Latest Odisha News

BREAKING NEWS

ଯାଜପୁର ଧର୍ମଶାଳା ଲୁଣିବାର ଗାଁରୁ ବିପୁଳ ପରିମାଣର ବିସ୍ଫୋରକ ଜବତ

ଯାଜପୁର : ମାଟି ତଳୁ ଜବତ ହୋଇଛି ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ । ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଲୁଣିବାର ମୌଜାରେ ମାଟି ତଳୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି ପୋଲିସ । ଜେନାପୁର ପୋଲିସ ଓ ଧର୍ମଶାଳା ତହସିଲଦାରଙ୍କ ଉପସ୍ଥିତିରେ ଲୁଣିବାର ମୌଜାରୁ…

ପୁରୀ ସଦର ଥାନା କୋରୁଅ ଗୋଲାସାହିରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ପୁରୀ : ପୁରୀ ସଦର ଥାନା କୋରୁଅ ଗୋଲାସାହିରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ । ଏନେଇ ମହିଳାଙ୍କ ବାପଘର ଲୋକେ ଯୌତୁକ ଜନିତ ହତ୍ୟାକାଣ୍ଡ ଦର୍ଶାଇ ସଦର ଥାନାରେ ଅଭିଯୋଗ କରିଛନ୍ତି । ମୃତ ମହିଳା ଜଣକ ହେଲେ ସୁଷମା ମାଛୁଆ । ଗତ ଦୁଇବର୍ଷ ତଳେ ବୈଦିକ ରୀତି ନୀତିରେ କୋରୁଅ ଗୋଲାସାହିର ପ୍ରଶାନ୍ତ…

ଖେରି ଚାଷୀ ହତ୍ୟା ମାମଲା : କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ର ଫେରାର

ଉତ୍ତରପ୍ରଦେଶ : ଲଖିମପୁର ଖେରି ଚାଷୀ ହତ୍ୟା ମାମଲାକୁ ନେଇ ତେଜୁଛି ରାଜନୀତି । ଗଟଣାରେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି ତମାମ ବିରୋଧୀ । ଏହାସହ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କୁ ଗିରଫ କରିବାକୁ ଦାବି ହୋଇଛି । ହେଲେ ଏବେ ଆଶିଷଙ୍କୁ ନେଇ…

ବିଶ୍ବର ପ୍ରଥମ ମ୍ୟାଲେରିଆ ଟିକାକୁ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନର ଅନୁମତି

ନୂଆଦିଲ୍ଲୀ : ବିଶ୍ବର ପ୍ରଥମ ମ୍ୟାଲେରିଆ ଟିକାକୁ ମିଳିଛି ଅନୁମତି । RTS, S-AS01କୁ ଅନୁମତି ଦେଇଛି ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ । ଏନେଇ ସୂଚନା ଦେଇଛନ୍ତି WHOର ମହାନିର୍ଦ୍ଦେଶକ ଟେଡରସ ଅଧନମ ଘେବ୍ରେସସ । ଏହି ଟିକାକୁ ଅନୁମତି ମିଳିବା ପରେ ବିଶ୍ବରେ ମ୍ୟାଲେରିଆ ନିରାକରଣ କ୍ଷେତ୍ରରେ ଏକ…

ଲଖିମପୁର ଖେରି ହିଂସା ମାମଲା : ଯୋଗୀ ସରକାରଙ୍କୁ ଷ୍ଟାଟସ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସା ମାମଲାରେ ଗିରଫ ହୋଇଛନ୍ତି ୨ ଅଭିଯୁକ୍ତ । ଘଟଣା ସଂପୃକ୍ତ ଥିବା ୨ ଜଣଙ୍କୁ ଗିରଫ କରିଛି ପୋଲିସ । ଏମାନେ ହେଲେ ଲବକୁଶ ରାଣା ଓ ଆଶିଷ ପାଣ୍ଡେ । ଏନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଏମାନେ ସମସ୍ତେ କେନ୍ଦ୍ରମନ୍ତ୍ରୀ ଅଜୟ…

