ଫୁଲୁଛି ହୀରାକୁଦ, ୨୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
ସମ୍ବଲପୁର: ଫୁଲୁଛି ହୀରାକୁଦ। ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବାହ ବୃଦ୍ଧି ପାଇବା ପରେ ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ ରବିବାର ଦିନ ପର୍ଯ୍ୟାୟକ୍ରମେ ଆଉ ୮ଟି ସ୍ଲୁଇସ୍ ଗେଟ୍ ଖୋଲିଛନ୍ତି। ଏହା ଫଳରେ ପ୍ରାୟ ୨୮ ଗେଟ୍ ଦେଇ ଜଳ ନିଷ୍କାସନ କରାଯାଉଛି।
ବର୍ତ୍ତମାନ ହୀରାକୁଦ ଡ୍ୟାମ୍ର ବାମ…