Latest Odisha News

BREAKING NEWS

ଏମିତି ପୁଅ କାହାକୁ ନମିଳୁ, ନିଜ ମାଆକୁ ଇଟାରେ ଛେଚି ମାରିଦେଲା

କେନ୍ଦୁଝର: ମାଆକୁ ମାରି ଦେଲା ପୁଅ । ଯେଉଁ ପୁଅ ବୃଦ୍ଧାବସ୍ଥାରେ ଆଶାର ବାଡ଼ି ହେବ ବୋଲି ଭାବିଥିଲା, ସେଇ ପୁଅ ସାଜିଲା ସୈତାନ । ନିଜ ମାଆକୁ ଇଟାରେ ଛେଚି ଅତି ନିର୍ମମ ଭାବରେ ହତ୍ୟା କରିଛି ପୁଅ । କେନ୍ଦୁଝର ଜିଲ୍ଲା ବଡ଼ବିଲ ପୌରାଞ୍ଚଳ ୨ ନମ୍ବର ୱାର୍ଡ଼ରେ ଏଭଳି ଅଭାବନୀୟ ଓ ଲୋମଟାଙ୍କୁରା…

ଦୁଇରୁ ଅଧିକ ପିଲା ଥିଲେ ଲଢିପାରିବେନି ନିର୍ବାଚନ ​​

ପାଟନା: ରାଜ୍ୟ ନିର୍ବାଚନ ଆୟୋଗ ଆସନ୍ତା କିଛି ଦିନ ମଧ୍ୟରେ ବିହାର ପଞ୍ଚାୟତ ନିର୍ବାଚନ ୨୦୨୧ ତାରିଖ ଘୋଷଣା କରିପାରନ୍ତି। ସମସ୍ତେ ପଞ୍ଚାୟତ ନିର୍ବାଚନ ଉପରେ ନଜର ରଖିଛନ୍ତି। ତେବେ ତାରିଖ ଘୋଷଣା ପୂର୍ବରୁ ରାଜ୍ୟ ନିର୍ବାଚନ ଆୟୋଗ ଯେଉଁମାନେ ପଞ୍ଚାୟତ ନିର୍ବାଚନରେ ​​ପ୍ରାର୍ଥୀ ହେବାକୁ…

ପୁଣି କମିଲା ସୁନା ଦାମ୍, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ: କମିଲା ସୁନା ଦାମ । ଆଜି ସୁନା ଦର ୦.୩ ପ୍ରତିଶତ ହ୍ରାସ ପାଇଛି । ଏହାସହ ୧୦ ଗ୍ରାମ ପ୍ରତି ୪୪୭୩୧ ଟଙ୍କାରେ ପହଞ୍ଚିଛି ଦାମ୍ । ସେହିପରି ରୁପାର ଦର ମଧ୍ୟ କମିଛି । ରୁପାର ଦାମ୍ ୦.୫ ପ୍ରତିଶତ ହ୍ରାସ ପାଇ କେଜି ପିଛା ୬୭୧୭୭ ଟଙ୍କାରେ ପହଁଚିଛି । ତେବେ ସୁନା ୧୧ ମାସ ମଧ୍ୟରେ…

୧୦ ହଜାର ରନ୍ କ୍ଲବରେ ମିତାଲି ରାଜ, ପ୍ରଥମ ଭାରତୀୟ ମହିଳା କ୍ରିକେଟର ଭାବରେ ରେକର୍ଡ

ନୂଆଦିଲ୍ଲୀ: ସିନିୟର ମହିଳା କ୍ରିକେଟର ମିତାଲି ରାଜଙ୍କୁ ଆଉ ଏକ ସଫଳତା । ଅନ୍ତର୍ଜାତୀୟ କ୍ରିକେଟରେ ୧୦ ହଜାର ରନ୍ କ୍ଲବରେ ନିଜ ନାଁ ଲେଖାଇଛନ୍ତି । କ୍ରିକେଟର ସବୁ ଫର୍ମାଟରେ ୧୦ହଜାର ରନ୍ ସଂଗ୍ରହ କରିବାରେ ମିତାଲି ହୋଇଛନ୍ତି ଦେଶର ପ୍ରଥମ ମହିଳା କ୍ରିକେଟର । ସେହିପରି ବିଶ୍ୱରେ ଦ୍ୱିତୀୟ…

ବାପାଙ୍କ ଜାଲ୍ ଦସ୍ତଖତ କରି ଆକାଉଣ୍ଟରୁ ଝିଅ ନେଇଗଲା ୪୦ ଲକ୍ଷ ଟଙ୍କା

ସୁନ୍ଦରଗଡ଼: ଜାଲ୍ ଦସ୍ତଖତରେ ୪୦ ଲକ୍ଷ ଚଳୁ । ବାପାଙ୍କ ଆକାଉଣ୍ଟରୁ ଟଙ୍କା ଚୋରି କରିନେଲା ଝିଅ । ଏମିତି ଅଭିଯୋଗ ଆସିଛି ସୁନ୍ଦରଗଡ଼ ଜିଲ୍ଲାରୁ । ଏନେଇ ବାପା ପୋଲିସରେ ଝିଅ ବିରୋଧରେ ଏତଲା ଦେଇଛନ୍ତି । ଏହାକୁ ନେଇ ସୁନ୍ଦରଗଡ଼ ଜିଲ୍ଲାରେ ଚର୍ଚ୍ଚା ଚାଲିଛି । ଥାନାରେ ହୋଇଥିବା ଅଭିଯୋଗ…

