ଫିଟନେସ ଟେଷ୍ଟରେ ବିଫଳ ହେଲେ ବରୁଣ, ଟି୨୦ରୁ ବାଦ୍ ପଡିବେ !
ଅହମ୍ମଦାବାଦ: ଭାରତୀୟ କ୍ରିକେଟ ଦଳର ଯୁବ ସ୍ପିନର ବରୁଣ ଚକ୍ରବର୍ତି ବିସିସିଆଇ ପକ୍ଷରୁ କରାଯାଇଥିବା ଫିଟନେସ ଟେଷ୍ଟରେ ପୁନର୍ବାର ବିଫଳ ହୋଇଛନ୍ତି । ଫଳରେ ଆଗାମୀ ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜରେ ତାଙ୍କ ଖେଳିବା ସମ୍ଭାବନା କ୍ଷୀଣ ହୋଇଯାଇଛି । ବରୁଣ ନିର୍ଦ୍ଧାରିତ ସମୟରେ ୨କିମି ଦୌଡ ପୂରଣ…