Latest Odisha News

BREAKING NEWS

ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା (୯୩)

ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୯୩ ନୂଆ ବୋହୂର ଖୋଳପାରେ ପଶିଗଲି। କିଛି ଆଶା ଓ ଆଶଙ୍କା ସହିତ ନିଜକୁ ଏକାକାର କରୁଥିଲି। କହିବା ଅନୁସାରେ ସଜାଡିନେଲି ନିଜକୁ। ନୂଆ ଜୀବନ ...ଅନଭିଜ୍ଞ ଜୀବନ । ଡକ୍ଟର ଆଣ୍ଟି ଓ ମୁଁ ବାହାରିଲୁ। ଏଇଆ କଣ ଚାହିଁଥିଲା ଜବା ?…

କବିତା : ପ୍ରେମୀ ପକ୍ଷୀ

ତେଜସ୍ୱିନୀ ପଣ୍ଡା  ଚାଲ୍ ଉଡ଼ିଯିବା ଏକ ସୁଦୂର ପ୍ରସାରୀ ପ୍ରେମୀ ସହରକୁ, ଯେଉଁଠି ନଥିବ ଯାତନା, ପ୍ରତାରଣା ଓ ନିଷ୍ଠୁର ଘାତକତା । ଆକାଶଉଚ୍ଚା ଗଛ ଦେଖି ବସା ବାନ୍ଧି ଆରମ୍ଭ କରିବା ଆମ ଜୀବନ, ସେଇଠି କେବଳ ତୁ ଥିବୁ ଆଉ ମୁଁ କରୁଥିବି ତୋ ପ୍ରତି ଅଭିମାନ । ମୁଁ ନିଶ୍ଚୟ…

ବ୍ୟଙ୍ଗ : ସଭା ବିସମ୍ବାଦ

ଏଇ ସଦ୍ୟ ଏକ ସାହିତ୍ୟ ସଭାରୁ ଫେରିଲି । କରୋନା ଯୋଗୁଁ ଦୁଇବର୍ଷ ହେଲା ସଭା ସମିତିରୁ ଦୂରରେ ରହି ମୁଁ କି ପ୍ରକାରର ମାନସିକ ଯନ୍ତ୍ରଣା ଭୋଗିଛି ତାହା କେବଳ ମୋତେ ଜଣା । ସଭା ଶେଷରେ ଉଦ୍ୟୋକ୍ତା ମହୋଦୟ କହିଲେ ଆପଣ ବହୁ ମୂଲ୍ୟ ସମୟ ଦେଇ ଏଠାକୁ ଆସିଲେ ସେଥିପାଇଁ ଧନ୍ୟବାଦ । ମୁଁ କହିଲି…

ଆଦିବାସୀଙ୍କ ସେବାରେ ସମର୍ପିତା ପଦ୍ମଶ୍ରୀ ଶାନ୍ତି ଦେବୀ

ଗୁଣପୁର: ଆଦିବାସୀଙ୍କ ସେବାରେ ସମର୍ପିତା ଶାନ୍ତି ଦେବୀଙ୍କୁ ପଦ୍ମଶ୍ରୀ ସମ୍ମାନ । ବିଶିଷ୍ଟ ସମାଜସେବୀ, ଗାନ୍ଧୀବାଦୀ ନେତ୍ରୀ, ସେବା ସମାଜର ପ୍ରତିଷ୍ଠାତା ଶାନ୍ତି ଦେବୀ । ଦୀର୍ଘ ୭ ଦଶନ୍ଧି ଧରି ଅବିଭକ୍ତ କୋରାପୁଟରେ ସମାଜସେବା, ଭୂଦାନ ଓ ସତ୍ୟାଗ୍ରହ ଆନ୍ଦୋଳନ କ୍ଷେତ୍ରରେ ଶାନ୍ତି…

ଟି୨୦ରେ ୪ ଓଭର ଯାକ ମେଡେନ ପକାଇ ରେକର୍ଡ କଲେ ଅକ୍ଷୟ

ନୂଆଦିଲ୍ଲୀ: ସୟେଦ ମୁସ୍ତାକ ଅଲୀ ଟି୨୦ କ୍ରିକେଟ ଟୁର୍ଣ୍ଣାମେଂଟରେ ବିଦର୍ଭ ସ୍ପିନର ଅକ୍ଷୟ କର୍ଣ୍ଣେୱାର ଇତିହାସ ରଚିଛନ୍ତି । ସେ ପ୍ରଥମ ଟି୨୦ ବୋଲର ଭାବେ ୪ଟି ଯାକ ଓଭର ମେଡେନ ପକାଇ ଏହି କୀର୍ତିମାନ ସ୍ଥାପନ କରିଛନ୍ତି । ମଣିପୁର ବିପକ୍ଷରେ ସେ ୪ ଓଭରରେ କୌଣସି ରନ ନ ଦେଇ ୨ଟି ଉଇକେଟ…

ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ରୋହିତ ଅଧିନାୟକ, କୋହଲିଙ୍କୁ ବିଶ୍ରାମ

ନୂଆଦିଲ୍ଲୀ: ୧୭ ନଭେମ୍ବରରୁ ଆରମ୍ଭ ହେବାକୁ ଯାଉଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ କ୍ରିକେଟ ସିରିଜ ପାଇଁ ଆଜି ଭାରତୀୟ ଦଳ ଘୋଷଣା କରାଯାଇଛି । ରୋହିତ ଶର୍ମାଙ୍କୁ ଅଧିନାୟକ ଏବଂ କେଏଲ ରାହୁଲଙ୍କୁ ଉପ ଅଧିନାୟକ ଭାବେ ଚୟନ କରାଯାଇଛି । ବିରାଟ କୋହଲିଙ୍କ ସମେତ ଯଶପ୍ରୀତ ବୁମରାହ, ରବୀନ୍ଦ୍ର…

ନବୀନ-ଜଗନ ଆଲୋଚନା ଶେଷ, ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା

ଭୁବନେଶ୍ୱର : ନବୀନ-ଜଗନ ଆଲୋଚନା ଶେଷ ହୋଇଛି । ଲୋକସେବା ଭବନରେ ଉଭୟ ଓଡ଼ିଶା ଓ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା । ଜଳ ସମ୍ପଦ, ସୀମା ବିବାଦ, ଶକ୍ତି ସହ ନକ୍ସଲ ପ୍ରସଙ୍ଗରେ ଆଲୋଚନା ହୋଇ ମାତ୍ର କେଇ ମିନିଟ୍ ମଧ୍ୟରେ ଏହି ଆଲୋଚନା…

ପୁଣି ଆସିଲା କି ବାର୍ଡ ଫ୍ଲୁ ?

କିଛି ଦିନ ହେଲା ମରିପଡ଼ୁଛନ୍ତି କାଉ। ଆଜି ପୁଣି ଗୁଡାଏ କାଉ ମରିପଡିଛନ୍ତି । କାଉ ମଡ଼କ ଦେଖି ଆତଙ୍କିତ ହୋଇପଡ଼ିଛନ୍ତି ଲୋକେ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ବେଗୁନିଆ ବ୍ଲକର ରାଉତପଡ଼ା ପୋତଳାଙ୍ଗ ଗାଁରେ । ତେବେ ଏଭଳି କାଉ ମଡ଼କର କାରଣ ବାର୍ଡ ଫ୍ଲୁ ହୋଇଥାଇପାରେ ବୋଲି ଆଶଙ୍କା କରାଯାଉଛି ।…

ଚିହ୍ନଟ ହେଲେ ଜଳବାୟୁ ପରିବର୍ତନ ଯୋଗୁ ଆକ୍ରାନ୍ତ ହୋଇଥିବା ପ୍ରଥମ ରୋଗୀ

ନୂଆଦିଲ୍ଲୀ: ଜଳବାୟୁ ପରିବର୍ତନ ଏବେ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ସାଜିଛି । କାନାଡାରେ ଜଣେ ୭୦ ବର୍ଷୀୟ ମହିଳା ପ୍ରଥମ ରୋଗୀ ଭାବେ ଜଳବାୟୁ ପରିବର୍ତନ ଯୋଗୁ ଆକ୍ରାନ୍ତ ହୋଇଛନ୍ତି । ଅତ୍ୟଧିକ ତାପମାତ୍ରା ବୃଦ୍ଧି ଯୋଗୁ ମହିଳାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗୁଡିଛି ବୋଲି ଡାକ୍ତର କହିଛନ୍ତି ।…

ଶାହାରୁଖଙ୍କ ସହ ଫିଲ୍ମ ଛାଡି ନାହାନ୍ତି ନୟନତାରା

ମୁମ୍ବାଇ: ଆର୍ଯ୍ୟନ ଖାଁ ଡ୍ରଗ୍ସ କେସ ଯୋଗୁ ଶାହାରୁଖ ଖାଁ ଅଟଲୀଙ୍କ ଫିଲ୍ମ ଶୁଟିଂରେ ବିଳମ୍ବ କରିଥିଲେ । ଏହା ପରେ ମୁଖ୍ୟ ଅଭିନେତ୍ରୀ ନୟନତାରା ଏହି ଫିଲ୍ମ ଛାଡି ଦେଇଥିବା ଖବର ପ୍ରକାଶ ପାଇଥିଲା । ତେବେ ଏହାକୁ ଖଣ୍ଡନ କରିଛନ୍ତି ଅଟଲୀଙ୍କ ଟିମ୍ । ପଠାନ ପରେ ଶାହାରୁଖ ଏହି ଫିଲ୍ମ (ଲାୟନ)ରେ…