୪୪୨.୦୨ ପଏଣ୍ଟ ଅଭିବୃଦ୍ଧି ସହ ଖୋଲିଲା ସେନସେକ୍ସ: ସେୟାର ବଜାରରେ ଉତ୍ସାହ

ମୁମ୍ବାଇ: ଆଜି ସକାଳୁ ସେୟାର ବଜାର ଭଲ ଆରମ୍ଭ ହୋଇଛି । ୪୪୨.୦୨ ଅଙ୍କ ବୃଦ୍ଧି ପାଇ ସେୟାର ବଜାର ଖୋଲିଛି । ଏହାସହ ସେନସେକ୍ସ ୫୧,୭୨୧.୫୪ ପଏଣ୍ଟରେ ପହଞ୍ଚିଛି । ସେହିପରି ନିଫ୍ଟି ୧୨୪.୩୦ ପଏଣ୍ଟ ବୃଦ୍ଧି ପାଇ ଖୋଲି ୧୫୨୯୯ ଅଙ୍କ ଛୁଇଁଥିଲା । ଶୁକ୍ରବାର ସକାଳେ IDBI  ଓ IFCIର ସେୟାର…

ଅପରାଧିଙ୍କୁ ଧରିବାରେ ପୋଲିସକୁ ସହୟତା କରିବ ‘ଅତିଥି’

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଅପରାଧ ଘଟାଇ ଅପରାଧିମାନେ ବିଭିନ୍ନ ହୋଟେଲରେ ଆତ୍ମଗୋପନ କରୁଛନ୍ତି । ଏଣିକ ଅପରାଧିଙ୍କୁ ଧରିବ ‘ଅତିଥି’ । ପୋଲିସର ନୂଆ ଆପ୍ ‘ଅତିଥି’ । ଏହି ଜରିଆରେ ହୋଟେଲର ତଥ୍ୟ ସଂଗ୍ରହ କରିବ ପୋଲିସ । ସରାଇ ଆକ୍ଟ ଅନୁସାରେ ହୋଟେଲ ମାଲିକ ସବୁ ତଥ୍ୟ ପୋଲିସକୁ…

କରୋନା ଟିକା ନେଇ ୨ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ; ପଶ୍ଚିମବଙ୍ଗ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ କରୋନାଭାଇରସ୍ ଟିକା ଦିଆଯିବା ପରେ ଦୁଇ ବରିଷ୍ଠ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଏହାର ତଦନ୍ତ ଆରମ୍ଭ କରିବାକୁ କହିଛି ବୋଲି ଜଣେ ବରିଷ୍ଠ ଅଧିକାରୀ ଗୁରୁବାର କହିଛନ୍ତି। ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ଯେ ହୃଦ୍ ରୋଗ ହେତୁ…

ବୁର୍ଲା ଭୀମସାରରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ, ତଦନ୍ତ କରୁଛି ଆଣ୍ଟି ରାଗିଂ ସେଲ୍

ସମ୍ୱଲପୁର: ବୁର୍ଲା ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ଆଣ୍ଡ ରିସର୍ଚ୍ଚରେ (ଭୀମ୍‌ସାର) ଛାତ୍ରଙ୍କୁ ରାଗିଂ ଅଭିଯୋଗ । ଏମବିବିଏସ୍ ଦ୍ୱିତୀୟ ବର୍ଷ ଛାତ୍ରଙ୍କୁ ରାଗିଂ ହୋଇଥିବା ଅଭିଯୋଗ ହୋଇଛି । ଏହାପରେ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଭୀମ୍‌ସାର ଡିନ୍‌ । ଆଣ୍ଟି ରାଗିଂ…

ମୋମୋ ବିକ୍ରେତାଙ୍କୁ ଆକ୍ରମଣ ଘଟଣାରେ ଜଣେ ଗିରଫ

ଭୁବନେଶ୍ୱର: ଜଣେ ମୋମୋ ବିକ୍ରେତାଙ୍କ ଉପରେ ଗରମ ତେଲ ପଡ଼ିବା ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଘଟଣାଟି ଗତ ମାର୍ଚ୍ଚ ୪ ତାରିଖରେ ଘଟିଥିଲା। ସମ୍ପୃକ୍ତ ବ୍ୟକ୍ତି ଜଣକ ଅର୍ଡର ଦେଇଥିବା ବେଳେ ଦୋକାନୀ ମୋମୋ ଦେବାରେ ସାମାନ୍ୟ ବିଳମ୍ବ କରିଦେଇଥିଲେ। ଯାହା ଫଳରେ ବ୍ୟକ୍ତି ଜଣକ…