ଉନ୍ମୋଚିତ ହେବ ରଶ୍ମି ମିଶ୍ରଙ୍କ “ଅହ୍ୟରାଣୀ “
ଭୁବନେଶ୍ୱର : ପ୍ରକାଶନୀ ସଂସ୍ଥା 'ପେନ୍ ଇନ୍ ବୁକ୍ସ' ଆନୁକୂଲ୍ୟରେ ଗାଳ୍ପିକା ରଶ୍ମି ମିଶ୍ରଙ୍କର ପ୍ରଥମ ସଙ୍କଳନ "ଅହ୍ୟରାଣୀ" ସ୍ଥାନୀୟ ଏକ ଘରୋଇ ହୋଟେଲରେ ନଭେମ୍ୱର ୭ରେ ଉନ୍ମୋଚିତ ହେବାର କାର୍ଯ୍ୟକ୍ରମ ରହିଛି ।
ଏହି କାର୍ଯ୍ୟକ୍ରମରେ ସାହିତ୍ୟିକ ତଥା ସମ୍ପାଦକ ଗୌରହରି ଦାସ ,…