Latest Odisha News

BREAKING NEWS

ବିଜେପି ବିଧାୟକଙ୍କୁ ଆଲୋଚନାରେ କି ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ ?

ଭୁବନେଶ୍ୱର: ମଣ୍ଡିରୁ ଧାନ ଉଠିାଇବା ଓ ବିଧାନସଭା ଅଚଳାବସ୍ଥା ସମ୍ପର୍କରେ ବିଜେପି ବିଧାୟକଙ୍କ ସହ ନବୀନ ନିବାସରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୃହର ନେତାଙ୍କୁ ଭେଟି ଆଲୋଚନା କରିଛନ୍ତି ବିଜେପି ବିଧାୟକ । ଆଜି ବିଜେପି ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା…

ଦିଦିଙ୍କ ଖେଲା ହୋବେ, ମୋଦିଙ୍କ ଜବାବ ଖେଲା ଶେଷ ହୋବେ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ବ୍ୟାଟଲ୍ ଗ୍ରାଉଣ୍ଡ । ନିର୍ବାଚନ ତାରିଖ ଯେତିକି ପାଖଉଛି ଟିଏମସି-ବିଜେପି ପ୍ରଚାର ସେତିକି ସରଗରମ ହେଉଛି । ତେଜୁଛି ବାକଯୁଦ୍ଧ । ହ୍ୱିଲ ଚେୟାରରେ ବସି ପ୍ରଚାରକୁ ଓହ୍ଲାଇଥିବା ଦିଦି ପ୍ରତି ରାଲି ଓ ସଭାରେ ଖେଲା ହୋବେ ବୋଲି ନାରା ଦେଉଛନ୍ତି । ତାଙ୍କୁ ଆଜି…

ନବୀନ ନିବାସରେ ବିଜେପି ବିଧାୟକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର: ବିଧାନସଭାରେ ଅଚଳାବସ୍ଥା ଓ ଧାନ ମଣ୍ଡି ଅବ୍ୟବସ୍ଥା ସମ୍ପର୍କରେ ଆଲୋଚନା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନବୀନ ନିବାସ ଯାଇଛି ବିଜେପି ବିଧାୟକଙ୍କ ଟିମ୍ । ସେମାନେ ନବୀନ ନିବାସ ଆଗରେ ଧାରଣା ଦେଇଥିବା ବେଳେ ସେମାନଙ୍କୁ ଭେଟିବା ପାଇଁ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ । ଚାଲି…

ଚାଷୀ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନବୀନ ନିବାସରେ ବିଜେପି ବିଧାୟକ ଟିମ୍

ଭୁବନେଶ୍ୱର: ଚାଷୀ ପ୍ରସଙ୍ଗରେ ବିଧାନସଭା ଅଚଳ । ଚାଲି ପାରୁନି ଗୃହ । ଛଅ ଦିନ ହେଲା ଅଚଳାବସ୍ଥା ଲାଗି ରହିଛି । ମଣ୍ଡି ଅବ୍ୟବସ୍ଥା ସମ୍ପର୍କରେ ଆଲୋଚନା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନବୀନ ନିବାସ ଆସୁଛି ବିଜେପି ବିଧାୟକଙ୍କ ଟିମ୍ । ମଣ୍ଡିରୁ କେବେ ଧାନ ଉଠିବ ସେନେଇ ଆଲୋଚନା…

ଓକିଲଙ୍କୁ ଭେଟିପାରିବେ ଆକାଶ ପାଠକ, ଅନୁମତି ଦେଲେ ହାଇକୋର୍ଟ

କଟକ: ନିଜ ଓକିଲଙ୍କ ସହ ସାକ୍ଷାତ କରିପାରିବେ ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକ । ମାମଲାର ଶୁଣାଣି କରି ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏଥିସହ ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି କୋର୍ଟ । ରାଜ୍ୟ ସରକାର, ଜେଲ୍ ଡିଜି ଓ ରାଜ୍ୟ ଆଇନସେବା…

