Latest Odisha News

BREAKING NEWS

ଆସନ୍ତାକାଲି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ବର : ଆସନ୍ତାକାଲି ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି କୃଷକ ସଙ୍ଗଠନ । ଦୋକାନ ବଜାର ସହ ବନ୍ଦ ରହିବ ଗାଡ଼ି ଚଳାଚଳ । ଭାରତ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ବନ୍ଦ ରହିବ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ । ଏନେଇ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି । ଭାରତ…

୪୦ ଡିଗ୍ରୀ ଉପରେ ରାଜ୍ୟର ୯ ସହର

ଭୁବନେଶ୍ବର : ରାଜ୍ୟରେ ତାତି କରୁଛି କଳବଲ । ପ୍ରବଳ ଖରାରେ ଆଉଟୁ ପାଉଟୁ ହେଲାଣି ରାଜ୍ୟ । ଫଳରେ ଲୋକେ ଘରୁ ବାହାରିବା ବି ମୁସ୍କିଲ ହୋଇପଡିଲାଣି । ଗୋଟିଏ ପଟେ ପାରଦ ବଢ଼ି ଚାଲିଥିବା ବେଳେ, ଆଜି ୪୦ ଉପରେ ରହିଛି ରାଜ୍ୟର ୯ ସହର । ବୌଦ୍ଧ ଆଜି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଥିବା…

ଫିଟ ମ୍ୟାନ ମିଲିନ୍ଦଙ୍କୁ ବି କରୋନା

ମୁମ୍ବାଇ: ବଲିଉଡର ଫିଟମ୍ୟାନ ଭାବେ ବିବେଚିତ ମିଲିନ୍ଦ ସୋମନ ବି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଅସୁସ୍ଥ ଅନୁଭବ କରିବାରୁ ସେ ନିଜ ଟେଷ୍ଟ କରାଇଥିଲେ ଏବଂ ଏହା ପଜିଟିଭ ଆସିଛି । ସୋସିଆଲ ମିଡିଆରେ ମିଲିନ୍ଦ ଏ ସମ୍ପର୍କରେ ପ୍ରଶଂସକଙ୍କୁ ଜଣାଇଛନ୍ତି । ମୁଁ ଏବେ କ୍ୱାରେଂଟାଇନରେ ରହିଛି । ଯଦି…

ଭୁବନେଶ୍ୱରରୁ ଜୁନାଗଡ଼ ରୋଡ୍, ଜଗଦଳପୁର ଓ ନୟାଗଡ଼ ଟାଉନକୁ ସ୍ୱତନ୍ତ୍ର ଟ୍ରେନ୍, ଏହି ସମୟରେ ଗଡ଼ିବ ଟ୍ରେନ୍…

ଭୁବନେଶ୍ୱର: ଭୁବନେଶ୍ୱରରୁ ଜୁନାଗଡ଼ ରୋଡ୍ ବିଶେଷ ଟ୍ରେନ ଚଳାଚଳ କରିବ । ବ୍ରହ୍ମପୁର ଓ ବିଜୟନଗରମ ମାର୍ଗ ଦେଇ ଭୁବନେଶ୍ୱରରୁ ଜୁନାଗଡ଼ ରୋଡ଼ ଏବଂ ଜଗଦଳପୁରକୁ ଏହି ବିଶେଷ ଟ୍ରେନ ଚଳାଚଳ କରିବ । ଭୁବନେଶ୍ୱର ଠାରୁ ନୟାଗଡ଼ ଟାଉନ ମଧ୍ୟରେ ସ୍ବତନ୍ତ୍ର ଟ୍ରେନ ଚଳାଚଳ କରାଯିବାକୁ ପୂର୍ବତଟ ରେଳବାଇ…

ଭାରତ ବନ୍ଦ ପାଇଁ କଡ଼ା ସୁରକ୍ଷା, ଘୁଞ୍ଚିଲା ବାଣୀବିହାର ପରୀକ୍ଷା

ଭୁବନେଶ୍ବର : ଆସନ୍ତାକାଲି କୃଷକ ସଙ୍ଗଠନର ଭାରତ ବନ୍ଦ ଡାକରା । ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି । ତେବେ ଭାରତ ବନ୍ଦ ଡାକରାକୁ ନେଇ ଲୋକସେବା ଭବନ ଓ ଖାରବେଳ ଭବନର ସୁରକ୍ଷା ବ୍ୟବସ୍ଥାକୁ ନେଇ ସବୁ ବିଭାଗୀୟ ସଚିବଙ୍କୁ ଚିଠି ଲେଖିଛନ୍ତି ଗୃହ ବିଭାଗ ସ୍ବତନ୍ତ୍ର ସଚିବ ।…

