Latest Odisha News

BREAKING NEWS

Makar Sankranti: ଆସନ୍ତାକାଲି ମକର ସଂକ୍ରାନ୍ତି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ: ମକର ସଂକ୍ରାନ୍ତି ଉପଲକ୍ଷେ ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି। ଏହାର ପୂର୍ବଦିନ ଅର୍ଥାତ ଆଜି ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହେବ । ଆଜି ମଧ୍ୟ ଧନୁ ସଂକ୍ରାନ୍ତି ଠାରୁ…

ବିଜୟ ହଜାରେ ଟ୍ରଫି: ସେମିଫାଇନାଲରେ କର୍ଣ୍ଣାଟକ-ବିଦର୍ଭ, ପଞ୍ଜାବ-ସୌରାଷ୍ଟ୍ର ମଧ୍ୟରେ ହେବ ମୁକାବିଲା

ନୂଆଦିଲ୍ଲୀ: ଚଳିତ ବିଜୟ ହଜାରେ ଟ୍ରଫି ଏବେ ଅନ୍ତିମ ପର୍ଯ୍ୟାୟରେ ପଂହଚିଛି । ମଙ୍ଗଳବାର କ୍ୱାର୍ଟର ଫାଇନାଲ ମୁକାବିଲା ପରେ ସେମିଫାଇନାଲ ଲାଇନ ଅପ ଚୂଡାନ୍ତ ହୋଇଛି । ଏବେ ଗୁରୁବାର ହେବାକୁ ଥିବା ସେମିଫାଇନାଲରେ କର୍ଣ୍ଣାଟକ-ବିଦର୍ଭ ଓ ପଞ୍ଜାବ-ସୌରାଷ୍ଟ୍ର ମଧ୍ୟରେ ହେବ ମୁକାବିଲା । ପଞ୍ଜାବ…

Clean Survey: ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ, ଶ୍ରେଷ୍ଠ ସ୍ୱଚ୍ଛ ବିଦ୍ୟାଳୟକୁ ମିଳିବ ୫୦ ହଜାର ଟଙ୍କାର…

ଭୁବନେଶ୍ୱର: ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ ସର୍ଭେ । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ବିଏମସି ଅଞ୍ଚଳର ଶ୍ରେଷ୍ଠ ସ୍ୱଚ୍ଛ ବିଦ୍ୟାଳୟକୁ ମିଳିବ ୫୦ହଜାର ଟଙ୍କାର ପୁରସ୍କାର । ବିଏମସିର ତିନି ମଣ୍ଡଳରେ ୩ଟି ବିଦ୍ୟାଳୟକୁ ୫୦ହଜାର ଲେଖାଏଁ ଟଙ୍କା…

ମାଞ୍ଜା ସୂତା ଲାଗି ଭୁବନେଶ୍ୱରରେ ଯୁବକ ଗୁରୁତର 

ଭୁବନେଶ୍ୱର: ଭୁବନେଶ୍ୱରରେ ମଙ୍ଗଳବାର ସନ୍ଧ୍ୟାରେ ମାଞ୍ଜା ସଂସ୍ପର୍ଶରେ ଆସି ଜଣେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ଭୁବନେଶ୍ୱରର କଳ୍ପନା ଅଞ୍ଚଳର କମଳ କାନ୍ତ ନାମକ ଜଣେ ବ୍ୟକ୍ତି ପୋଖରିପୁଟ ରେଳ ଓଭରବ୍ରିଜ୍ ଉପରେ ବାଇକରେ ଯାଉଥିବା ବେଳେ ଏକ ଗୁଡ଼ି ସୂତା ତାଙ୍କ ଗଳାରେ ଲାଗି କଟି…

କେନ୍ଦୁଝରରେ ଖୋଲିବ ଏନଏସଡିର ରାଜ୍ୟ ଶାଖା, ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର..

ଭୁବନେଶ୍ୱର: ନୃତ୍ୟ ଅନୁଷ୍ଠାନ ସ୍ପିରିଜା ଏବଂ ନ୍ୟାସନାଲ ସ୍କୁଲ ଅଫ ଡ୍ରାମା ପକ୍ଷରୁ ଆୟୋଜିତ ଅଭିନୟ କର୍ମଶାଳାର ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ । କେନ୍ଦୁଝର ଜିଲ୍ଲା ଅଡିଟୋରିୟମଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, କଳା ଏବଂ…

