Latest Odisha News

BREAKING NEWS

ରିୟା ଚକ୍ରବର୍ତ୍ତୀଙ୍କ ଜାମିନ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହେଲା NCB

ନୂଆଦିଲ୍ଲୀ : ଡ୍ରଗ୍ସ ମାମଲାରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ମିଳିଥିବା ଜାମିନ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ବା ଏନସିବି । ବମ୍ବେ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ପିଟିସନ ଦାଖଲ କରିଛି ଏନସିବି ।…

ଲଂଚ ବଦଳରେ ପଂଚ ଘଟଣା: ହିତେଶାଙ୍କ ବିରୋଧରେ ଏଫଆଇଆର ରୁଜୁ

ବାଙ୍ଗାଲୋର: ବାଙ୍ଗାଲୋରରେ ଜୋମାଟୋ କର୍ମଚାରୀ କାମରାଜ ମାଡ ମରିଥିବା ଅଭିଯୋଗ କରିଥିବା ମଡେଲ ହିତେଶା ଚନ୍ଦ୍ରାଣୀଙ୍କ ବିରୋଧରେ ଏଫଆଇଆର ରୁଜୁ କରାଯାଇଛି । ହିତେଶା ଅନଲାଇନରେ ଜୋମାଟୋରେ ଖାଦ୍ୟ ଅର୍ଡର କରିଥିଲେ । ଏହା ବିଳମ୍ବରେ ପହଂଚାଇବାରୁ କାମରାଜଙ୍କ ଉପରେ ହିତେଶା ବିରକ୍ତ ହୋଇଥିଲେ ।…

କୋଭିଡ୍ ଟିକାକରଣରେ ଓଡ଼ିଶାକୁ ସଫଳତା, ଦିନକରେ ଟିକା ନେଲେ ଲକ୍ଷେରୁ ଅଧିକ ବୟସ୍କ

ଭୁବନେଶ୍ୱର: କୋଭିଡ୍ ମୁକାବିଲା ଭଳି କୋଭିଡ୍ ଟିକାକରଣରେ ସଫଳତାର ସିଡ଼ି ଚଢ଼ୁଛି ଓଡ଼ିଶା । ଗତ ସପ୍ତାହରେ ଦୈନିକ ୧ ଲକ୍ଷ ବୟସ୍କଙ୍କୁ କୋଭିଡ୍ ଟିକା ଦେବା ନେଇ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ । ଆଜି ତାହା ପୂରା ହୋଇଛି । ସୋମବାର ସନ୍ଧ୍ୟା ୬ଟା ସୁଦ୍ଧାର ରାଜ୍ୟରେ ମୋଟ ୧ ଲକ୍ଷ ୨୧ ହଜାର…

୨୦୦୦ ନୋଟ ବନ୍ଦ ହେବ କି, ୨ ବର୍ଷ ହେଲା ଛପାଯାଉନି !

ନୂଆଦିଲ୍ଲୀ: ୨୦୦୦ ନୋଟ ୨ବର୍ଷ ହେବ ଛପା ଯାଉନି ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ସଂସଦକୁ ସୂଚନା ଦିଆଯାଇଛି । ସଂସଦରେ ଏମଡିଏମେ ଏମପି ଏ.ଗଣେଶାମୁର୍ଥୀ ୨୦୧୬ ବିମୁଦ୍ରୀକରଣ ପରେ ଏହି ନୋଟର କାହିଁକି କମ୍ ପରିମାଣରେ ବଜାରକୁ ଆସୁଛି ବୋଲି ପ୍ରଶ୍ନ କରିଥିଲେ । ଏହାର ଉତରରେ…

ପୀୟୁଷ ଗୋୟଲଙ୍କୁ ଭେଟିଲେ ବିଜେଡି ସାଂସଦ

ଭୁବନେଶ୍ବର : କେନ୍ଦ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ଭେଟିଛନ୍ତି ବିଜେଡି ସାଂସଦ । ଓଡ଼ିଶାରେ ଚାଷୀଙ୍କ ଧାନ କ୍ରୟ ଓ ବକେୟା ସବସିଡ୍ ତୁରନ୍ତ ପ୍ରଦାନ କରିବାକୁ ଦାବି କକରିଛନ୍ତି ବିଜେଡି ସାଂସଦ । ତେବେ ଏହି ପ୍ରସଙ୍ଗକୁ କେନ୍ଦ୍ର ସରକାର ବିଚାର କରିବା ସହ…

