ଦେଶରେ ବଢୁଛି କରୋନା ସଂକ୍ରମଣ; ୫୯ ହଜାରରୁ ଉର୍ଦ୍ଧ୍ଵ ପଜିଟିଭ
ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଦିନକରେ ୫୯ ହଜାର ୧୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୧,୧୮,୪୬,୬୫୨କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।
କେନ୍ଦ୍ରର…