ବର୍ଷାରେ ଭିଜି ଧାନ ଗଜା, ଚାଷୀ ମୁଣ୍ଡରେ ଚଡ଼କ
ବ୍ରହ୍ମପୁର : ବର୍ଷାରେ ଭିଜି ଧାନ ଗଜା, ଚାଷୀ ମୁଣ୍ଡରେ ଚଡ଼କ । ବର୍ତ୍ତମାନ ଧାନା ଫସଲ ଅମଳ ସମୟ ହୋଇଥିବାରୁ ପାଚିଲା ଧାନରେ ବର୍ଷା ଜଳ ମାଡି ଅନେକ ଯାଗାରେ ତାହା ନଷ୍ଟ ହୋଇଥିବା ଚାଷୀ ମାନେ ଅଭିଯୋଗ କରିଛନ୍ତି । ବିଶେଷ କରି ଆଗୁଆ ଧାନା ଚାଷ କରିଥିବା ଚାଷୀ ମାନେ ଧାନ କାଟି ଜମିରେ ପକାଇ…