ସ୍ୱଚ୍ଛ ଭାରତ ଓ ସୁରକ୍ଷିତ ଭାରତ କାର୍ଯ୍ୟକ୍ରମ ଆରମ୍ଭ
ପୁରୀ : ପୁରୀ ନେହେରୁ ଯୁବକେନ୍ଦ୍ର ପକ୍ଷରୁ ଗୁଣ୍ଡିଚା ମନ୍ଦିର ସମ୍ମୁଖରୁ ସ୍ୱଚ୍ଛ ଭାରତ ଓ ସୁରକ୍ଷିତ ଭାରତ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । କେନ୍ଦ୍ର ଯୁବ ଓ କ୍ରୀଡା ବ୍ୟାପର ବିଭାଗ ଆହ୍ଵାନରେ ଏହା କରାଯାଇଛି । ଏହି କାର୍ଯ୍ୟକ୍ରମରେ ପୁରୀ କେନ୍ଦ୍ରର ସଂଯୋଜକ ଜୟଶଙ୍କର ଯୋଶୀଙ୍କ ନେତୃତ୍ୱରେ…