ବ୍ରହ୍ମଗିରିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ

ପୁରୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲା ବ୍ରହ୍ମଗିରି ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କରିଛନ୍ତି । ଜିଲ୍ଲାରେ ୩ ଲକ୍ଷ ୬୪ ହଜାର ହିତାଧିକାରୀ ସ୍ମାର୍ଟକାର୍ଡ ଯୋଜନାରେ ଉପକୃତ ହେବେ । ସେହିପରି ବ୍ରହ୍ମଗିରିରେ ୧ ହଜାର ୬…

ଚୀନ, ପାକିସ୍ତାନ, ରୁଷିଆରେ ଆମେରିକାର ସିଆଇଏ ଏଂଜେଟଙ୍କୁ ହତ୍ୟା କରାଯାଉଛି !

ୱାଶିଂଟନ: ଆମେରିକାର ଗୋଇନ୍ଦ ସଂସ୍ଥା ସିଆଇଏ ଏବେ ଚିନ୍ତାରେ ପଡିଛି । ବିଭିନ୍ନ ଦେଶରେ ସେମାନଙ୍କ ଗୋଇନ୍ଦା ଏଜେଂଟକୁ ହତ୍ୟା କରାଯାଉଛି । ବିଶେଷ କରି ରୁଷିଆ, ଚୀନ, ଇରାନ ଓ ପାକିସ୍ତାନରେ ଏ ଭଳି ଘଟଣା ବାରମ୍ବାର ସାମ୍ନାକୁ ଆସୁଛି । ଏପରିକି କେତେକ ଏଜେଂଟଙ୍କୁ ଆମେରିକା ପଛରେ ଲଗାଇ…

IIMCର ୨୦୨୧-୨୨ ଶିକ୍ଷାବର୍ଷର ପାଠ୍ୟକ୍ରମ ଆରମ୍ଭ

ଢେଙ୍କାନାଳ: ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମ୍‍ସି)ର ୨୦୨୧-୨୨ ଶିକ୍ଷାବର୍ଷର ପାଠ୍ୟକ୍ରମ ଅନ୍‍ଲାଇନ୍‍ ମାଧ୍ୟମରେ ଆରମ୍ଭ ହୋଇଛି । ଗୁରୁବାର ପୂର୍ବାହ୍ଣରେ ଇଂରାଜୀ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମ ଓ ଓଡ଼ିଆ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମ…

ମାଆକୁ ମହଙ୍ଗା ପଡିଲା ପୁଅ ପ୍ରତି ଅନାବିଳ ପ୍ରେମ, ଅବହେଳାରେ ଚାଲିଗଲା ନୀରିହ ଜୀବନ

ଉମରକୋଟ: ସାମାନ୍ୟ ପେନ୍‌ସନ ଟଙ୍କା ପାଇଁ ବଳିପଡିଲେ ବିଧବା ବୃଦ୍ଧା । ବଡ ପୁଅର ମୃତ୍ୟୁ ପରେ ବୋହୁର ନିର୍ଯାତନା ଓ ଅବହେଳାରେ ପ୍ରାଣ ହରାଇଛନ୍ତି ନବରଙ୍ଗପୁର ଜିଲ୍ଲା ଉମରକୋଟ ଅଂଚଳର କୁସୁମ ନାୟକ । ଉମରକୋଟ ଶିବାଜୀ ନଗରରେ ଉଦ୍ଧାର ହୋଇଛି କୁସୁମ ନାୟକ ନାମକ ଜଣେ ବିଧବା ବୃଦ୍ଧାଙ୍କ ଗଳିତ…

କାଁ ଭାଁ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆଜି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ପାଣି ପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।ଏହି ସବୁ ଜିଲ୍ଲା ଗୁିଡିକ ହେଉଛି କଟକ ,ଖୋର୍ଦ୍ଧା .ଭୁବନେଶ୍ୱର,ନୟାଗଡ଼,ପୁରୀ ବୌଦ୍ଧ ଏବଂ କଳାହାଣ୍ଡି । ଆଗାମୀ…