Latest Odisha News

BREAKING NEWS

୫୦ ବର୍ଷର ରେକର୍ଡ ଭାଙ୍ଗିଲା ଅଷ୍ଟ୍ରେଲିଆର ବନ୍ୟା ବିତ୍ପାତ

ମେଲବର୍ଣ୍ଣ: ସପ୍ତାହକ ମଧ୍ୟରେ ଅଷ୍ଟ୍ରେଲିଆର ପୂର୍ବ ଉପକୂଳରେ ପ୍ରବଳ ବର୍ଷା ହେତୁ କେତେକ ଅଞ୍ଚଳରେ ଅର୍ଦ୍ଧ ଶତାବ୍ଦୀରେ ସବୁଠାରୁ ଅଧିକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ଅଧିକାରୀମାନେ ରବିବାର ଦିନ କହିଛନ୍ତି। ଏଥିପାଇଁ ହଜାର ହଜାର ଲୋକଙ୍କୁ ଘର ଛାଡିବାକୁ ବାଧ୍ୟ କରାଯାଇଛି।…

ଓଡ଼ିଶୀ ନୃତ୍ୟଶିଳ୍ପୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ପରଲୋକରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ…

ଭୁବନେଶ୍ୱର: ପ୍ରଥମ ଓଡ଼ିଶୀ ନୃତ୍ୟଶିଳ୍ପୀ ତଥା ଦିବଂଗତ ଓଡ଼ିଶୀ ନୃତ୍ୟ ଗୁରୁ କେଳୁଚରଣ ମହାପାତ୍ରଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସ୍ଵର୍ଗତ କେଳୁଚରଣ ମହାପାତ୍ର ଓ ତାଙ୍କର ଧର୍ମପତ୍ନୀ…

NIT ସମାବର୍ତ୍ତନ ଉତ୍ସବରେ ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଲେ ରାଷ୍ଟ୍ରପତି

ରାଉରକେଲା: ଏନଆଇଟିର ୧୮ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଛାତ୍ରଛାତ୍ରୀଙ୍କୁ ରାଷ୍ଟ୍ରପତି ପରାମର୍ଶ ଦେଇଛନ୍ତି, ଯାହା ନିଜକୁ ସନ୍ତୁଷ୍ଟ କରେ ତାହା କରିବା ପାଇଁ ବାଛନ୍ତୁ ଜ୍ଝ ଏମିତି କର ଯାହା ତୁମକୁ ନିଜ ଆକାଂକ୍ଷା ପୂରଣ ଦିଗର୍ ଅଧିକ ନିକଟତର କରିବ ।…

ବିଶ୍ୱର ସବୁଠାରୁ ଶକ୍ତିଶାଳୀ ସାମରିକ ଶକ୍ତି କ୍ଷେତ୍ରରେ ଚତୁର୍ଥ ସ୍ଥାନରେ ରହିଛି ଭାରତ

ନୂଆଦିଲ୍ଲୀ: ପ୍ରତିରକ୍ଷା ୱେବସାଇଟ୍ ମିଲିଟାରୀ ଡାଇରେକ୍ଟ ଦ୍ୱାରା ରବିବାର ପ୍ରକାଶିତ ଏକ ଅଧ୍ୟୟନ ଅନୁଯାୟୀ ଚୀନ୍‌ର ବିଶ୍ୱରେ ସବୁଠାରୁ ଶକ୍ତିଶାଳୀ ସାମରିକ ଶକ୍ତି ଥିବାବେଳେ ଭାରତ ଚତୁର୍ଥ ସ୍ଥାନରେ ରହିଛି। ଆମେରିକାର ବିପୁଳ ସାମରିକ ବଜେଟ୍ ସତ୍ବେ ୭୪ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ…

କବିତା ନିଜେ ହିଁ ନିଜକୁ ବଖାଣେ : ସୁରେଶ ନାୟକ

ସମକାଳର ଜଣେ ନିଆରା ଶବ୍ଦଶିଳ୍ପୀ ସୁରେଶ ନାୟକ । ଗତ ତିନି ଦଶନ୍ଧି ଧରି ଓଡ଼ିଆ କବିତା ଜଗତରେ ଜଣେ ନିଷ୍ଠାପର ସ୍ରଷ୍ଟା ଭାବରେ, ସେ ସୃଷ୍ଟି କରିଚାଲିଛନ୍ତି ଅନେକ କବିତା। ସେ କବିତା ମାଧ୍ୟମରେ ଏକ ଅନ୍ତର୍ଯାତ୍ରାରେ ବିଶ୍ୱାସ ରଖନ୍ତି। ସରଳତା ଭିତରେ ତୀକ୍ଷ୍ମତା ଓ ସ୍ୱାଭାବିକତା ଭିତରେ…

