ଓଏଏସ ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର
ଭୁବନେଶ୍ୱର: ରାଜ୍ୟ ସରକାର ମଙ୍ଗଳବାର ଦିନ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀଙ୍କୁ ବଦଳି କରି ନୂତନ ନିଯୁକ୍ତି ଦେଇଛନ୍ତି।
ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ଚାରି ଜଣ ଓଏଏସ ଅଧିକାରୀଙ୍କୁ ବଦଳି ଏବଂ ନୂତନ ପଦବୀ ଦିଆଯାଇଛି।…