ମୁମ୍ବାଇରେ ଲାଗୁ ହୋଇପାରେ ଲକଡାଉନ୍
ମୁମ୍ବାଇ : ଦେଶରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ । ଏହାକୁ ନେଇ ସରକାର ଚିନ୍ତାରେ ଥିବା ବେଳେ, ମୁଣ୍ଡ ବିନ୍ଧାର କାରଣ ପାଲଟିଛି ମହାରାଷ୍ଟ୍ର । କାରଣ ପ୍ରତିଦିନ ମହାରାଷ୍ଟ୍ରରେ ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରରେ ଲକଡାଉନ ହୋଇପାରେ…