ନବୋଦୟ ବିଦ୍ୟାଳୟର ୩ ଛାତ୍ରଙ୍କ ମୃତ୍ୟୁ ଘଟଣା: ୩ ଜଣ କର୍ମଚାରୀ ନିଲମ୍ବିତ
କୋରାପୁଟ: କୋଲାବ ଜଳଭଣ୍ଡାରରେ ଗତକାଲି ୩ ଜଣ ଛାତ୍ର ବୁଡ଼ିଯାଇ ମୃତ୍ୟୁ ହେବା ଘଟଣା । ଏହି ମାମଲାରେ କର୍ତ୍ତୃପକ୍ଷ ନବୋଦୟ ବିଦ୍ୟାଳୟର ୩ଜଣ କର୍ମଚାରୀଙ୍କୁ ନିଲମ୍ବନ କରିଛି। ସେମାନେ ହେଲେ ପଦାର୍ଥ ବିଜ୍ଞାନ ଶିକ୍ଷକ ଚମନ୍ କୁମାର, କ୍ରୀଡ଼ା ଏବଂ ଶାରୀରିକ ଶିକ୍ଷା ଶିକ୍ଷକ ରାହୁଲ ସିଂ ଓ…