Latest Odisha News

BREAKING NEWS

‘ଜୋକ୍’ରେ ପରିଣତ ହୋଇଛି କଂଗ୍ରେସର ହରତାଳ, ବିଜେଡି କଲା ସମାଲୋଚନା

ଭୁବନେଶ୍ବର : କଂଗ୍ରେସର ୬ ଘଣ୍ଟିଆ ହରତାଳକୁ ନେଇ ତୀବ୍ର ସମାଲୋଚନା କରିଛି ବିଜେଡି । କଂଗ୍ରେସର ଏହି ହରତାଳ ଜୋକରେ ପରିଣତ ହୋଇଛି । କୋଭିଡ ମହାମାରୀ ସମୟରେ ବିଜେପି ପ୍ରାୟୋଜିତ କଂଗ୍ରେସର ଏହି ହରତାଳ ରାଜ୍ୟବାସୀଙ୍କ ପାଇଁ ଏକ ନିଷ୍ଠୁରତା ବୋଲି କହିଛନ୍ତି ବିଜେଡିର ରାଷ୍ଟ୍ରୀୟ…

[ଭିଡିଓ] ମାଛ ଜାଲରୁ ଅଜଗର ଉଦ୍ଧାର

ବ୍ରହ୍ମପୁର : ମ।ଛ ଜାଲରୁ ଉଦ୍ଧାର ହେଲା ଅଜଗର । ମାଛ ଜାଲରେ ପଡ଼ି ଛଟପଟ ହେଉଥିବା ୪ ଫୁଟ ଲମ୍ବର ଅଜଗର ସାପକୁ ଉଦ୍ଧାର କଲା ସ୍ନେକ ହେଲପ ଲାଇନ। ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳେଭୂମି ନିକଟରେ ଥିବା ଡିପସନ ହେଚେରୀ ପରିସରରେ ଏକ ଜାଲରେ ଅଜଗର ସାପଟି ବିଳମ୍ବିତ ରାତିରୁ ଛନ୍ଦି ହୋଇପଡ଼ିିଲା ।…

ଆସନ୍ତାକାଲି ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ସ୍ମାର୍ଟ ହେଲଥ କାର୍ଡ

ବରଗଡ଼ : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଜିଲ୍ଲା ବିଜେପୁର ଗସ୍ତରେ ଯିବେ।ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ବିଜେପୁର ବ୍ଲକ ଗଣ୍ଡପାଲି ନିକଟସ୍ଥ ମିନି ଷ୍ଟାଡିଅମ ଠାରେ ମୁଖ୍ୟମନ୍ତ୍ରୀ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ୍ କାର୍ଡ ବାଣ୍ଟିବାର କାର୍ଯ୍ୟକ୍ରମ ରହିଛି।୩ ଲକ୍ଷ…

[ଭିଡ଼ିଓ] ସାହିତ୍ୟ ସାଧନାରେ ସମାଜସେବୀ ତୃପ୍ତି

ପୁରୀ : ପୁରୀ ପାଇଁ ସେ ଗର୍ବ ଆଉ ଗୌରବ । ଏକାଧାରରେ ସେ ଜଣେ ସମାଜସେବୀ ଓ କବୟତ୍ରୀ । ସମାଜ ସେବା ସହିତ ସାହିତ୍ୟ ସାଧନାରେ ବ୍ରତୀ ହେଉଛନ୍ତି ତୃପ୍ତି ପଣ୍ଡା । ପୁରୀ ବଳଙ୍ଗାର ବାୟାବର ଗାଁରେ ଜନ୍ମ ଗ୍ରହଣ କରିଛନ୍ତି । ପିଲାବେଳରୁ ଲେଖା ଜୀବନୀ ଆରମ୍ଭ କରିଥିବା ବେଳେ ତାଙ୍କ ଦ୍ୱାରା ଅନେକ…

ଦେଶରେ ୩୩ ଲକ୍ଷରୁ ଅଧିକ ପିଲା ପୁଷ୍ଟିହୀନର ଶିକାର

ନୂଆଦିଲ୍ଲୀ: ଭାରତରେ ୩୩ ଲକ୍ଷରୁ ଅଧିକ ଶିଶୁ ପୁଷ୍ଟିହୀନ ଅଟନ୍ତି ଏବଂ ସେମାନଙ୍କ ମଧ୍ୟରୁ ଅର୍ଦ୍ଧେକ ଗୁରୁତର ପୁଷ୍ଟିହୀନ ବର୍ଗରେ ଅଛନ୍ତି। ଏହି ତାଲିକାରେ ମହାରାଷ୍ଟ୍ର, ବିହାର ଏବଂ ଗୁଜୁରାଟ ଶୀର୍ଷରେ ରହିଛନ୍ତି ବୋଲି ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ କହିଛି। କୋଭିଡ ମହାମାରୀ…