ଅଯୋଧ୍ୟାରୁ ଆରମ୍ଭ ହେବ ରାମସେତୁର ଶୁଟିଂ

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଅକ୍ଷୟ କୁମାର ଅଭିନୀତ ରାମସେତୁ ଫିଲ୍ମର ଶୁଟିଂ ତାରିଖ ଘୋଷଣା କରାଯାଇଛି । ମାର୍ଚ୍ଚ ୧୮ରେ ଅଯୋଧ୍ୟାରୁ ଏହାର ଶୁଟିଂ ଆରମ୍ଭ ହେବ ବୋଲି ନିର୍ଦ୍ଦେଶକ ଅଭିଷେକ ଶର୍ମା ଓ କ୍ରିଏଟିଭ ନିର୍ମାତା ଚନ୍ଦ୍ରପ୍ରକାଶ ଦ୍ୱିବେଦୀ ଘୋଷଣା କରିଛନ୍ତି । ବର୍ତମାନ ଅକ୍ଷୟ ତାଙ୍କ…

ବୁଧବାର ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ବଢ଼ିଲାଣି ଚିନ୍ତା । ଏଥିପାଇଁ ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି । ସଂକ୍ରମଣ ବୃଦ୍ଧି ପାଉଥିବାରୁ ସ୍ଥିତି ସମୀକ୍ଷା ପାଇଁ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ । ଆସନ୍ତା ବୁଧବାର ସମସ୍ତ…

ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ ପକ୍ଷରୁ ବିଜୁ ବାବୁଙ୍କ ଜୟନ୍ତୀ ପାଳନ, ଦେଶର ଜଣେ ଦକ୍ଷ ପାଇଲଟ୍‌କୁ କରିବ ସମ୍ମାନିତ

ଭୁବନେଶ୍ୱର: ବିଜୁ ବାବୁଙ୍କର ବ୍ୟକ୍ତିତ୍ୱର ସବୁଠାରୁ ବଳିଷ୍ଠ ଦିଗ ହେଉଛି ତାଙ୍କ ସାହସିକତା । ସେ ରାଜନୀତି ହେଉ, ବା ବିମାନ ଚାଳନା ସବୁ କ୍ଷେତ୍ରରେ ତାଙ୍କର ଅସୀମ ସାହସ ସବୁବେଳେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ହୋଇଥାଏ । ଜଣେ ଦୁର୍ଦ୍ଦଶ ପାଇଲଟ ଭାବରେ ବିଜୁ ବାବୁ ଦେଶ ବିଦେଶରେ ସୁପରିଚିତ ।…

ଵ୍ରହ୍ମପୁର ଖଜୁରିଆ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ, ୫ ଅଭିଯୁକ୍ତ ଗିରଫ, ୨ ଫେରାର୍‌

ଵ୍ରହ୍ମପୁର: ଵ୍ରହ୍ମପୁର ଗୋସାଣି ନୂଆଗାଁ ଥାନା ଅନ୍ତର୍ଗତ ଖଜୁରିଆ ଗାଁରେ ଗୁଳିକାଣ୍ଡ ଘଟିଛି । ଉକ୍ତ ଗାଁର ହୀନ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଥିବା ଜଣାପଡିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୭ ଜଣ ଦୁର୍ବୁତ୍ତ ଏହି ଗୁଳିମାଡ଼ କରିଥିବା ବେଳେ ହୀନଙ୍କ ଅଣ୍ଟାରେ…

ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ୨୧ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ରାଉରକେଲା ଯିବେ । ସେଠାରେ ଏନଆଇଟିର ଅଷ୍ଟାଦଶ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ରାଷ୍ଟ୍ରପତିଙ୍କ ଗସ୍ତ…