ଇଣ୍ଟରନେଟ୍‌ ସେନ୍ସେସନ୍‌ ପାଲଟିଛି ସମୁଦ୍ର କୂଳରେ ଦୁଇ କୁକୁରଙ୍କ ବେଲୁନ୍‌ ଖେଳ

ନୂଆଦିଲ୍ଲୀ: ସମୁଦ୍ର କୂଳରେ ଏକ ବେଲୁନ୍ ସହିତ ଖେଳୁଥିବା ଦୁଇଟି କୁକୁରର ଏକ ସମ୍ପୂର୍ଣ୍ଣ ଆକର୍ଷଣୀୟ ଭିଡିଓ ଇଣ୍ଟରନେଟରେ ଭାଇରାଲ ହେଉଛି। ଏହାକୁ ‌ଦେଖିଲା ପରେ ଆପଣଙ୍କୁ ନିଶ୍ଚିତ ଭାବରେ ହସ ଲାଗିବ। ଏହି ସର୍ଟ କ୍ଲିପ୍ ଟ୍ୱିଟରରେ BRFC ହପକିନ୍ସ ପୋଷ୍ଟ କରାଯାଇଥିଲା ଏବଂ ଏପର୍ଯ୍ୟନ୍ତ ଏହାକୁ…

କାହ୍ନା ବ୍ୟାଘ୍ର ଅଭୟାରଣ୍ୟକୁ ଫେରିଯିବ ସୁନ୍ଦରୀ

ଅନୁଗୁଳ : ସାତକୋଶିଆରେ ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ଆଜି ସୁନ୍ଦରୀ ମଧ୍ୟପ୍ରଦେଶ ଫେରିଯିବ । ଏଥି ପାଇଁ ଏକ ୬ ଜଣିଆ ବିଶେଷଜ୍ଞ ଦଳ ସାତକୋଶିଆ ଅଭିମୁଖେ ଆସୁଛନ୍ତି । ଆଜି ଅପରାହ୍ନ ସୁଧା ଏହି ବିଶେଷଜ୍ଞ ଦଳ ଅନୁଗୁଳରେ ପହଞ୍ଚିବେ । ସାତକୋଶିଆ ବନ ଅଧିକାରୀ ମାନଙ୍କ ସହ ଆଲୋଚନା ପରେ ରାଇଗୁଡା…

ଘଣ୍ଟାଏ ଧରି ଆକାଶରେ ଚକ୍କର ମାରିଲା ବିମାନ, ୩ ଥର ଅବତରଣ ବିଫଳ

ନୂଆଦିଲ୍ଲୀ: ଭାବନ୍ତୁ ଆପଣ ବିମାନରେ କୌଣସି ସ୍ଥାନକୁ ଯାତ୍ରା କରୁଛନ୍ତି । ଅଥଚ ବିମାନ ଅବତରଣ କରିପାରୁନାହିଁ । ପ୍ରାୟ ଗୋଟିଏ ଘଣ୍ଟା ଧରି ଅବତରଣ ଉଦ୍ୟମ କରି ବିଫଳ ହେଉଛି ବିମାନ । ତା’ପରର ଅବସ୍ଥା କଣ ହେବ ଆପଣଙ୍କର ? ନିଶ୍ଚୟ ମନରେ ଆଶଙ୍କା ସହ ଆପଣଙ୍କ ହୃଦସ୍ପନ୍ଦନ ବଢ଼ିଯିବ । ଏମିତି…

କରୋନା ଟିକା ନେଲେ ଅଭିନେତ୍ରୀ ଶର୍ମିଲା ଟାଗୋର

ନୂଆଦିଲ୍ଲୀ: ଅଭିନେତ୍ରୀ ଶର୍ମିଲା ଟାଗୋରଙ୍କୁ କରୋନା ଟିକାକରଣ କରାଯାଇଛି। ଝିଅ ସୋହା ସୋସିଆଲ୍‌ ମିଡିଆରେ ଏହି ସୂଚନା ଦେଇଛନ୍ତି। ଏହାପୂର୍ବରୁ ତାଙ୍କ ପୁଅ ସୈଫ ଅଲି ଖାନ, ଧର୍ମେନ୍ଦ୍ର, ହେମା ମଲିନୀ, କମଲ ହାସନ, ନାଗାର୍ଜୁନ, ଜିତେନ୍ଦ୍ର, ପରେଶ ରାୱଲ, ଅନୁପମ ଖେର, ସତୀଶ ଶାହା,…

ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ମାଓବାଦୀଙ୍କ ବର୍ବର ହିଂସା କାଣ୍ଡ

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ମାଓବାଦୀଙ୍କ ବର୍ବର ହିଂସା କାଣ୍ଡ ଭିଆଇଥିବା ସୂଚନା ମିଳିଛି। ଅପହରଣ ପରେ ଯବାନଙ୍କୁ ଗୁଳି କରି ହତ୍ୟା କଲେ ଲାଲବାହିନୀ । ସୋନୁ ପୁନମ ନାମକ ଜଣେ ଡିଆରଜି ଜବାନ ଗତକାଲି ରାତିରେ ମୋଟର ସାଇକେଲ ଯୋଗେ ନିଜ ଶ୍ବଶୁର ଘରକୁ…