Latest Odisha News

BREAKING NEWS

ସୂର୍ଯ୍ୟମୁଖୀ ଚାଷ କରିଛି ସ୍ବାବଲମ୍ବୀ, ଉଦାହରଣ ପାଲଟିଛନ୍ତି ତାଡମେରୁ ଗାଁ ଚାଷୀ

କନ୍ଧମାଳ:ଚାଷୀ ମୁହଁରେ ହସ ଦେଇଛି ସୂର୍ଯ୍ୟମୁଖୀ । ସୂର୍ଯ୍ୟମୁଖୀ ଚାଷ ପ୍ରତି ଏବେ କନ୍ଧମାଳରେ ଅଧିକାଂଶ ଚାଷୀ ଆଗ୍ରହ ପ୍ରକାଶ କରୁଛନ୍ତି । ବିଶେଷ କରି ଖଜୁରୀପଡା ବ୍ଳକ୍ ତାଡମେରୁ ଗାଁର କନ୍ଧ ସମ୍ପ୍ରଦାୟର ଚାଷୀ ସୂର୍ଯ୍ୟମୁଖୀ ଚାଷ କରି ଆର୍ଥିକ ଦୃଷ୍ଟିରୁ ସ୍ବାବଲମ୍ବୀ ହୋଇପାରିଛନ୍ତି ।…

କୋଏମ୍ବାଟୁର ଦକ୍ଷିଣ ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢିବେ କମଲ ହାସନ

ଚେନ୍ନାଇ: ଅଭିନେତା ତଥା ରାଜନେତା କମଲ ହାସନ ଏପ୍ରିଲ ୬ ରେ ହେବାକୁ ଥିବା ତାମିଲନାଡୁ ବିଧାନସଭା ନିର୍ବାଚନରେ ​​କୋଏମ୍ବାଟୁର ଦକ୍ଷିଣ ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ତାଙ୍କ ଦଳର ପ୍ରାର୍ଥୀଙ୍କ ଦ୍ୱିତୀୟ ତାଲିକା ପ୍ରକାଶ କରି ଶୁକ୍ରବାର ଦିନ ଏମଏନଏମର ସଭାପତି…

ମନୋଜ ବାଜପେୟୀ କରୋନା ପଜିଟିଭ

ନୂଆଦିଲ୍ଲୀ: ଟାଇମ୍ସ ଅଫ୍ ଇଣ୍ଡିଆ ଖବର ଅନୁଯାୟୀ ଅଭିନେତା ମନୋଜ ଭାଜପେୟୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିବାରେ ସେ ଏବେ ନିଜ ଘରେ ସଙ୍ଗରୋଧରେ ରହିଛନ୍ତି। ମନୋଜ ବର୍ତ୍ତମାନ ତାଙ୍କର ଆଗାମୀ ଚଳଚ୍ଚିତ୍ର ଡେସପ୍ୟାଚ୍ ସୁଟିଂରେ ବ୍ୟସ୍ତ ଅଛନ୍ତି।…

ଟିକାକରଣ ପ୍ରମାଣପତ୍ରରୁ ହଟିବ ପ୍ରଧାନମନ୍ତ୍ରୀଙ୍କ ଫଟୋ, କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରଣାଳୟର ନିର୍ଦ୍ଦେଶ…

ନୂଆଦିଲ୍ଲୀ: ଟିକାକରଣ ପ୍ରମାଣପତ୍ରରୁ ହଟିବ ପ୍ରଧାନମନ୍ତ୍ରୀଙ୍କ ଫଟୋ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଟିକାକରଣ ପ୍ରମାଣପତ୍ରରୁ ହଟେଇ ଦିଆଯିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରଣାଳୟ ଘୋଷଣା କରିଛି । ନିର୍ବାଚନ କମିଶନଙ୍କ ନିକଟରୁ ନୋଟିସ ପାଇବା ପରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ରଣବୀରଙ୍କୁ ମିସ୍‌ କରୁଛନ୍ତି ଆଲିଆ

ନୂଆଦିଲ୍ଲୀ: ରଣବୀର କପୁର କରୋନା ସଂକ୍ରମିତ ହେବା ପରେ ସେ ଏବେ ସଙ୍ଗରୋଧରେ ରହୁଛନ୍ତି। ଏହି ସମୟରେ ଗର୍ଲଫ୍ରେଣ୍ଡ ଆଲିଆ ଭଟ୍ଟ ତାଙ୍କୁ ଅତିଶୟ ମିସ୍‌ କରୁଥିବା ଜାଣିବାକୁ ମିଳିଛି। ଆଲିଆ ତାଙ୍କ ଇନଷ୍ଟାଗ୍ରାମରେ ନିଜର ଭାବନା ପ୍ରକାଶ କରିବାକୁ ଯାଇ ଉଭୟ ହାତ ଧରିଥିବା ଏକ ରୋମାଣ୍ଟିକ ଫଟୋ…

