ହିଂସା ମଧ୍ୟରେ ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି
କାଠମାଣ୍ଡୁ: ନେପାଳର ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ମଙ୍ଗଳବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସେନା ମୁଖ୍ୟ ଜେନେରାଲ ଅଶୋକ ରାଜ ସିଗଡେଲ ଓଲିଙ୍କୁ ପଦ ଛାଡିବାକୁ ପରାମର୍ଶ ଦେଇଥିଲେ। ଏଥିସହିତ ଇସ୍ତଫା ଦେବା ପରେ ହିଁ ପରିସ୍ଥିତିରେ ସୁଧାର ଆସିବ ବୋଲି ସେ କହିଥିଲେ।
ନେପାଳରେ…