ମେରୀ କମଙ୍କ ପ୍ରେମ ସମ୍ପର୍କ; ଖୁଲାସା କଲେ ପୂର୍ବତନ ସ୍ବାମୀ

ନୂଆଦିଲ୍ଲୀ: ଭାରତର ସବୁଠାରୁ ସଫଳ ବକ୍ସର ଏମସି ମେରୀ କମ୍ ବର୍ତ୍ତମାନ ତାଙ୍କ ପୂର୍ବତନ ସ୍ଵାମୀଙ୍କ ସହ ତାଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ତେବେ "ମ୍ୟାଗ୍ନିଫିସେଣ୍ଟ ମ୍ୟାରୀ" ଭାବରେ ସାରା ବିଶ୍ୱରେ ପରିଚିତ ମେରୀ କମ୍‌ଙ୍କ କ୍ୟାରିଅରକୁ ମଜବୁତ କରିବାରେ ଅନଲର ପ୍ରମୁଖ ଭୂମିକା…

ଆଉ ହେବନି ୧୦ ମିନିଟ୍ ମଧ୍ୟରେ ଡେଲିଭରି, ଇ-କମର୍ସ କମ୍ପାନୀଗୁଡ଼ିକ ଉପରେ ରୋକ୍ ଲଗାଇଲେ ସରକାର

ନୂଆଦିଲ୍ଲୀ: ବ୍ଲିଙ୍କିଟ୍, ଜେପ୍ଟୋ କିମ୍ବା ସ୍ୱିଗି ଇନଷ୍ଟାମାର୍ଟରୁ ସାମଗ୍ରୀ ଅର୍ଡର୍ କଲେ ୧୦ ମିନିଟ୍ ମଧ୍ୟରେ ସାମଗ୍ରୀ ଆସି ଘରେ ପହଞ୍ଚି ଯାଇଥାଏ। କିନ୍ତୁ ବର୍ତ୍ତମାନ୍ ସରକାର ଏହି ଫାଷ୍ଟ-ଟ୍ରାକ୍ କମ୍ପାନୀଗୁଡ଼ିକୁ "୧୦-ମିନିଟ୍ ଡେଲିଭରି" ପ୍ରତିଶ୍ରୁତି ହଟାଇବାକୁ ନିର୍ଦ୍ଦେଶ…

ଫିରିଙ୍ଗିଆ ତହସିଲର ପୂର୍ବତନ କର୍ମଚାରୀ ଅଜୟ ମଲ୍ଲିକଙ୍କୁ ୩ ବର୍ଷ ଜେଲ ଦଣ୍ଡ 

ଭୁବନେଶ୍ବର: କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ତହସିଲ ଅନ୍ତର୍ଗତ ବଲଣ୍ଡାପଡାର ରାଜସ୍ୱ ନିରୀକ୍ଷକ କାର୍ଯ୍ୟାଳୟର ପୂର୍ବତନ କର୍ମଚାରୀ ଅଜୟ କୁମାର ମଲ୍ଲିକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଫୁଲବାଣୀ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି। ତାଙ୍କ ବିରୁଦ୍ଧରେ ଅଗଷ୍ଟ ୨୨, ୨୦୨୩ରେ ବ୍ରହ୍ମପୁର…

ଆଇସିସି କଥା ମାନୁନି ବାଂଲାଦେଶ

ନୂଆଦିଲ୍ଲୀ:ବାଂଲାଦେଶ କ୍ରିକେଟ ବୋର୍ଡ ତାର ଜିଦ ଛାଡୁନି । ଆଇସିସି ଭାରତ ବାହାରେ ମ୍ୟାଚ କରିବା ପ୍ରସ୍ତାବକୁ ଅଗ୍ରାହ୍ୟ କରିବା ସତ୍ୱେ ବିିସିବି ଏ ପର୍ଯ୍ୟନ୍ତ ମନ ବଦଳାଇ ପାରିବ ନାହିଁ । ମଙ୍ଗଳବାର ବିସିବିକୁ ଆଇସିସି ପୂର୍ନବିଚାର କରିବା ପାଇଁ କହିଥିଲା । ବିସିସିଆଇ ମଧ୍ୟ ବିସିବି…

BJD: ଏବେ ସୁଧା ୮ ଜିଲ୍ଲାରେ ଖୋଲିଲାନି ମଣ୍ଡି, ଚାଷୀକୂଳକୁ ପ୍ରତାରଣା କରିଛନ୍ତି ରାଜ୍ୟ ସରକାର: ବିଜେଡି

ଭୁବନେଶ୍ୱର: ରାଜ୍ୟରେ ଧାନ କିଣାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ, ଚାଷ ଉପରେ ନିର୍ଭର କରୁଥିବା ପ୍ରାୟ ୭୦ ପ୍ରତିଶତ ଲୋକ ଆଜି ରାଜ୍ୟ ସରକାରଙ୍କ ପ୍ରତାରଣାର ଶିକାର ହୋଇଛନ୍ତି ବୋଲି ଅଭିଯୋଗ ଆଣିଛି ବିଜୁ ଜନତା ଦଳ । ଶଙ୍ଖ ଭବନରେ ମଙ୍ଗଳବାର ଆୟୋଜିତ ସାମ୍ୱାଦିକ…