Latest Odisha News

BREAKING NEWS

ଆଜି ଶ୍ରୀମନ୍ଦିର ଓ କୋଣାର୍କ ମନ୍ଦିର ଆସୁଛନ୍ତି ରାଷ୍ଟ୍ରପତି

ପୁରୀ: ଆଜି ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭୁବନେଶ୍ୱରରୁ ବାହାରି ସକାଳ ୯ଟା ୫ମିନିଟରେ ଶ୍ରୀମନ୍ଦିରରେ ପହଞ୍ଚିବେ । ପାଖାପାଖି ୪୦ ମିନିଟ ମନ୍ଦିର ଭିତରେ ରହିବେ ରାଷ୍ଟ୍ରପତି । ଗର୍ଭଗୃହରେ ମହାପ୍ରଭୁଙ୍କ ଦର୍ଶନ ସହ ମା’ ବିମଳା ଓ ମହାଲକ୍ଷ୍ମୀ ମନ୍ଦିର ଯିବେ ।…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ମାର୍ଚ୍ଚ ୨୨ ତାରିଖ ସୋମବାର ମୀନ ୯ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ଅଷ୍ଟମୀ ଭୁକ୍ତ ନବମୀ ତିଥି ଆଦ୍ରା ନକ୍ଷତ୍ର ମିଥୁନ ଚନ୍ଦ୍ର ଆଜିର ଘାତ ବାର- ମିଥୁନ ରାଶିର ଆଜିର ଘାତ ଚନ୍ଦ୍ର- କନ୍ୟା…

ଦେବାଶିଷ ପାଣିଗ୍ରାହୀଙ୍କ ଇଂରାଜୀ କବିତା ସଙ୍କଳନ ଉନ୍ମୋଚିତ

ଭୁବନେଶ୍ୱର : ବିଶ୍ୱ କବିତା ଦିବସ ଅବସରରେ ବିଶିଷ୍ଟ ଲେଖକ ତଥା କବି ଡକ୍ଟର ଦେବାଶିଷ ପାଣିଗ୍ରାହୀଙ୍କ ଇଂରାଜୀ କବିତା ସଙ୍କଳନ 'ମେଲୋଡ଼ ଉଇଥ ୟର୍ସ' ସ୍ଥାନୀୟ ଅକ୍ସଫୋଡ଼ ବୁକ ଷ୍ଟୋରରେ ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ କଥାକାର ରାମଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।…

ନକଲି ମଦ ମାମଲାରେ ହୋମିଓପାଥିକ ଡାକ୍ତର ଗିରଫ

ବ୍ରହ୍ମପୁର: ବ୍ରହ୍ମପୁରରେ ନକଲି ମଦ ମାମଲାରେ ହୋମିଓପାଥିକ ଡାକ୍ତର ତଥା ମୁଖ୍ୟ ଅଭିଯୁକ୍ତକୁ ପୋଲିସ ଗିରଫ କରିଛି। ସୂଚନାନୁସାରେ, ଗତ ଜାନୁଆରୀ ୭ରେ ବୈଦ୍ୟନାଥପୁର ପୋଲିସ ପକ୍ଷରୁ ମଦ ତିଆରି ୟୁନିଟ୍ ଉପରେ ଚଢ଼ାଉ କରିଥିଲା। ହେଲେ ମୁଖ୍ୟ ଅଭିଯୁକ୍ତ ହରିଶ ଚନ୍ଦ୍ର ସାହୁ ଫେରାର…

ଜଙ୍କିଆରେ ବୋମା ସହ ଟେକା ପଥର ମାଡ଼, ୫ ଆହତ

ଟାଙ୍ଗି : ଟାଙ୍ଗି ଜଙ୍କିଆ ଥାନା ଓଳସିଂ ପଞ୍ଚାୟତ ଡମଣଭୂମି ଗାଁରେ ଗୋଷ୍ଠୀ ସଂଘର୍ଷ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି । ଉଭୟ ଗୋଷ୍ଠୀ ବୋମାମାଡ଼ ସାଙ୍ଗକୁ ଟେକା ପଥର ମାଡ଼ କରିଛନ୍ତି । ଟେକା ପଥର ମାଡ଼ରେ ୫ ଜଣ ଆହତ ହୋଇଚନ୍ତି । ସମସ୍ତ…

