Latest Odisha News

BREAKING NEWS

ମାଳି ପର୍ବତରୁ ଖଣି ଖନନ ସପକ୍ଷରେ କୋରାପୁଟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

କୋରାପୁଟ : କୋରାପୁଟରେ ଖଣି ସପକ୍ଷବାଦୀଙ୍କ ରାଲି । ମାଳି ପର୍ବତରୁ ବକ୍ସାଇଟ୍ ଖନନଜୁ ସମର୍ଥନ ଜଣାଇଛନ୍ତି ୪ଟି ପଞ୍ଚାୟତର ଲୋକେ । ତୁରନ୍ତ ଖଣି ଖନନ କରାଗଲେ ଅଞ୍ଚଳର ଲୋକଙ୍କୁ ନିଯୁକ୍ତି ମିଳିବ ବୋଲି ଲୋକେ ଦାବି କରିଛନ୍ତି । ଖଣି ଖନନ କରିବା ନେଇ ଜନ ଶୁଣାଣି କରିବାକୁ ଜିଲ୍ଲାପାଳଙ୍କ…

ମହାବୀର ବସ୍ତିରେ ମହିଳାଙ୍କୁ ହତ୍ୟା ଘଟଣା, ଅଭିଯୁକ୍ତ ପ୍ରେମିକକୁ ବାନ୍ଧିଲା ଭରତପୁର ପୋଲିସ

ଭୁବନେଶ୍ବର : ଭୁବନେଶ୍ବର ଭରତପୁର ଥାନା ମହାବୀର ବସ୍ତି ମହିଳାଙ୍କ ହତ୍ୟାକାଣ୍ଡ ଘଟଣାରେ ଅଭିଯୁକ୍ତ ପ୍ରେମିକ ଗିରଫ । କୋଲକାତାର ଶେଖ ଫରିଦକୁ ଗିରଫ କରିଛି ପୋଲିସ । ଓଡ଼ିଶା ଆସିବା ପରେ ସେ ନିଜ ନାମ ପରିବର୍ତ୍ତନ କରି କାର୍ତ୍ତିକ ଜେନା ରଖିଥିଲା । ଗତକାଲି କାର୍ତ୍ତିକ ଓରଫ ଶେଖ ଫରିଦ…

[ଭିଡିଓ]ଗାଁ ଲୋକଙ୍କ ସହ ନାଚିଲେ କେନ୍ଦ୍ରମନ୍ତ୍ରୀ , ଟ୍ୱିଟକରି ପ୍ରଶଂସା କଲେ ମୋଦି

ଦିଲ୍ଲୀ : କେନ୍ଦ୍ର ଆଇନ ମନ୍ତ୍ରୀ ବୁଧବାର ଦିନ ଅରୁଣାଚଳ ପ୍ରଦେଶରେ ଏକ ଯୋଜନାର ସମୀକ୍ଷା କରିବାକୁ ଯାଇଥିବା ବେଳେ ଗାଁ ଲୋକଙ୍କ ସହ ନାଚିଛନ୍ତି । ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓକୁ ନେଇ ପ୍ରଧାନମନ୍ତ୍ରୀ ବି ଟ୍ୱିଟ କରି ପ୍ରଶଂସା କରିଛନ୍ତି । କେନ୍ଦ୍ରମନ୍ତ୍ରୀ କିରଣ…

ରାସ୍ତାକାମ ତଦାରଖ ପାଇଁ ଆସିଥିଲେ ଅଧିକାରୀ, ସଡ଼କ ଦୁର୍ଘଟଣାରେ ମୃତ

ଆନନ୍ଦପୁର: ରାସ୍ତାକାମ ତଦାରଖ ପାଇଁ ଆସିଥିଲେ ଅଧିକାରୀ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଜୀବନ । ମୃତ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ ବାଙ୍ଖିଡି ନିକଟରେ ଦୁର୍ଘଟଣା । ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଜଣେ ଏନ୍‌କିୟୁଏମ୍‌ ଅଧିକାରୀ ଗୁହାରଚନ୍ଦ୍ର ପନୱର  ବୋଲି…

କନ୍ନଡ ଟିଭି ଅଭିନେତ୍ରୀ ସୌଜନ୍ୟାଙ୍କ ଆତ୍ମହତ୍ୟା

ବାଙ୍ଗାଲୋର: କନ୍ନଡ ଅଭିନେତ୍ରୀ ସୌଜନ୍ୟା ଆଜି ତାଙ୍କ ବାଙ୍ଗାଲୋରସ୍ଥିତ ବାସଭବନରେ ଆତ୍ମହତ୍ୟା କରିଛନ୍ତି । ପୋଲିସ ତାଙ୍କୁ କବାଟ ଭାଙ୍ଗି ଉଦ୍ଧାର କରିଥିଲେ । ସୌଜନ୍ୟାଙ୍କ ସୁସାଇଡ ନୋଟ ପୋଲିସ ଉଦ୍ଧାର କରିଛି । ଏଥିପାଇଁ ସେ କାହାକୁ ଦାୟୀ କରି ନାହାନ୍ତି । ମୋର ପ୍ରିୟ ପରିବାରବର୍ଗ ମୁଁ…

