Latest Odisha News

BREAKING NEWS

ମାସେ ଯାଏଁ ସମାଜସେବା କାର୍ଯ୍ୟକ୍ରମ ଜାରି ରଖିବ ବିଜେଡି

ଭୁବନେଶ୍ବର : ଗାନ୍ଧୀ ଜୟନ୍ତୀରୁ ଜନ ସଚେତନତା ଅଭିଯାନ ପରିବର୍ତ୍ତେ ମାସେ ଯାଏଁ ବିଭିନ୍ନ ସମାଜସେବା କାର୍ଯ୍ୟକ୍ରମ ଜାରି ରଖିବ ବିଜେଡି । ମହାମାରୀ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ଦଳ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଗାନ୍ଧୀ ଜୟନ୍ତୀରୁ ନଭେମ୍ବର ୨ ପର୍ଯ୍ୟନ୍ତ ବିଭିନ୍ନ ସମାଜସେବା…

ଗୋଆ ନିର୍ବାଚନ ଲଢ଼ିବ ଟିଏମସି

ପାଣାଜି: ଆଗାମୀ ଗୋଆ ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ ଲଢ଼ିବ ବୋଲି ଶନିବାର ଘୋଷଣା କରିଛି । ଖୁବଶୀଘ୍ର ପାର୍ଟି ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ବୋଲି ପ୍ରମୁଖ ନେତା ଡେରେକ ଓ’ବ୍ରେନ କହିଛନ୍ତି । ଗୋଆରେ ବିଜେପି ଆମର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ହେବ ବୋଲି ସେ ଘୋଷଣା…

ଅକ୍ଟୋବରରେ ଠପ୍ ହେବ ବ୍ୟାଙ୍କ ସେବା

ନୂଆଦିଲ୍ଲୀ : ଚଳିତ ମାସ ବାକି ରହି ଯାଇଛିକି ଆପଣଙ୍କ ବ୍ୟାଙ୍କ କାମ । ତାହେଲେ ସେପ୍ଟେମ୍ବର ୩୦ ଭିତରେ ସାରନ୍ତୁ ନିଜର ସମସ୍ତ ବ୍ୟାଙ୍କ କାମ । କାହିଁକି ନାଁ ଅକ୍ଟୋବରରେ ବ୍ୟାଙ୍କ ସେବା ହେବ ଠପ୍ । ମାସର ପ୍ରାୟ ୨୧ ଦିନ ଦେଶରେ ବନ୍ଦ ରହିବ ବ୍ୟାଙ୍କ । ଦଶହରା ଏବଂ ବିଭିନ୍ନ ପର୍ବପର୍ବାଣୀ…

ବିଏସଏଫ୍ କ୍ୟାମ୍ପରେ ଅଘଟଣ, ସର୍ଟ ସର୍କିଟ ଯୋଗୁଁ ଜଣେ ଯବାନ ମୃତ, ୨ ଆହତ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ରାଇଘର ବିଏସଏଫ କ୍ୟାମ୍ପରେ ଅଘଟଣ । ସର୍ଟ ସର୍କିଟ ଯୋଗୁଁ ଜଣେ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ, ଅନ୍ୟ ୨ ଜଣ ଯବାନ ଆହତ ହୋଇଛନ୍ତି । ୧୧ କେ.ଭି. ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ସମଗ୍ର କ୍ୟାମ୍ପ ଚାର୍ଜ ହୋଇ ଯାଇଥିଲା । ଫଳରେ ବିଦ୍ୟୁତ୍ ଆଘାତ ଲାଗି…

ମାଡି ଆସୁଛି ବାତ୍ୟା ଗୁଲାବ , ମୁକାବିଲା ପାଇଁ ପ୍ରସ୍ତୁତ ମାଲକାନଗିରି ଜିଲ୍ଲା ପ୍ରଶାସନ

ମାଲକାନଗିରି : ମାଡି ଆସୁଛି ବାତ୍ୟା ଗୁଲାବ । ସାମ୍ଭବ୍ୟ ବାତ୍ୟା ଗୁଲାବର ମୁକାବିଲା ପାଇଁ ମାଲକାନାଗିରି ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ହୋଇଗଲାଣି । ପାଣି ପାଗ ବିଭାଗ ପକ୍ଷରୁ ରେଡ ଆଲର୍ଟ ଜାରି ପରେ ମାଲକାନଗିରି ଜିଲ୍ଲାପାଳଙ୍କ ଅଧକ୍ଷତାରେ ବାତ୍ୟା ମୁକାବିଲା କରିବା ପାଇଁ ଭରଚୁଆଲ ମାଧ୍ୟମରେ…