ସାପଙ୍କ କବଜାରେ ପୁରୀ ବ୍ଲୁ ଫ୍ଲାଗ ବିଚ୍

ପୁରୀ: ବ୍ଲୁ ଫ୍ଲାଗ ବିଚରେ ସାପ ଆତଙ୍କ । ପୁରୀ ବେଳାଭୂମିରେ ନୂଆ କରି ନିର୍ମାଣ କରାଯାଇଥିବା ବ୍ଲୁ ଫ୍ଲାଗ ବିଚରେ ସାପ ଆତଙ୍କ ଦେଖାଦେଉଛି । ଯାହା ଅଧିକାରୀମାନଙ୍କ ମୁଣ୍ଡ ବଥାର କାରଣ ପାଲଟିଛି । ୧୫ ଦିନ ତଳେ ମହିଳା ଶୌଚାଳୟରେ ଏକ ନାଗ ସାପ ପସିଯାଇଥିଲା । କର୍ତ୍ତୃପକ୍ଷଙ୍କୁ ସାପକୁ…

ଡ୍ରୋନ ମାଧ୍ୟମରେ ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲା NSG ଟିମ୍

ପୁରୀ: ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡାଇଲା NSG ଟିମ୍ । ଡ୍ରୋନ୍ ମାଧ୍ୟମରେ NSG ଟିମ୍ ମନ୍ଦିରର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛି । ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ବୁଲି ଭଲ ଭାବେ ଏନଏସଜି ଟିମ୍ ସୁରକ୍ଷା ବ୍ୟବସ୍ଥା ଦେଖିଛି ।  ଆଜି ଭୋର ସମୟରେ ଏନଏସଜିର ୩ଜଣିଆ ଟିମ୍ ସୁରକ୍ଷା…

ରାଜ୍ୟରେ ଆଜି ନୂଆ ୮୪ କରୋନା ସଂକ୍ରମିତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୪୮୯କୁ ବୃଦ୍ଧି 

ଭୁବନେଶ୍ବର: ରାଜ୍ୟରେ କାୟା ମେଲାଇଛି କରୋନା । ପ୍ରତିଦିନ ନୂଆ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୮୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୪୮୯ରେ…

  କବିତା : କେହିଜଣେ

ନାରାୟଣ ସାହୁ  କେତେ କେତେ କ୍ରୁଶବିଦ୍ଧ ଯୁଦ୍ଧ ଯେ ଲଢ଼ିଲି ଦୂର୍ଗମ୍ୟ ଅରଣ୍ୟ ସବୁ ବିଚରଣ କଲି, ଭଙ୍ଗା ମାଠିଆରେ ପାଣି ରଖି ମଥା ଉପର ସୂର୍ଯ୍ୟଙ୍କୁ ମୁଣ୍ଡିଆ ମାରିଲି, ଶାନ୍ତି ଶାନ୍ତି ଗୁଣୁଗୁଣୁ ହେଲି! କେତେ ଅବଦମିତ ଇଚ୍ଛା , ଅନିଚ୍ଛା ଓ ସ୍ଵାଧୀନତାକୁ ନିଜ ପାପୁଲିରେ…

ଅନୁଭବଙ୍କ ବିରୋଧରେ ପୁଣି ଅଭିଯୋଗ କଲେ ବର୍ଷା 

କଟକ: ଓଲିଉଡର ଚର୍ଚ୍ଚିତ ଦମ୍ପତି ବର୍ଷା ପ୍ରିୟଦର୍ଶିନୀ ଏବଂ ଅନୁଭବ ମହାନ୍ତିଙ୍କ ମଧ୍ୟରେ ବୈବାହିକ ବିବାଦ ଚାଲିଥିବା ବେଳେ ସେ ପୁଣି ଥରେ ସ୍ୱାମୀ ଏବଂ ଶାଶୁଙ୍କ ବିରୋଧରେ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ବୁଧବାର ଦିନ ପୁରୀଘାଟ ଥାନାରେ ବର୍ଷା ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ…