Latest Odisha News

BREAKING NEWS

ମାନସିକ ଚାପ ଏବଂ ଚିନ୍ତା ଦୂର କରିବା ପାଇଁ ଆପଣାନ୍ତୁ ଏହି ସରଳ ଯୋଗାଭ୍ୟାସ

ମାନସିକ ଚାପ ଆମମାନଙ୍କ ସ୍ଵାସ୍ଥ୍ୟରେ ଏକ ନକରାତ୍ମକ ପ୍ରଭାବ ପକାଇଥାଏ । ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନରେ ପ୍ରାୟ ଲୋକ ବିଭିନ୍ନ କାରଣକୁ ନେଇ ଲୋକେ ଚିନ୍ତାରେ ରହୁଥିବା ଦେଖିବାକୁ ମିଳୁଛି । ଯେତେବେଳେ ମାନସିକ ଚାପ ଏବଂ ଦୁଶ୍ଚିନ୍ତା ଏକା ସଙ୍ଗେ ମାଡିବସେ ସେତେବେଳେ ଅବସାଦ ବା ଅନ୍ୟ…

ଭିଜିଲାନ୍ସ ଜାଲରେ ରାୟଗଡ଼ା ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ

ରାୟଗଡ଼ା: ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ରାୟଗଡ଼ା ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ବୀରେନ୍ଦ୍ର ଖରାଙ୍କ ଘର ସମେତ ୬ଟି ସ୍ଥାନରେ ଏହି ଭିଜିଲାନ୍ସ ଚଢଉ ଚାଲିଛି । ରାୟଗଡ଼ା ଭିଜିଲାନ୍ସ ଡିଏସପି ଅନନ୍ତ ପ୍ରସାଦ ମଲ୍ଲିକଙ୍କ ନେତୃତ୍ୱରେ ୪ ଜଣିଆ ଟିମ ଏହି ଚଝଉ…

କେଭିପିୱାଇରେ ସାଇ ଇଣ୍ଟର ନ୍ୟାସନାଲର ଅତୀଶ ଓଡିଶା ଟପ୍ପର, ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଦ୍ୱାରା ପରିଚାଳିତ କିଶୋର ବୈଜ୍ଞାନିକ ପ୍ରୋତ୍ସାହନ ଯୋଜନା(କେଭିପିୱାଇ)ରେ ଓଡିଶାରୁ ଟପର ହୋଇଥିବା ଅତୀଶ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ଏଥି ସହ ସମସ୍ତ କୃତୀ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳମୟ ଭବିଷ୍ୟତ…

କଟକରେ ୧୨ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ

କଟକ: କଟକ ଲିଙ୍କରୋଡ୍ ସ୍ଥିତ ଏକ ଶିକ୍ଷାନୁଷ୍ଠାନର ପ୍ରାୟ ୧୨ ଛାତ୍ରଛାତ୍ରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୂଚନା ଅନୁଯାୟୀ, କରୋନା ଲକ୍ଷଣ ଦେଖାଯିବା ପରେ ସମ୍ପୃକ୍ତ ଛାତ୍ରଛାତ୍ରୀ ମାନଙ୍କର ଆଣ୍ଟିଜେନ୍ ଟେଷ୍ଟ କରାଯାଇଥିଲା। ତନ୍ମଧ୍ୟରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ପଜିଟିଭ୍…

ହେଲମେଟ୍ ନ ପିନ୍ଧି ଟ୍ରକ ଚଳାଉଥିବାରୁ ଡ୍ରାଇଭରଙ୍କୁ ହଜାରେ ଟଙ୍କା ଫାଇନ୍!