ବଜେଟରେ ନାହିଁ ଅର୍ଥ ବ୍ୟବସ୍ଥା, ବନ୍ଦ ହେଲା ବିଜୁ ଯୁବ ବାହିନୀ

ଭୁବନେଶ୍ୱର: ରାଜ୍ୟରେ ଏବେ ବିଜୁ ଯୁବ ବାହିନୀ କାର୍ଯ୍ୟକ୍ଷମ ନାହିଁ । ବିଧାୟକ ଭବାନୀ ଭୋଇଙ୍କ ପ୍ରଶ୍ନର ଉତ୍ତର ଦେଇ ଏଭଳି ସୂଚନା ଦେଇଛନ୍ତି କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା । ବିଧାନସଭାରେ ଉତ୍ତର ରଖି ବିଜୁ ଯୁବ ବାହିନୀ ବନ୍ଦ ହୋଇଥିବା ମନ୍ତ୍ରୀ କହିଛନ୍ତି ।…

ଫିଲ୍ମ ‘ତୁଫାନ୍‌’ର ଟିଜର୍‌ ରିଲିଜ

ନୂଆଦିଲ୍ଲୀ: ଫରହାନ ଅଖତର ଷ୍ଟାରରଙ୍କ ଫିଲ୍ମ ତୁଫାନର ଟିଜର ରିଲିଜ ହୋଇଛି। ଏଥିରେ ଫରହାନଙ୍କ ବେଶ୍‌ ଦମ୍‌ଦାର ଅଭିନୟ ଦେଖିବାକୁ ମିଳିଛି। ଏହି ଚଳଚ୍ଚିତ୍ରରେ ଫର୍‌ହାନଙ୍କ ବ୍ୟତୀତ ପରେଶ ରାୱଲ, ମୃଣାଳ ଠାକୁର ଏବଂ ବିଜୟ ରାଜ ପ୍ରମୁକ ଭୂମିକାରେ ଅଭିନୟ କରିଛନ୍ତି। ଟୁଫାନ୍‌ର ଟିଜର…

କବି ପ୍ରଦୀପ ପଣ୍ଡା ଭୀମ ଭୋଇ ଚେୟାର ପ୍ରଫେସର ମନୋନୀତ

ସମ୍ବଲପୁର : ବିଶିଷ୍ଟ କବି ଓ ପ୍ରାବନ୍ଧିକ ଡ. ପ୍ରଦୀପ କୁମାର ପଣ୍ଡା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ଭୀମ ଭୋଇ ଚେୟାର ପ୍ରଫେସର ଭାବରେ ଯୋଗଦାନ କରିଛନ୍ତି। ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଏନ୍. ନାଗାର୍ଜୁନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାକ୍ଷାତକାରରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୪ ନୂଆ କରୋନା ପଜିଟିଭ

ଭୁବନେଶ୍ୱର: କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଚିନ୍ତା ବଢ଼ାଇଛି । ସଂକ୍ରମଣ ଦିନକୁ ଦିନ ଡରାଉଛି । ୨୪ ଘଣ୍ଟା ରାଜ୍ୟରେ ୧୭ଟି ଜିଲ୍ଲାରୁ ୬୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୭ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ…

ମଣ୍ଡି ତାତିରେ ଗୃହ ଅଚଳ, ଯୋଗାଣ ମନ୍ତ୍ରୀ ବିବୃତି ରଖିବାକୁ ବାଚସ୍ପତିଙ୍କ ରୁଲିଂ

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ଭଳି ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭରୁ ହଟ୍ଟଗୋଳ ଲାଗି ରହିଛି । ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆରମ୍ଭର ପ୍ରଥମ ଦିନରୁ ଧାନ କିଣା ସମସ୍ୟାକୁ ନେଇ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ବିଜେପି ଓ କଂଗ୍ରେସ ସଦସ୍ୟଙ୍କ ହୋହଲ୍ଲା ଯୋଗୁଁ ପ୍ରଶ୍ନକାଳ ଚାଲି…