ପଞ୍ଜାବରେ ଆସନ୍ତାକାଲି ଶପଥ ନେବ ନୂଆ ମନ୍ତ୍ରିମଣ୍ଡଳ

ଚଣ୍ଡିଗଡ଼ : କଂଗ୍ରେସ ହାଇକମାଣ୍ଡଙ୍କ ସହ ଆଲୋଚନା ପରେ ପଞ୍ଜାବ ମନ୍ତ୍ରିମଣ୍ଡଳ ତାଲିକା ଚୂଡାନ୍ତ । କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ସହ ଏନେଇ ଆଲୋଚନା କରିବା ପରେ ତାଲିକା ଚୂଡାନ୍ତ ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନୀ । ଗତ ସୋମବାର ମୁଖ୍ୟମନ୍ତ୍ରୀ ଦାୟିତ୍ବ…

ଗୁପ୍ତ ତଥ୍ୟ ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚର ଖୁଲାସା, ଅଭିଯୁକ୍ତଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ ରହସ୍ୟମୟୀ ମହିଳା

ଭୁବନେଶ୍ବର : ଡିଆରଡିଓ ତଥ୍ୟ ଲିଙ୍କ ଘଟଣା । କ୍ରାଇମବ୍ରାଞ୍ଚ ଏଡିଜି ସଂଜୀବ ପଣ୍ଡାଙ୍କ ପ୍ରତିକ୍ରିୟା। ରିମାଣ୍ଡ ଅବଧି ସରିବା ପରେ ତାଙ୍କୁ ଜେଲ ହାଜତ କୁ ପଠା ଯାଇଛି। ପୁଣି ଆବଶ୍ୟକ ପଡ଼ିଲେ ରିମାଣ୍ଡ ରେ ଆସିବେ। ରହସ୍ୟମୟ ଯୁବତୀ ସମ୍ପର୍କରେ ସୂଚନା ଦେଲା କ୍ରାଇମବ୍ରାଞ୍ଚ । ବିବାହ ର…

କକନମଠ ମନ୍ଦିର ରହସ୍ୟ

ଭୁବନେଶ୍ୱର : ବହୁ ଉଚ୍ଚ ଓ ଭବ୍ୟ ମନ୍ଦିର। ବିନା ଚୂନ ସିମେଣ୍ଟରେ ତିଆରି ହୋଇଛି। ହଜାର ହଜାର ବର୍ଷର ଏହି ପୁରୁଣା ମନ୍ଦିର ଗୋଟିଏ ରାତିରେ ତିଆରି ହୋଇଥିବା ଶୁଣିବାକୁ ମିଳେ। କୁହାଯାଏ ଏହା ଭାରତର ସବୁଠୁ ଶକ୍ତିଶାଳୀ ଓ ପୁରୁଣା ମନ୍ଦିର। ଭାରତର ସବୁଠୁ ବିଚତ୍ର ମନ୍ଦିର ହେଉଛି ମଧ୍ୟପ୍ରଦେଶର…

ରାଜସ୍ଥାନକୁ ୩୩ ରନରେ ହରାଇଲା ଦିଲ୍ଲୀ

ଆବୁଧାବି: ଚଳିତ ଆଇପିଏଲରେ ଶନିବାର ଅନୁଷ୍ଠିତ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସ ୩୩ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ ୬ ଉଇକେଟ ବିନିମୟରେ ୧୫୪ ରନ କରିଥିଲା । ଶ୍ରେୟାଶ ଆୟାର (୪୩), ଶିମ୍ରନ ହେଟମେର (୨୮) ଓ ରିଷଭ ପନ୍ତ ୨୪ ରନ କରିଥିଲେ ।…

ବାତ୍ୟା ମୁକାବିଲା ପାଇଁ ଗୁଣୁପୁର ଉପଜିଲ୍ଲାପାଳଙ୍କ ଜରୁରୀ ବୈଠକ

ଗୁଣୁପୁର : ଗଭୀର ଅବପାତର ରୂପ ନେଇଛି ଲଘୁଚାପ । ଧିରେ ଧିରେ ଉପକୂଳ ମୁହାଁ ହୋଇ ମାଡି ଆସୁଛି ବାତ୍ୟା । ତେବେ ସମ୍ଭାବ୍ୟ ବାତ୍ୟାର ମୁକାବିଲା କରିବାକୁ ଜରୁରୀ ବୈଠକ କରିଛନ୍ତି ଗୁଣୁପୁର ଉପଜିଲ୍ଲାପାଳ ଜେ ସୋନାଲ । ଗୁଣୁପୁର, ରମନଗୁଡ। ବିଡିଓ ଓ ତହସିଲଦାରଙ୍କ ସହ ଅନ୍ୟାନ୍ୟ ଅଧିକାରୀ…