ପାର୍ବଣ ସମୟରେ ସତର୍କତା, ଭିଡକୁ ନଯିବା ଲାଗି ପରାମର୍ଶ

ଭୁବନେଶ୍ବର: ପାର୍ବଣ ସମୟରେ ଭିଡକୁ ଦୃଷ୍ଟିରେ ରଖି କୋଭିଡ଼ ସଂକ୍ରମଣ ବଢ଼ିପାରେ । ସଂକ୍ରମଣ ବଢ଼ିପାରେ ବୋଲି ଡିଏମଇଟି ସିବିକେ ମହାନ୍ତି କହିଛନ୍ତି ।   ସେ ନେଇ ସଚେତନ ହେବା ଆବଶ୍ୟକ । ତେଣୁ ସମସ୍ତେ କୋଭିଡ୍ ମାର୍ଗ ଦର୍ଶିକା ପାଳନ କରିବା । ସାମାଜିକ ଦୂରତା ରକ୍ଷା କରିବା ଓ ଭିଡକୁ…

ମର୍ମନ୍ତୁଦ ଦୁର୍ଘଟଣା, ଜଣେ ମୃତ ଜଣେ ଗୁରୁତର

ଢେଙ୍କାନାଳ : ଦୁର୍ଘଟଣା ନେଲା ଜୀବନ । ଢେଙ୍କାନାଳ ପରଜଙ୍ଗ ଥାନା ୧୪୯ ନମ୍ବର ଜାତୀୟ ରାଜପଥର କୁଲେଇ ଠାରେ ଥିବା ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଟ୍ରକକୁ ପଛ ପଟୁ ଧକ୍କା ଦେଲା ଟ୍ରକ । ଫଳରେଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ…

ଆସନ୍ତା ବର୍ଷ ରିଲିଜ ହେବ ଆଲିୟାଙ୍କ ଗ୍ୟାଙ୍ଗଷ୍ଟର ଡ୍ରାମା ଗଙ୍ଗୁବାଇ କାଠିୟାୱାଡି

ମୁମ୍ବାଇ: ଆଲିୟା ଭଟ୍ଟ ଅଭିନୀତ ଗ୍ୟାଙ୍ଗଷ୍ଟାର ଡ୍ରାମା ଗଙ୍ଗୁବାଇ କାଠିୟାୱାଡିର ରିଲିଜ ଡେଟ ଘୋଷଣା କରାଯାଇଛି । ସଞ୍ଜୟ ଲୀଲା ଭଁସାଲୀଙ୍କ ଏହି ଫିଲ୍ମ ପ୍ରଥମେ ଚଳିତ ବର୍ଷ ୩୦ ଜୁଲାଇରେ ରିଲିଜ ହେବ ବୋଲି ଘୋଷଣା ହୋଇଥିଲା । ଏବେ ଏହା ୬ ଜାନୁୟାରୀ ୨୦୨୨ରେ ମୁକ୍ତଲାଭ କରିବ । ଆଲିୟାଙ୍କ ଏହି…

ମୁହଁ ଖୋଲିଲେନି ବିଦ୍ୟାଭାରତୀ

ବଲାଙ୍ଗିର: ଫାଇନାଲ୍‌ ସେମିଷ୍ଟର ଦେଲେ ବିଦ୍ୟାଭାରତୀ । କାହା ସହିତ କଥା ହେଲେନି । ବିଦ୍ୟା ବାପା କହିଲେ- ବିଦ୍ୟା ଓ ପୁରା ପରିବାର ମାନସିକ ଚାପରେ ଅଛୁ  । ପରୀକ୍ଷା ଦେଲେ ବିଦ୍ୟାଭାରତୀ । ବହୁଚର୍ଚ୍ଚିତ ମୃତ ପାରଳାଖେମୁଣ୍ଡି ଏସିଏଫ୍‌ଓ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସ୍ତ୍ରୀ ବିଦ୍ୟାଭାରତୀ…

ପାକିସ୍ତାନର ୧୨ ଆତଙ୍କୀ ସଂଗଠନ ମଧ୍ୟରେ ୫ର ନଜର ଭାରତ ଉପରେ

କାବୁଲ: ପାକିସ୍ତାନରେ ସକ୍ରିୟ ଥିବା ୧୨ ଆତଙ୍କବାଦୀ ସଂଗଠନ ମଧ୍ୟରୁ ଲଶ୍କର ଓ ଜୈଶ ପରି ୫ ଗୋଷ୍ଠୀର ନଜର ଭାରତ ଉପରେ ରହିଛି । ଆମେରିକା ଗବେଷଣା ସଂସ୍ଥା ସିଆରଏସ ଏହି ତଥ୍ୟ ପ୍ରଦାନ କରିଛି । ଆମେରିକା ଅଫିସରମାନେ ପାକିସ୍ତାନରେ ଆତଙ୍କବାଦୀଙ୍କ ଅନେକ ଅପେରଶନାଲ ବେସର ଚିହ୍ନଟ ମଧ୍ୟ କରିଛନ୍ତି…