ଓଡ଼ିଶାରେ କରୋନା ଟିକାକରଣ ୪କୋଟି ଡ଼ୋଜ୍ ଟପିଲା

ଭୁବନେଶ୍ୱର: ରାଜ୍ୟରେ କୋଭିଡ଼ ଟିକାକରଣରେ ମାଇଲଖୁଣ୍ଟ। ୪କୋଟି ଡ଼ୋଜ୍ ପାର କଲା ଟିକାକରଣ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।ଏଥିପାଇଁ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ସ୍ୱାସ୍ଥ୍ୟ ବିଭାଗ। ଡ଼ିସେମ୍ବର ସୁଦ୍ଧା ପ୍ରଥମ…

ଭାରତରେ ଆତ୍ମହତ୍ୟା ଯୋଗୁ ମୃତ୍ୟୁବରଣ କରୁଥିଲେ ଦୈନିକ ୩୪ ରୁ ଅଧିକ ଛାତ୍ରଛାତ୍ରୀ

ନୂଆଦିଲ୍ଲୀ: ୨୦୨୦ରେ ଦେଶରେ କରୋନା ଭୂତାଣୁ କବଳରେ ଆସିବା ପରେ ଭାରତରେ ପ୍ରତିଦିନ ୩୪ ରୁ ଅଧିକ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଆତ୍ମହତ୍ୟା ଯୋଗୁ ହୋଇଥିବା ସୂଚନା ମିଳିଛି। ଗତ ବର୍ଷରେ ଏହି କାରଣରୁ ୧୨,୫୦୦ ରୁ ଅଧିକ ଛାତ୍ରଛାତ୍ରୀ ମୃତ୍ୟୁବରଣ କରିଥିବା ରିପୋର୍ଟ ହୋଇଛି। ପୂର୍ବ ବର୍ଷ…

[ଭିଡ଼ିଓ]ଓଡ଼ିଶା ବନ୍ଦ ସଫଳ , ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଲା କଂଗ୍ରେସ

ଭୁବନେଶ୍ୱର : ଓଡ଼ିଶା ବନ୍ଦ ସଫଳ ହୋଇଥିବାରୁ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଲା କଂଗ୍ରେସ । ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିସ୍କାର ଓ ମମିତାଙ୍କୁ ନ୍ୟାୟ ନମିଳିବା ପର୍ୟ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି କଂଗ୍ରେସ କହିଛି । ମମିତାଙ୍କୁ ନ୍ୟାୟ ଦେବାକୁ ଏହି…

ଭୁଲ ରକ୍ତ ଦେବାରୁ ରାଉରକେଲା ସରକାରୀ ହସ୍ପିଟାଲରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ରାଉରକେଲା: ଭୁଲ ରକ୍ତ ଦେବା ଯୋଗୁଁ ଜଣେ ରୋଗୀର ମୃତ୍ୟୁ ହୋଇଥିବା ଅଭିଯୋଗ। ଏହିଭଳି ଅଭାବନୀୟ ଘଟଣା ଘଟିଛି ରାଉରକେଲା ସରକାରୀ ହସ୍ପିଟାଲରେ।‘O’ ପଜିଟିଭ ପରିବର୍ତ୍ତେ ଦିଆଯାଇଥିଲା ‘B’ ପଜିଟିଭ୍ ରକ୍ତ। ଏନେଇ ପରିବାର ଲୋକ ଅଭିଯୋଗ ଆଣିଛନ୍ତି। ମୃତ ମହିଳାଙ୍କ ନାମ ସରୋଜିନୀ କାକ୍। ସେ କୁତ୍ରା…

RBIର ଦୁଇଟି ଗ୍ରାହକ କୈନ୍ଦ୍ରିକ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଦିଲ୍ଲୀ : ନିବେଶକଙ୍କୁ ମୋଦିଙ୍କ ଉପହାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ରିଜର୍ଭ ବ୍ୟାଙ୍କ ଆରବିଆଇର ଦୁଇଟି ଗ୍ରାହକ କୈନ୍ଦ୍ରିକ ଯୋଜନାର ଶୁଭାରମ୍ଭ କରିଛନ୍ତି।ଏହି ଦୁଇଟି ଯୋଜନା ହେଉଛି ରିଟେଲ ଡାଇରେକ୍ଟ ଯୋଜନା ଏବଂ ରିଜର୍ଭ ବ୍ୟାଙ୍କ ସମନ୍ୱିତ ଲୋକପାଳ ଯୋଜନା।ପ୍ରଧାନମନ୍ତ୍ରୀ…