କାଲି ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ବିଏସକେଓ୍ବାଇ କାର୍ଡ
ଭୁବନେଶ୍ବର : ମାଲକାନଗିରି ଓ ସୁନ୍ଦରଗଡ଼ ପରେ ଆସନ୍ତାକାଲି ବଲାଙ୍ଗିର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଗସ୍ତ ଅବସରରେ ବଲାଙ୍ଗିରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଗସ୍ତ ଅବସରରେ ଯାଇ ୩ଟି ସ୍ଥାନରେ କାର୍ଯ୍ୟକ୍ରମରେ ଯୋଗ ଦେବେ ।…