ଭିଜିଲାନ୍ସ ହାତରେ ଅବସରପ୍ରାପ୍ତ ବରିଷ୍ଠ ଟାଇପିଷ୍ଟ୍
ଭୁବନେଶ୍ବର: ୩୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଅବସରପ୍ରାପ୍ତ ବରିଷ୍ଠ ଟାଇପିଷ୍ଟ୍ । ଇପିଏଫ୍ ଫାଇଲ୍ ସଂପର୍କିତ କାମ ପାଇଁ ୩ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଧରାପଡ଼ିଲେ । ଓଡ଼ିଶା ଉଠା ଜଳସେଚନର ପରିଚାଳନା ନିର୍ଦ୍ଦେଶକଙ୍କ କାର୍ଯ୍ୟଳୟରୁ ଅବସରପ୍ରାପ୍ତ…