Latest Odisha News

BREAKING NEWS

ଶ୍ରାବଣ ମାସରେ ଏହି ରାଶିଙ୍କ ପାଇଁ ଭାଗ୍ୟ ଫିଟିବ, ଏମିତି କରନ୍ତୁ

ଭୁବନେଶ୍ୱର: ଶ୍ରାବଣ ମାସ, ଭଗବାନ ଶିବଙ୍କ ପୂଜା ଓ ଭକ୍ତିରେ ପରିପୂର୍ଣ୍ଣ ଏକ ପବିତ୍ର ସମୟ, ୧୧ ଜୁଲାଇରୁ ଆରମ୍ଭ ହୋଇ ୯ ଅଗଷ୍ଟ ୨୦୨୫ ପର୍ଯ୍ୟନ୍ତ ଚାଲିବ। ଏହି ମାସରେ ଭକ୍ତମାନେ ଉପବାସ, ଶିବଲିଙ୍ଗରେ ଜଳାଭିଷେକ, ରୁଦ୍ରାଭିଷେକ ଏବଂ କାଉଡ଼ିଆ ଯାତ୍ରା ଆଦି ଧାର୍ମିକ କାର୍ଯ୍ୟରେ ନିମଗ୍ନ…

ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଅତିରିକ୍ତ ଅଗ୍ନିଶମ ଅଧିକାରୀ ଗିରଫ

ରାୟଗଡ଼ା: ଜନୈକ ବିବାହିତ ମହିଳାଙ୍କୁ ବଳାତ୍କାର ମାମଲାରେ ରାୟଗଡ଼ା ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ଗିରଫ କରିଛି ଟାଉନ ଥାନା ପୋଲିସ । ଗିରଫ ପରେ ଡାକ୍ତରୀ ମାଇନା କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ପ୍ରସନ୍ନ କୁମାର ବେହେରା ସୂଚନା…

ବଳଙ୍ଗା ପୀଡ଼ିତାଙ୍କ ଅବସ୍ଥା ଗୁରୁତର, ଅକ୍ସିଜେନ୍‌ ସପୋର୍ଟରେ ରହିଛନ୍ତି: ଦିଲ୍ଲୀ ଏମ୍ସ

ଭୁବନେଶ୍ବର: ଉନ୍ନତ ଚିକିତ୍ସା ପାଇଁ ଆଜି ଭୁବନେଶ୍ବର ବିମାନବନ୍ଦରରୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହୋଇଥିଲେ ବଳଙ୍ଗା ପୀଡ଼ିତା। ପୀଡ଼ିତାଙ୍କୁ ଗ୍ରୀନ କରିଡ଼ରରେ ଏୟାରପୋର୍ଟ ନିଆଯାଇଥିଲା। ଦିଲ୍ଲୀ ଏମ୍ସରେ ପୀଡିତାଙ୍କ ଚିକିତ୍ସା କରୁଛନ୍ତି ସ୍ବତନ୍ତ୍ର ଡାକ୍ତରୀ ଟିମ୍। ତେବେ ପୀଡ଼ିତାଙ୍କ…

ଜୁଲାଇ ୨୩-୨୬ରେ ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାରଠାରୁ ଚାରି ଦିନିଆ ବ୍ରିଟେନ ଏବଂ ମାଳଦ୍ୱୀପ ଗସ୍ତରେ ଯିବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ ବାଣିଜ୍ୟ, ନିବେଶ ଏବଂ ପ୍ରତିରକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବ ବୋଲି ବିଶ୍ୱାସ କରାଯାଉଛି।…

ଏହି ରାଜ୍ୟରେ ସର୍ବାଧିକ କୁକୁର କାମୁଡା ମାମଲା ରିପୋର୍ଟ; ୬ ମାସରେ ୧୯ ଜଣଙ୍କର ପ୍ରାଣହାନୀ

ବେଙ୍ଗାଲୁରୁ: ଗତ ୬ ମାସରେ କୁକୁର କାମୁଡାର ମାମଲା ଆଶ୍ଚର୍ଯ୍ୟଜନକ ଭାବେ ରିପୋର୍ଟ ହୋଇଛି । ରବିବାର ପ୍ରକାଶିତ ସରକାରୀ ତଥ୍ୟ ଅନୁଯାୟୀ, ଗତ ୬ ମାସରେ କର୍ଣ୍ଣାଟକରେ ୨.୩ ଲକ୍ଷରୁ ଅଧିକ କୁକୁର କାମୁଡ଼ା ମାମଲା ଏବଂ ୧୯ ଜଣ ରେବିଜ୍ ମୃତ୍ୟୁ ରେକର୍ଡ କରାଯାଇଛି, ଯାହା ଗତ ବର୍ଷର ସମାନ ସମୟ…

ରାଜନୀତି ଛାଡ଼ିବେ ନୀତୀଶ କୁମାର ? ଜେଡୟୁ ସମର୍ଥକ କହିଲେ ମୈଦାନକୁ ଆସନ୍ତୁ ପୁଅ

ନୂଆଦିଲ୍ଲୀ:ବିହାର ରାଜନୀତିରେ ନୂଆ ଟ୍ୱିଷ୍ଟ।ନୀତୀଶଙ୍କ ବଦଳରେ ମୈଦାନକୁ ଆସନ୍ତୁ ତାଙ୍କ ପୁଅ। ଏପରି ଦାବି କରିଛନ୍ତି ଜନତା ଦଳ ୟୁନାଇଟେଡ୍ ବା ନୀତୀଶ କୁମାରଙ୍କ ଜେଡୟୁ। ଆଗାମୀ ନିର୍ବାଚନରେ ନିଶାନ୍ତ ନିଜର ରାଜନୈତିକ ଭାଗ୍ୟ ପରୀକ୍ଷା କରିବା ପାଇଁ ଅପିଲ୍ କରିଛନ୍ତି ଜେଡୟୁ ସମର୍ଥକ ।…

କିମ୍‍ସରେ ବିରଳ ଅସ୍ତ୍ରୋପଚାର; ଫୁସ୍‍ଫୁସ୍‍ରୁ ବାହାରିଲା ଟୁମର୍‍

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ କିମ୍‌ସର ଡାକ୍ତରମାନେ ଏକ ଅଭିନବ ପ୍ରଣାଳୀରେ ଜଣେ ରୋଗୀଙ୍କ ଫୁସ୍‌ଫୁସ୍‌ରୁ ଏକ ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି। ଜଣେ ୪୦ ବର୍ଷୀୟ ମହିଳାଙ୍କଠାରେ କାର୍ସିନଏଡ୍ ଟ୍ୟୁମର ଭଳି ଏକ ବିରଳ ପ୍ରକାରର ଫୁସଫୁସ ଟ୍ୟୁମର ଚିହ୍ନଟ ହେବା ପରେ ରୋଗୀ ଜଣକ ୨୦୨୩…

ମୌସୁମୀ ଅଧିବେଶନ ପୂର୍ବରୁ ବଡ଼ ବୈଠକ, ବିରୋଧୀଙ୍କୁ ଅନୁରୋଧ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ:ମୌସୁମୀ ଅଧିବେଶନ ପୂର୍ବରୁ ବସିଲା ବଡ଼ ବୈଠକ। ସର୍ବଦଳୀୟ ବୈଠକରେ ବିରୋଧୀଙ୍କ ସହଯୋଗ ଲୋଡ଼ିଛନ୍ତି ସରକାର । କାଲିଠୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ । ଏଥକ ଅଧିବେଶନରେ ୮ଟି ବିଲ୍ ପାସ୍ କରାଇବା ପାଇଁ ଲକ୍ଷ୍ୟ ରଖିଛନ୍ତି କେନ୍ଦ୍ର ସରକାର । ଅନ୍ୟପଟେ ପହଲଗାମ ଆତଙ୍କବାଦୀ…

୩୫୦୦ କୋଟିର ମଦ ଦୁର୍ନୀତି ମାମଲାରେ ଆନ୍ଧ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଚାର୍ଜସିଟ୍

ହାଇଦ୍ରାବାଦ: ଆନ୍ଧ୍ର ପ୍ରଦେଶ ପୋଲିସ ୩୫୦୦ କୋଟି ଟଙ୍କାର ମଦ ଦୁର୍ନୀତି ନେଇ କୋର୍ଟରେ ଏକ ଚାର୍ଜସିଟ୍ ଦାଖଲ କରିଛି। ଏହି ଚାର୍ଜସିଟ୍‌ରେ ପୂର୍ବତନ ରାଜ୍ୟ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନ୍ ମୋହନ ରେଡ୍ଡୀଙ୍କ ବିରୋଧରେ ପ୍ରତି ମାସରେ ହାରାହାରି ୫୦ ରୁ ୬୦ କୋଟି ଟଙ୍କା ଲାଞ୍ଚ ନେବାର ଅଭିଯୋଗ…

‘୨୦୨୬ ଜାନୁଆରୀରେ ଲୋକାର୍ପିତ ହେବ ବିଶ୍ଵସ୍ତରୀୟ ପୁରୀ ରେଳ ଷ୍ଟେସନ୍’

ପୁରୀ: ଆଗାମୀ ୫ ରୁ ୬ ମାସ ମଧ୍ୟରେ ଶେଷ ହେବ ଶ୍ରୀକ୍ଷେତ୍ରର ବିଶ୍ବସ୍ତରୀୟ ରେଳ ଷ୍ଟେସନ । ୨୦୨୬ ଜାନୁଆରୀରେ ଲୋକାର୍ପିତ ହେବ କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ନିର୍ମିତ ଅତ୍ୟାଧୁନିକ ପୁରୀ ଷ୍ଟେସନ । ପ୍ରେସମିଟ୍ କରି ସୂଚନା ଦେଲେ କେନ୍ଦ୍ର ରେଳ ରାଜ୍ୟ ମନ୍ତ୍ରୀ ଭି ସୋମନା । ଡିସେମ୍ବର ଶେଷ…