ଗଂଜାମ: ଟ୍ରକ ଚଳାଇବା ବେଳେ ହେଲମେଣ୍ଟ ପିନ୍ଧି ନ ଥିବାରୁ ହଜାରେ ଟଙ୍କା ଫାଇନ ପକାଇଛି ରାଜ୍ୟ ଟ୍ରାଫିକର ଏନଫୋର୍ସମେଣ୍ଟ ଶାଖା । ଏହା ଶୁଣିବାକୁ ଟିକେ ଅଡୁଆ ଲାଗୁଥିଲେ ବି କଥାଟା ସତ । ଏପରି ଏକ ଘଟଣା ଘଟିଛି ଗଂଜାମରେ । ପ୍ରମୋଦ କୁମାର ସ୍ୱାଇଁ ନାମକ ଏହି ଟ୍ରକ ଡ୍ରାଇଭରଙ୍କ ନାଁରେ ଏହି…

ଦେଶର ଏହି ସହରରେ ଆଜିଠୁ ନାଇଟ୍ କର୍ଫ୍ୟୁ

ମୁମ୍ବାଇ: ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ଦେଶର ଅନେକ ରାଜ୍ୟ ତଥା ସହରରେ ପୁଣିଥରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରାଯାଇଛି। ମହାରାଷ୍ଟ୍ରର ନାଗପୁର, ଆକୋଲା, ପୁଣେ ଏବଂ ଗୁଜୁରାଟର ଅହମ୍ମଦାବାଦ ସମେତ ୪ ଟି ସହରରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରାଯାଇଛି। ସେହିପରି ମଧ୍ୟପ୍ରଦେଶର…

ଧନ୍ୟ ତୁ ଗୁଣ୍ଡୁଚିମୂଷା

ଗୁଣ୍ଡୁଚିମୂଷା-କ୍ଷୁଦ୍ର ପ୍ରାଣୀଟିଏ, ନିରିହବି । କିନ୍ତୁ ତା’ ନାଁଟି ଶୁଣିଲେ ବା ତାକୁ ଦେଖିଲେ, ସ୍ୱତଃଶ୍ରୀରାମଚନ୍ଦ୍ରଙ୍କର ସେତୁନିର୍ମାଣ ଦୃଶ୍ୟ ଭାସିଉଠେ । ମାତା ସୀତାଙ୍କ ସନ୍ଧାନ ପାଇବା ପରେ ଲଙ୍କାକୁ ଯିବା ପାଇଁସେତୁ ନିର୍ମାଣରେ ବାନରସେନା ପ୍ରାଣମୂର୍ଚ୍ଛା ଲାଗିପଡିଛନ୍ତି । ବଡବଡ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୧୮-୩-୨୦୨୧ ଗୁରୁବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ମାର୍ଚ୍ଚ ତା ୧୮ରିଖ ଗୁରୁବାର ମୀନ ୫ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥି କୃତ୍ତିକା ନକ୍ଷତ୍ର ମେଷ ଚନ୍ଦ୍ର ଆଜିର ଘାତ ବାର- ତୁଳା ଓ କୁମ୍ଭ ରାଶିର ଆଜିର ଘାତ ଚନ୍ଦ୍ର- ମେଷ ରାଶିର ଆଜିର…

ଆସନ୍ତାକାଲିଠାରୁ ଲିଙ୍ଗରାଜଙ୍କ ସେବାୟତଙ୍କୁ ଦିଆଯିବ କରୋନା ଟିକା

ଭୁବନେଶ୍ବର : ଆସନ୍ତାକାଲିଠାରୁ ଲିଙ୍ଗରାଜଙ୍କ ସେବାୟତଙ୍କୁ ଦିଆଯିବ କରୋନା ଟିକା । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ପ୍ରତିଦିନ ୫୦ ଜଣ ଲେଖାଏଁ ସେବାୟତଙ୍କୁ ଟିକାକରଣ କରାଯିବ । କରୋନା ଟିକା ନେବେ ଲିଙ୍ଗରାଜ ମନ୍ଦିରର ପ୍ରାୟ ତିନି ଶହରୁ…

ରାଜଧାନୀରେ ବଢୁଛି ଅପରାଧ, ପୋଲିସ କମିଶନରଙ୍କୁ ଭେଟିଲା ବିଜେପି ମହିଳା ମୋର୍ଚ୍ଚା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ବଢୁଛି ଅପରାଧ । ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଛି । ଏନେଇ ପୋଲିସ କମିଶନରୁ ଭେଟିଛି ବିଜେପି ମହିଳା ମୋର୍ଚ୍ଚା । ବିଜେପି ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧୀ ଦଳ ପୋଲିସ…