ରାଜ୍ୟରୁ ୫୮ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୫୮ ନୂଆ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୨୪ରେ ପହଞ୍ଚିଛି।
ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆଜି ମୋଟ୍ ସୁସ୍ଥତାଙ୍କ ମଧ୍ୟରେ ସୁନ୍ଦରଗଡରୁ…