Latest Odisha News

BREAKING NEWS

ଜଙ୍ଗଲରେ ନିଆଁ ଲଗାଇଲେ ଗିରଫ, ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ବାବଦରେ ସୂଚନା ଦେଲେ ମିଳିବ ପୁରସ୍କାର

ସମ୍ୱଲପୁର: ରାଜ୍ୟରେ ଅଣାୟତ୍ତ ହେଲାଣି ଜଙ୍ଗଲ ନିଆଁ । ଲିଭାଇବା କାମରେ ଲାଗିଛନ୍ତି ବନ ବିଭାଗ ଓ ଅଗ୍ନିଶମ ବାହିନୀ କର୍ମଚାରୀ । ଏଣିକି ଜଙ୍ଗଲରେ ନିଆଁ ଲଗାଇବେ ଗିରଫ ହେବେ । ଏନଇ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି ସମ୍ୱଲପୁର ଡିଏଫଓ ସଞ୍ଜୀତ କୁମାର । ଜଙ୍ଗଲ ନିଆଁକୁ ଆୟତ୍ତ କରିବା ସହ…

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମହିଳାମାନଙ୍କୁ ଏହି ଖାସ୍‌ ଉପହାର ଦେଲେ ନୀତା ଅମ୍ବାନୀ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରିଲାଏନ୍ସ ଫାଉଣ୍ଡେସନର ଚେୟାରମ୍ୟାନ୍ ନୀତା ଅମ୍ବାନୀ ମହିଳାମାନଙ୍କ ପାଇଁ ଏକ ଡିଜିଟାଲ୍ ପ୍ଲାଟଫର୍ମ 'ହର ସର୍କଲ୍' ଆରମ୍ଭ କରିଛନ୍ତି। ଏଥିରେ ମହିଳାଙ୍କ ପାଇଁ ସମସ୍ତ ପ୍ରକାରର ସୁବିଧା ସୁଯୋଗ ଉପଲବ୍ଧ ରହିବ। ପ୍ରତ୍ୟେକ ସର୍କଲ୍…

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଠାବ

ଭୁବନେଶ୍ୱର: ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଠାବ । ଭୁବନେଶ୍ୱର ଲିଙ୍ଗରାଜ ଟେମ୍ପଲ ରୋଡ୍ ଷ୍ଟେସନ୍ ନିକଟ ରେଳ ଧାରଣାରୁ ଉଦ୍ଧାର ହୋଇଛି ମୃତଦେହ । ମୃତକ ହେଲେ ସୁଶାନ୍ତ ସାହୁ । ସେ ସ୍ଥାନୀୟ ଅଞ୍ଚଳର ଜଣେ ଫୁଲ ବ୍ୟବସାୟୀ । ତାଙ୍କର ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଆଜି ସକାଳେ ରେଳ…

ଏକତରଫା ପ୍ରେମରୁ ହତ୍ୟା: ଯୁବକଙ୍କ ଛୁରାମାଡ଼ରେ ପ୍ରେମିକାଙ୍କ ମାଆ ମୃତ, ଯୁବତୀ ଗୁରୁତର

ଭବାନୀପାଟଣା: ଏକତରଫା ପ୍ରେମରୁ ହତ୍ୟା । ପ୍ରେମିକ ସାଜିଲା ସୈତାନ । ପ୍ରେମର ବିଫଳ ହେବାରୁ ପ୍ରତିଶୋଧ ନେବାକୁ ଯାଇ ଉନ୍ମତ୍ତକାଣ୍ଡ କରିଛି । ଯାହାକୁ ପ୍ରେମ କରୁଥିବା ତାକୁ ଜୀବନରୁ ମାରି ଦେବାକୁ ଉଦ୍ୟମ କଲା । ଯୁବକଙ୍କ ଛୁରାମାଡ଼ରେ ଯୁବତୀ ଗୁରୁତର ହୋଇଥିବା ବେଳେ ତାଙ୍କ ମାଆଙ୍କର ମୃତ୍ୟୁ…

ଆଜି ପୁଣି ୧୮ ହଜାର ଉପରେ କରୋନା ସଂକ୍ରମଣ, ୯୮ ମୃତ

ନୂଆଦିଲ୍ଲୀ: ଦେଶରେ ବଢୁଛି ଦୈନିକ କରୋନା ସଂକ୍ରମଣ । ଲଗାତାର ତୃତୀୟ ଦିନରେ ଦେଶରୁ ଚିହ୍ନଟ ହୋଇଛନ୍ତି ୧୮ ହଜାରରୁ ଅଧିକ ପଜିଟିଭ୍ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୮ହଜାର ୫୯୯ ନୂଆ ଆକ୍ରାନ୍ତ । ଦେଶରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧କୋଟି ୧୨ଲକ୍ଷ ୨୯ହଜାର ୩୯୮କୁ…

