରାଶି ପୁରୁଷଙ୍କର…

କଟକରୁ ଭଦ୍ରକ, ପାରାଦୀପ ଓ ପୁରୀକୁ ମେମୁ ଟ୍ରେନ ଚଳାଚଳ, ଏହି ସମୟରେ ଚାଲିବ ଟ୍ରେନ୍…

ଭୁବନେଶ୍ବର: କଟକରୁ ଭଦ୍ରକ, ପାରାଦୀପ ଓ ପୁରୀକୁ ମେମୁ ଟ୍ରେନ ଚଳାଚଳ । ଆସନ୍ତା ମାସରୁ କଟକରୁ ପୁରୀ, ପାରାଦୀପ ଏବଂ ଭଦ୍ରକ ପର୍ଯ୍ୟନ୍ତ ମେମୁ ଟ୍ରେନ୍ ଚଳାଇବାକୁ ନିଷ୍ପତ୍ତି ହୋଇଛି । ପୁରୀ-କଟକ ମେମୁ ୧୨ ଏପ୍ରିଲରୁ ପୁରୀରୁ ପୂର୍ବାହ୍ନ ୮ ଟାରେ ଛାଡି କଟକରେ ପୂର୍ବାହ୍ନ ୧୦ଟା ୪୫ମିନିଟରେ…

ବେୟାରଷ୍ଟୋଙ୍କ ଧୂଆଁଧାର ଶତକ, ୬ ଓ୍ବିକେଟରେ ଜିତିଲା ଇଂଲଣ୍ଡ

ପୁଣେ : ପୁଣେରେ ଖେଳାଯାଇଥିବା ଦ୍ବିତୀୟ ଦିନିକିଆରେ ଇଂଲଣ୍ଡର ଦମଦାର ବିଜୟ । ବେୟାରଷ୍ଟୋଙ୍କ ଶତକ ଓ ଷ୍ଟୋକ୍ସଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଭାରତକୁ ୬ ଓ୍ବିକେଟରେ ହରାଇଛି ଇଂଲଣ୍ଡ । ଏହି ବିଜୟ ସହ ତିନି ମ୍ୟାଚ ବିଶିଷ୍ଟ ସିରିଜ୍ ୧-୧ରେ ବରାବର ରହିଛି । ୩୩୭ ରନର ବିଜୟ ଲକ୍ଷ୍ୟକୁ ନେଇ…

ମୋଦିଙ୍କୁ ବ୍ୟକ୍ତିଗତ ଟାର୍ଗେଟ କଲେ ମମତା, ଖାଲି ଦାଢ଼ି ବଢ଼ୁଛି ଆଉ କିଛି ନୁହେଁ..

କୋଲକାତା: ପଶ୍ଚିମବଙ୍ଗ ନିର୍ବାଚନରେ ଟିଏମସି ମୂଖ୍ୟ ମମତା ବାନାର୍ଜୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବ୍ୟକ୍ତିଗତ ଟାର୍ଗେଟ କରିଛନ୍ତି । ସେ ସମାଲୋଚନା କରି କହିଛନ୍ତି ଯେ, ଶିଳ୍ପ ଏବଂ ବିକାଶ ବୃଦ୍ଧି କରାଇବା ବଦଳରେ ସେ କେବଳ ତାଙ୍କ ଦାଢ଼ି ବଢ଼ାଉଛନ୍ତି । ବିଜେପିକୁ ଆକ୍ଷେପ…

ନିର୍ବାଚନ ପୂର୍ବରୁ ହିଂସା: ଟିଏମସି ପାର୍ଟି ଅଫିସରେ ବିସ୍ଫୋରଣ, ୩ ଆହତ

କୋଲକାତା: ପଶ୍ଚିମବଙ୍ଗ ନିର୍ବାଚନରେ ଯାହା ହେବ ବୋଲି ଆଶା କରାଯାଉଥିଲା ତାହା ଘଟିବାରେ ଲାଗିଛି । ଏହାର ଆଉ ଏକ ପ୍ରମାଣ ହେଲା ଶୁକ୍ରବାର ଟିଏମସି ଅଫିସରେ ବିସ୍ଫୋରଣ । ବଙ୍କୁରା ଜିଲାର ଜୋୟପୁରରେ ଥିବା ଏହି ଅଫିସରେ ବିସ୍ଫୋରଣ ଘଟିବା ଫଳରେ ୩ଜଣ ଟିଏମସି କର୍ମୀ ଆହତ ହୋଇଛନ୍ତି । ବାମପନ୍ଥୀ ଓ…

ବିଶିଷ୍ଟ ସାମ୍ବାଦିକ ତଥା ଲେଖକ ଅନିଲ ଧାରକରଙ୍କର ଦେହାନ୍ତ  

ମୁମ୍ବାଇ: ବିଶିଷ୍ଟ ସାମ୍ବାଦିକ ତଥା ଲେଖକ ଅନିଲ ଧାରକରଙ୍କର ପରଲୋକ ହୋଇଛି । ମୁମ୍ବାଇର ଏକ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଗୁରୁବାର ତାଙ୍କର ସର୍ଜରୀ ହୋଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ସେ ସ୍ତମ୍ଭକାର ଓ ଲେଖକ ଭାବେ ସକ୍ରିୟ ଥିଲେ ।…

୨୮ରୁ ମହାରାଷ୍ଟ୍ରରେ ନାଇଟ୍ କର୍ଫ୍ୟୁ

ମୁମ୍ବାଇ : ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କଟକଣା ଲଗାଇଛନ୍ତି ମହାରାଷ୍ଟ୍ର ସରକାର । ଆସନ୍ତା ୨୮ ତାରିଖରୁ ସମଗ୍ର ମହାରାଷ୍ଟ୍ରରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ରାତି ୮ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ମଲ୍ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସାରା ରାଜ୍ୟରେ ନାଇଟ୍…

ମଣିଷ ଶରୀରରୁ ବାହାର କରାଗଲା ୫୯ ଫୁଟର ପରଜୀବୀ, ଡାକ୍ତରମାନେ ବି ଚକିତ

ନୂଆଦିଲ୍ଲୀ: ଥାଇଲାଣ୍ଡର ଏକ ବ୍ୟକ୍ତିଙ୍କ ଶରୀରରୁ ୫୯ ଫୁଟ ଲମ୍ବାର ପରଜୀବୀ ଡାକ୍ତରମାନେ ସଫଳତାର ସହ ବାହାର କରିଛନ୍ତି । ହଁ ଆପଣମାନେ ଠିକ୍ ପଢ଼ୁଛନ୍ତି ଏତେ ବଡ ପରଜୀବୀ କିପରି ଉକ୍ତ ମଣିଷ ଶରୀରରେ ରହିଥିଲା, ତାହା ଡାକ୍ତରଙ୍କୁ ବି ଚକିତ କରିପକାଇଛି । ଆସନ୍ତୁ ଜାଣିବା ପୂରା ଘଟଣା ବିଷୟରେ..…