Latest Odisha News

BREAKING NEWS

ଦେଶରେ ୯୦ କୋଟିରୁ ଅଧିକ ଲୋକ ଟିକାକୃତ

ନୂଆଦିଲ୍ଲୀ: ଜାନୁଆରୀ ୧୬ରେ ଦେଶବ୍ୟାପୀ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା ଯେଉଁଥିରେ ପ୍ରଥମ ପର୍ଯ୍ୟାୟରେ ସ୍ୱାସ୍ଥ୍ୟସେବା କର୍ମଚାରୀମାନେ ଟିକ‌ାକରଣ କରାଯାଇଥିଲା। ଫେବୃଆରୀ ୨ରେ ଫ୍ରଣ୍ଟଲାଇନ କର୍ମଚାରୀଙ୍କ ପାଇଁ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା। କରୋନା ଟିକାକରଣର ପରବର୍ତ୍ତୀ…

ସାମୁହିକ ସ୍ବଚ୍ଛତା ଦିବସ, ପ୍ଲାଷ୍ଟିକର ବ୍ୟବହାର ଉପରେ ରୋକ୍

ଗଞ୍ଜାମ : ଗଞ୍ଜାମ ଜିଲ୍ଲାରେ ସାମୁହିକ ସ୍ବଚ୍ଛତା ଦିବସ ପାଳନ ।  ପ୍ଲାଷ୍ଟିକର ବ୍ୟବହାରକୁ ସମ୍ପୂର୍ଣ୍ଣ ବାରଣ କରିବା ନେଇ ପ୍ରଚାର ପ୍ରସାର କାର୍ଯ୍ୟକ୍ରମ  ଆରମ୍ଭ କରାଯାଇଛି । ଏହି ସ୍ବଚ୍ଛତା କାର୍ଯ୍ୟକ୍ରମ ମାସ ତମାମ ପାଳନ କରାଯାଇ ରାଲି ମାଧ୍ୟମରେ ଜନ ସଚେତନତା ପାଇଁ ଅଭିଯାନ ଜାରି ରହିବ…

ଏଲପିଜି ସିଲିଣ୍ଡର ଭର୍ତ୍ତି ଟ୍ରକରେ ଲାଗିଲା ନିଆଁ

ସୁନ୍ଦରଗଡ଼ ଏଲପିଜି ସିଲିଣ୍ଡର ଭର୍ତି ଟ୍ରକରେ ଲାଗିଲା ନିଆଁ । ସୂଚନା ଅନୁସାରେ ଟ୍ରକଟି ସମ୍ବଲପୁର-ରାଉରକେଲା ଏକ୍ସପ୍ରେସ ୱେରେ ଝାରସଗୁଡାରୁ ରାଉରକେଲା ଯାଉଥିଲା ବେଳେ ଏପରି ଅଘଟଣ ଘଟିଛି । ଗାଡି ଚାଳକ ରସରାଜପୁର ନିକଟରେ ଗାଡିର ଇଞ୍ଜିନରେ ଧୂଆଁ ବାହାରୁଥିବା ଦେଖିଥିଲେ। ପରେ ପୁରା…

ମୂର୍ତ୍ତି ଉଚ୍ଚତା ବିବାଦ ପ୍ରସଙ୍ଗ, ହସ୍ତକ୍ଷେପ ନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ମୂର୍ତ୍ତି ଉଚ୍ଚତା ବିବାଦ ପ୍ରସଙ୍ଗ । ହସ୍ତକ୍ଷେପ ନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । କଟକଣା ପାଇଁ ସରକାର ଜାରି କରିଥିବା ମୂର୍ତ୍ତିର ଉଚ୍ଚତା ଓ ପରଦା ନିୟମକୁ ବିରୋଧ କରି ଦାୟର ମାମଲାର ଶୁଣାଣିରେ ହାଇକୋର୍ଟ ଅନ୍ତ ଘଟାଇଛନ୍ତି । ଏପରି ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ…

ଉଦ୍ଧାର ହେଲା ୮ ଫୁଟ୍ ଲମ୍ବର ଅଜଗର ସାପ

ମାଲକାନଗିରି: ଚିତ୍ରକୋଣ୍ଡା ବ୍ୟାଙ୍କ କଲୋନୀରୁ ଉଦ୍ଧାର ହେଲା ବିରାଟକାୟ ଅଜଗର ସାପ । ସ୍ଥାନୀୟ ବାସିନ୍ଦା ରବି ପତଙ୍ଗଙ୍କ ଘର ପଛପଟୁ ଏକ ୮ ଫୁଟ୍ ଲମ୍ବର ଅଜଗର ସାପ ଉଦ୍ଧାର ହୋଇଛି । ପରବର୍ତ୍ତୀ ସମୟରେ ସାପଟିକୁ ଉଦ୍ଧାର କରାଯାଇଥିବା ସୂଚନା । ଆଜି ସକାଳୁ ରବି ପତଙ୍ଗଙ୍କ ପରିବାର ଲୋକେ…

ବିଗ୍‌ ବସ ୧୫; ସପ୍ତାହକୁ ୨୫ କୋଟି ନେବେ ସଲମାନ୍‌!