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୧୦ ବଖରା ଘର, ନିଆଁ ଲାଗି ତିନି ଜଣ ଆହତ

ସୋର(ବାଲେଶ୍ୱର): ରାତିରେ ଶୋଇଥିବା ବେଳେ ଘରେ ଲାଗିଲା ନିଆଁ । ଜଣଙ୍କ ଘରୁ ଅନ୍ୟ ଜଣଙ୍କ ଘରକୁ ବ୍ୟାପିଲା । ନିଆଁ ଗିଳିଦେଲା ଦୁଇଟି ଗାଁରେ ୧୦ ବଖରା ଘର ଓ ଲକ୍ଷାଧିକ ଟଙ୍କାର ସାଇତା ସମ୍ପତ୍ତି । ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳରେ ଗତକାଲି ରାତିରେ ଦୁଇ ଦୁଇଟି ଅଗ୍ନିକାଣ୍ଡ ହୋଇଛି । ସୋର…

‘ଅନ୍ତର୍ଜାତୀୟ ମହିଳା ଦିବସ’: ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ମହିଳା ଶିଳ୍ପୀ

ଭୁବନେଶ୍ୱର : ପ୍ରତି ବର୍ଷ ମାର୍ଚ୍ଚ ୮ ତାରିଖକୁ ସାରା ଦେଶରେ ‘ଅନ୍ତର୍ଜାତୀୟ ମହିଳା ଦିବସ’ ଭାବେ ପାଳନ କରାଯାଉଛି । ଏହି ଅବସରରେ ପୁରୀ ବେଳାଭୂମିରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଛାତ୍ରୀମାନେ ବାଲୁକା କଳା ନିର୍ମାଣ କରିଛନ୍ତି ।…

ଶକ୍ତିଶାଳୀ ବିସ୍ଫୋରଣରେ ୨୦ ମୃତ, ୪୦୦ରୁ ଅଧିକ ଆହତ

ଇକ୍ୱେଟୋରିଆଲ୍ ଗିନିର ମିଲିଟାରୀ ବାରାକରେ ସିରିଏଲ୍ ବିସ୍ଫୋରଣ । ଏଥିରେ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆହତ ହୋଇଛନ୍ତି ୪୦୦ରୁ ଅଧିକ । ବାଟା ସହରରେ ଥିବା ମିଲିଟାରୀ ବାରାକରେ ଏହି ବିସ୍ଫୋରଣ ହୋଇଥିଲା । ରାଷ୍ଟ୍ରପତି ଟିୟୋଦୋର ଓବେୟାଙ୍ଗ କହିଛନ୍ତି, ଡିନାମାଇଟ୍ ବ୍ୟବହାରର ତ୍ରୁଟିରୁ…

ନିର୍ବାଚନୀ ମାହୋଲ ଭିତରେ ଆଜିଠୁ ପାର୍ଲାମେଣ୍ଟ ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ

ନୂଆଦିଲ୍ଲୀ: ପାର୍ଲାମେଣ୍ଟ ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆଜିଠୁ ଆରମ୍ଭ ହେଉଛି । ଆସନ୍ତା ଏପ୍ରିଲ ୮ ତାରିଖ ଯାଏ ଚାଲିବ । ଚାରିଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ବିଧାନସଭା ନିର୍ବାଚନ ପ୍ରଚାର ଭିତରେ ଚଳିତ ସେସନ୍ ସରଗରମ ହେବ । ସଂସଦ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ…

ଓଡ଼ିଶାପଜିଟିଭ ପକ୍ଷରୁ ଚଣ୍ଡୀଗଡ଼ ଚାପ୍ଟରର ଶୁଭାରମ୍ଭ

ଚଣ୍ଡୀଗଡ଼ : ପ୍ରବାସୀ ଓଡ଼ିଆଙ୍କ ବିଶ୍ୱସ୍ତରୀୟ ସଂଗଠନ ଓଡ଼ିଶାପଜିଟିଭ୍ ପକ୍ଷରୁ ଏହାର ଚଣ୍ଡୀଗଡ଼ ଚାପ୍ଟରର ଶୁଭାରମ୍ଭ କରାଯାଇଛି । ଏହି ଚାପ୍ଟର କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡୀଗଡ଼ ସମେତ ପଞ୍ଜାବ, ହରିୟାନା ଓ ହିମାଚଳ ପ୍ରଦେଶ ପାଇଁ କାମ କରିବ । ଚଣ୍ଡୀଗଡ଼ ସେକ୍ଟର-୩୧ ସ୍ଥିତ ଶ୍ରୀଜଗନ୍ନାଥ…