ଟିମ୍ ଇଣ୍ଡିଆ ଦଣ୍ଡିତ

ଅହମ୍ମଦାବାଦ: ୫ମ ଟି୨୦ରେ ବିଜୟ ହାସଲ କରି ଇଂଲଣ୍ଡ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ୩-୨ରେ ସିରିଜ ହାତେଇ ନେଇଛି । ତେବେ ଅନ୍ତିମ ଦିନିକିଆରେ ଧିମା ବୋଲିଂ ହାର ନେଇ ଟିମ୍ ଇଣ୍ଡିଆ ଆଇସିସି ଦ୍ୱାରା ଦଣ୍ଡିତ ହୋଇଛି । ଜରିମାନା ବାବଦକୁ ପ୍ରତ୍ୟେକ ଖେଳାଳିଙ୍କ ମ୍ୟାଚ ଫି’ର ୪୦ ପ୍ରତିଶତ…

ବିଜେପିକୁ ରାକ୍ଷାସଙ୍କ ଦଳ କହିଲେ ଦିଦି

କୋଲକାତା: ଆଗାମୀ ନିର୍ବାଚନକୁ ନେଇ ପଶ୍ଚିମବଙ୍ଗ ରାଜନୀତି ସରଗରମ ହୋଇପଡିଥିଲା ବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରବିବାର ଦିନ ଭାରତୀୟ ଜନତା ପାର୍ଟିକୁ ଅଶାନ୍ତି ଏବଂ ଆତଙ୍କବାଦୀ ଦଳ ବୋଲି କହିଛନ୍ତି। ପଶ୍ଚିମବଙ୍ଗର ନନ୍ଦକୁମାର ଅଞ୍ଚଳରେ ଏକ ରାଲିକୁ ସମ୍ବୋଧିତ କରିବା ଅବସରରେ ମମତା…

ଆସନ୍ତାକାଲି ପୁରୀ ଓ କୋଣାର୍କ ଯିବେ ରାଷ୍ଟ୍ରପତି

ପୁରୀ : ଆସନ୍ତାକାଲି ପୁରୀ ଓ କୋଣାର୍କ ଗସ୍ତରେ ଯିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପ୍ରଥମେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ଏଥିପାଇଁ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଗସ୍ତ ପୂର୍ବରୁ ବରିଷ୍ଠ ପୋଲିସ ଅଧିକାରୀ…

‘ମୋ କଲେଜ’ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ପ୍ରତି କଲେଜକୁ ୫୦ ହଜାର ଟଙ୍କା ଦେବାକୁ ନବୀନଙ୍କ ଘୋଷଣା 

ଭୁବନେଶ୍ୱର: ପ୍ରଥମେ ‘ମୋ ସ୍କୁଲ’ ପରେ ଏବେ ‘ମୋ କଲେଜ’ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂରେ ଏହି ଅଭିଯାନର ଶୁଭାରମ୍ଭ କରିଛନ୍ତି । ବିଭିନ୍ନ କଲେଜରେ ଛାତ୍ରଛାତ୍ରୀ ଏଥିରେ ଯୋଡ଼ି ହୋଇଥିଲେ । ରାଜ୍ୟର…

ପ୍ରମୋଦ, ସ୍ୱୟମ୍ସ, ପଂଚାନନ ଓ ଅରୁଣଙ୍କୁ ମିଳିଲା ସମ୍ମାନଜନକ ଓସଜା ପୁରସ୍କାର

ଭୁବନେଶ୍ୱର: ଅର୍ଜୁନ ପୁରସ୍କାର ବିଜେତା ପାରା ବ୍ୟାଡମିଂଟନ ତାରକା ପ୍ରମୋଦ ଭଗତ(୨୦୧୯), ଚେସ୍ ଗ୍ରାଣ୍ଡମାଷ୍ଟର ସ୍ୱୟମ୍ସ ମିଶ୍ର(୨୦୨୦)ଙ୍କୁ ରବିବାର ଆୟୋଜିତ ଏକ ନିରାଡମ୍ବର ପରିବେଶରେ ଦୁଇ ବର୍ଷର ଶ୍ରେଷ୍ଠ କ୍ରୀଡାବିତ୍ ପୁରସ୍କାର ପ୍ରଦାନ କରାଯାଇଛି । ସେହିପରି ଖେଳାଳିରୁ ସଫଳ ପ୍ରଶିକ୍ଷକ…