କ୍ରୀଡା ପ୍ରେମୀଙ୍କ ପାଇଁ ଖୁସି ଖବର, ଆରମ୍ଭ ହେଲା ଟୋକିଓ ଅଲିମ୍ପିକ୍ସ ମଶାଲ ଶୋଭାଯାତ୍ରା

ଟୋକିଓ: କ୍ରୀଡାପ୍ରେମୀଙ୍କ ପାଇଁ ଖୁସି ଖବର । କରୋନା ମହାମାରୀ ଯୋଗୁ ଟୋକିଓ ଅଲିମ୍ପିକ୍ସ ନିର୍ଦ୍ଧାରିତ ସମୟ ପରେ ଆରମ୍ଭ ହେବାର ସବୁଜ ସଙ୍କେତ ମିଳିଛି । ଆଜି (୨୫-୦୩-୨୧) ଟୋକିଓ ଅଲିମ୍ପିକ୍ସର ମଶାଲ ଶୋଭାଯାତ୍ରା ଫୁକୁଶିମାରୁ ଆରମ୍ଭ ହୋଇଛି । ଭୂମିକମ୍ପ, ୨୦୧୧ ସୁନାମୀ ଓ ପରମାଣୁ ରିଆକ୍ଟର…

TTPSର ତୃତୀୟ ପର୍ଯ୍ୟାୟ ସଂପ୍ରସାରଣକୁ ତ୍ୱରାନ୍ୱିତ କରିବାକୁ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ବର : ତାଳଚେର ତାପଜ ବିଦ୍ୟୁତ କେନ୍ଦ୍ର ବା ଟିଟିପିଏସ୍‌ର ତୃତୀୟ ପର୍ଯ୍ୟାୟ ସଂପ୍ରସାରଣକୁ ତ୍ୱରାନ୍ୱିତ କରାଯିବ । ଭବିଷ୍ୟତରେ ଏହି ପ୍ରକଳ୍ପ ବନ୍ଦ ହେବ ନାହିଁ ବୋଲି କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ ଆର୍‌.କେ ସିଂହ ପ୍ରତିଶ୍ରୁତି ଦେଇଛନ୍ତି । ଏନେଇ ସୂଚନା ଦେଇଛନ୍ତି…

କଟକରେ କୋଚିଂ ସେଣ୍ଟର ସିଲ୍ କଲା ସିଏମସି

କଟକ : ରାଜ୍ୟରେ କାୟା ମେଲାଇଲାଣି ମହାମାରୀ କରୋନା । ଆକ୍ରାନ୍ତଙ୍କ ସଂଖ୍ୟା ଶହେ ରହିବା ପରେ ଆଜି ଓଡ଼ିଶାରେ ୨ ଶହ ଟପିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ସଂକ୍ରମଣ ବଢୁଥିବାରୁ ଏବେ ପ୍ରଶାସନ ସଜାଗ ହୋଇପଡିଛି । ସଂକ୍ରମଣକୁ ରୋକିବା ପାଇଁ ଆରମ୍ଭ ହୋଇଗଲାଣି ପଦକ୍ଷେପ । ଏହି କ୍ରମରେ…

ପରୀ ମାମଲାରେ ପୂର୍ଣ୍ଣଛେଦ ପକାଇଲେ ହାଇକୋର୍ଟ

କଟକ : ବହୁଚର୍ଚ୍ଚିତ ନୟାଗଡ଼ ଦୁଷ୍କର୍ମ ଓ ହତ୍ୟା ମାମଲାରେ ପୂର୍ଣ୍ଣଛେଦ ପକାଇଲେ ଓଡ଼ିଶା ହାଇକୋର୍ଟ । ମାମଲା ସୁପ୍ରିମକୋର୍ଟ ଯାଇ ସାରିଥିବାରୁ ଆଉ ଶୁଣାଣିର ଆବଶ୍ୟକତା ନଥିବା ଦର୍ଶାଇଛନ୍ତି ହାଇକୋର୍ଟ । ଅପରପକ୍ଷରେ ଏସଆଇଟି ପକ୍ଷରୁ ତଦନ୍ତର ବିସ୍ତୃତ ଷ୍ଟାଟର୍ସ ରିପୋର୍ଟ ସିଲ୍ କଭରରେ…

ନିଲାମ ହେବ ଖଣି: ଓଡ଼ିଶାର ୧୪ କୋଲ ବ୍ଲକ୍ ନିଲାମକୁ କେନ୍ଦ୍ର ସରକାରଙ୍କ ଅନୁମତି

ଭୁବନେଶ୍ବର: ରାଜ୍ୟରେ ନିଲାମ ହେବାକୁ ଯାଉଛି ୧୪ଟି କୋଇଲା ଖଣି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶର ୬୭ଟି କୋଇଲା ଖଣି ନିଲାମ ପାଇଁ ଅନୁମତି ମିଳିଛି । ଏଥିମଧ୍ୟରୁ ଓଡ଼ିଶାର ୧୪ଟି କୋଇଲା ଖଣି ରହିଛି । ମାଛକଟା ଓ ମହାନଦୀ କୋଇଲା ଖଣି, ତେଲି ସାହି, ଅଳକାନନ୍ଦା କୋଲ ବ୍ଲକ, ରାମଚଣ୍ଡୀ…