ନୂଆଦିଲ୍ଲୀ: ଟେଲିଭିଜନ ଜଗତର ସବୁଠାରୁ ବିବାଦୀୟ ଶୋ 'ବିଗ୍ ବସ୍'ର ୧୫ ତମ ସିଜନ୍ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ଶୋ’ର ଗ୍ରାଣ୍ଡ ପ୍ରିମିୟର ଆଜି ରାତି ୯ଟାରେ ଅନୁଷ୍ଠିତ ହେବ। ଯେଉଁଥିରେ ବଲିଉଡ ଅଭିନେତାମାନେ ହୋଷ୍ଟିଂ କରୁଥିବା ଦେଖିବାକୁ ମିଳିବ। ଏହି ସମୟରେ ସୋ’ର ପ୍ରିମିୟର ଆରମ୍ଭ…

ଲେହରେ ଉଡିଲା ବିଶ୍ୱର ସବୁଠୁ ବଡ ଖଦି ତ୍ରିରଙ୍ଗା

ଲଦାଖ: ଲେହରେ ଉଡିଲା ବିଶ୍ୱର ସବୁଠୁ ବଡ ଖଦି ତ୍ରିରଙ୍ଗା । ଗାନ୍ଧୀ ଜୟନ୍ତୀ ଅବସରରେ ୨୨୫ ଫୁଟ ଲମ୍ବ ଓ ୧୫୦ ଫୁଟ ଓସାରର ବିଶାଳ ତ୍ରିରଙ୍ଗା ଉଡିଲା । ତ୍ରିରଙ୍ଗା ୨୨୫ ଫିଟ ଲମ୍ବ ଓ ୧୫୦ ଫିଟ ଚଉଡା ରହିଛି । ଏଥିସହ ଏହାର ଓଜନ ରହିଛି ୧ ହଜାର କେଜି । ଏହି ବିଶାଳ ଖଦି ତ୍ରିରଙ୍ଗାକୁ ଭାରତୀୟ…

ବଣ୍ଡା ଘାଟିର ଗର୍ବ ମାଳତୀ ଶୀଶା

ମାଲକାନଗିରି : ଚର୍ଚ୍ଚାରେ ଉଚ୍ଚ ଶିକ୍ଷିତା ବଣ୍ଡା ଯୁବତୀ । ପଙ୍କରେ ପଦ୍ମ ଫୁଟିଲା ଭଳି ମାଲକାନଗିରିରେ ଉଦାହରଣ ପାଲଟିଛନ୍ତି ବଣ୍ଡା ଯୁବତୀ ମାଳତୀ ଶିଶା । ପ୍ରଥମ ଥର ଲାଗି ବଣ୍ଡା ଜନ ଜାତିର ଜଣେ ଯୁବତୀ ଏମ.ଏ. ପାଶ କରିଛନ୍ତି । ଯାହାକୁ ନେଇ ଏବେ ମାଲକାନଗିରି ଜିଲ୍ଲାରେ ବେଶ ଚର୍ଚ୍ଚା ।…

ବିଶ୍ୱବ୍ୟାପୀ କରୋନା ମୃତ୍ୟୁସଂଖ୍ୟା ୫ ନିୟୁତ ଟପିଲା

ବାଙ୍ଗାଲୋର: ବିଶ୍ୱବ୍ୟାପୀ କରୋନା ଜନିତ ମୃତ୍ୟୁସଂଖ୍ୟା ଶୁକ୍ରବାର ସୁଦ୍ଧା ରେ ୫ ନିୟୁତ ଅତିକ୍ରମ କରିଛି। ଯୁକ୍ତରାଷ୍ଟ୍ର ଆମେରିକା, ରୁଷ, ବ୍ରାଜିଲ, ମେକ୍ସିକୋ ଏବଂ ଭାରତରେ ସାତ ଦିନର ହାରାହାରି ବିଶ୍ବର ମୃତ୍ୟୁହାରର ଅଧାରୁ ଅଧିକ ରିପୋର୍ଟ ହୋଇଛି। କୋଭିଡ୍‌ ମୃତ୍ୟୁରେ ୨.୫…

ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ୧୨ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ କେନ୍ଦ୍ର ବୁଧବାର ଅପରାହ୍ନ ୪ ଟା ପର୍ଯ୍ୟନ୍ତ ଓଡିଶାର ୧୨ଟି ଜିଲ୍ଲାର କେତେକ ଅଞ୍ଚଳରେ ବଜ୍ରପାତ ସହ ହାଲୁକା ଏବଂ ମଧ୍ୟମ ବର୍ଷା ନେଇ ପୂର୍ବାନୁମାନ କରିଛି। ଆସନ୍ତା ତିନି ଘଣ୍ଟା ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼,…